Monthly Archives

March 2025

ନବ ନିର୍ମିତ ଭବାନୀପାଟଣା ଟାଉନ୍ ଥାନା କୋଠା ଉଦ୍‌ଘାଟିତ

କଳାହାଣ୍ଡି, (ଶୁଭେନ୍ଦୁ କୁମାର ପଣ୍ଡା) : ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଶୁକ୍ରବାର ଆଭାଷି ମାଧ୍ୟମରେ ରାଜ୍ୟର ୧୪ଟି ଥାନାର ନୂତନ କୋଠାର ଉଦ୍‌ଘାଟନ କରିଛନ୍ତି । ଏହି ଅବସରରେ କଳାହାଣ୍ଡି ଜିଲ୍ଲା ମୁଖ୍ୟାଳୟ ଭବାନୀପାଟଣା ସ୍ଥିତ ଟାଉନ ଥାନାର ନବ ନିର୍ମିତ କୋଠା ମଧ୍ୟ ଉଦ୍‌ଘାଟିତ ହୋଇଛି ।
Read More...

ଜାତୀୟ ଆନ୍ତଃ ବିଶ୍ୱବିଦ୍ୟାଳୟ ଯୁବ-ମହୋତ୍ସବରେ ବ୍ରହ୍ମପୁର ବିଶ୍ୱବିଦ୍ୟାଳୟର କୃତିତ୍ୱ ହାସଲ

ବ୍ରହ୍ମପୁର, (କେ.ସତ୍ୟନାରାୟଣ ରେଡ୍ଡୀ) : ଉତ୍ତର ପ୍ରଦେଶର ନୋଇଡାସ୍ଥିତ ଆମିଟି ବିଶ୍ୱବିଦ୍ୟାଳୟରେ ଗତ ୩ ଠାରୁ ୭ ମାର୍ଚ୍ଚରେ ଆୟୋଜିତ ଜାତୀୟ ଆନ୍ତଃ ବିଶ୍ୱବିଦ୍ୟାଳୟ ଯୁବ ମହୋତ୍ସବରେ ବ୍ରହ୍ମପୁର ବିଶ୍ୱବିଦ୍ୟାଳୟର ସାଂସ୍କୃତିକ ଦଳ ପୁରସ୍କୃତ ହୋଇ ସର୍ବଭାରତୀୟ ସ୍ତରରେ କୃତିତ୍ୱ ଅର୍ଜନ
Read More...

ରଙ୍ଗେଇଲୁଣ୍ଡା ମତ୍ସ୍ୟ ବିଜ୍ଞାନ ମହାବିଦ୍ୟାଳୟରେ ଦକ୍ଷତା ଭିତ୍ତିକ ଦୁଇଦିନିଆ କର୍ମଶାଳା ଉଦ୍‌ଘାଟିତ

ବ୍ରହ୍ମପୁର, (କେ.ସତ୍ୟନାରାୟଣ ରେଡ୍ଡୀ) : ବ୍ରହ୍ମପୁର ନିକଟସ୍ଥ ରଙ୍ଗେଇଲୁଣ୍ଡା ମତ୍ସ୍ୟ ବିଜ୍ଞାନ ମହାବିଦ୍ୟାଳୟ (ଓ.ୟୁ.ଏ.ଟି.) ଆନୁକୂଲ୍ୟରେ କଲେଜର ଓଡିଟୋରିୟମ୍ ହଲରେ ଏକ ଦକ୍ଷତା ଭିତ୍ତିକ ଦୁଇଦିନିଆ କର୍ମଶାଳା ଶୁକ୍ରବାର ଉଦୟଘାଟିତ ହୋଇଯାଇଛି । ଉଦ୍‌ଘାଟନୀ ଉତ୍ସଵରେ ଚେନ୍ନାଇର ପ୍ରମୁଖ
Read More...

ଦିଗପହଣ୍ଡି କୁଶପଡା ଗ୍ରାମ ପଞ୍ଚାୟତର ପତାଣ୍ଡ ଭାଗବତ ଭବ୍ୟମନ୍ଦିର ପ୍ରତିଷ୍ଠାରମ୍ଭ

ବ୍ରହ୍ମପୁର, (କେ ସତ୍ୟନାରାୟଣ ରେଡ୍ଡୀ) : ଦିଗପହଣ୍ଡି ବ୍ଲକ ଅନ୍ତର୍ଗତ କୁଶପଡା ଗ୍ରାମ ପଞ୍ଚାୟତର ପତାଣ୍ଡ ଠାରେ ଭାଗବତ ମନ୍ଦିର ପ୍ରତିଷ୍ଠା ଶୁଭାରମ୍ଭ ହୋଇଯାଇଛି । ପ୍ରଥମ ଦିନରେ ଶିକ୍ଷାଗ୍ରହଣ ସହ ଜଳଯାତ୍ରା ଅନୁଷ୍ଠିତ ହୋଇଥିବା ବେଳେ ସନ୍ଧ୍ୟାରେ ଅଙ୍କୁରାରୋପଣ ଅଧିବାସ ଅନୁଷ୍ଠିତ
Read More...

ପାଇକମାଲ ହାଇସ୍କୁଲରେ ଅପରାଧିକ ଆଇନ ସଚେତନତା

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ଉପଖଣ୍ଡ ପାଇକମାଲ ସରକାରୀ ଉଚ୍ଚ ବିଦ୍ୟାଳୟରେ ନୂତନ ଅପରାଧିକ ଆଇନର କାର୍ଯ୍ୟକାରିତା ଉପରେ ଏକ ସଚେତନତା କାର୍ଯ୍ୟକ୍ରମ ପ୍ରଧାନ ଶିକ୍ଷକ ଡଃ. ଦ୍ୱାଦଶ କୁମାର ପଧାନଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି । ମୁଖ୍ୟ ଅତିଥି ଭାବେ ପାଇକମାଲ ଥାନା
Read More...

ବୁଡାମାଲ ଠାରେ ନାବାର୍ଡ ତରଫରୁ ଅନ୍ତର୍ଜାତୀୟ ମହିଳା ଦିବସ ପାଳନ

ପଦ୍ମପୁର, (ନିରୋଜ କୁମାର ପାଣୀ) : ବରଗଡ଼ ଜିଲ୍ଲା ପଦ୍ମପୁର ବ୍ଲକ ବୁଡାମାଲ ଗ୍ରାମ ଗାୟତ୍ରୀ କଲ୍ୟାଣ ମଣ୍ଡପ ଠାରେ ଅନ୍ତର୍ଜାତୀୟ ମହିଳା ଦିବସ ୨୦୨୫ ପାଳିତ ହୋଇଯାଇଛି । ନାବାର୍ଡ ବରଗଡ଼ ଜିଲ୍ଲା ପ୍ରବନ୍ଧକ ହଟ କିଶୋର ବେହେରାଙ୍କ ସଭାପତିତ୍ୱରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି
Read More...

ଭିନ୍ନକ୍ଷମ ବିଦ୍ୟାଳୟରେ ୨ ଦିନିଆ ବ୍ଲକସ୍ତରୀୟ କ୍ରୀଡା ଓ ସାଂସ୍କୃତିକ କାର୍ଯ୍ୟକ୍ରମ ଉଦ୍‌ଯାପିତ

ସଇଁତଲା, (କେପିଏନ୍‌ଏସ୍‌) : ବଲାଙ୍ଗିର ଜିଲ୍ଲା ସଇଁତଲା ବ୍ଲକ ସ୍ଥିତ ଭିନ୍ନକ୍ଷମ ବିଦ୍ୟାଳୟ ପରିସର ଠାରେ ଜିଲ୍ଲା ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତିକରଣ ବିଭାଗର ତତ୍ତ୍ୱବଧାନରେ ଦୃଷ୍ଟିହୀନ ବିଦ୍ୟାଳୟ, ମାନସିକ ଅନଗ୍ରସର ଓ ଶ୍ରବଣ ବାଧିତ ବିଦ୍ୟାଳୟର ମିଳିତ ସହଯୋଗରେ ୨ ଦିନିଆ
Read More...

ବିଜୁଳି ବିଲ୍‌ ନଦେଇପାରିଲେବି କଟାଯିବନି ବିଦ୍ୟୁତ୍ ସଂଯୋଗ

ଭୁବନେଶ୍ୱର : ଖରାଦିନେ ବିଜୁଳି ବିଲ୍‌ ନଦେଇପାରିଲେବି କଟାଯିବନି ବିଦ୍ୟୁତ୍ ସଂଯୋଗ । ଅଘୋଷିତ ବିଦ୍ୟୁତ କାଟ ମଧ୍ୟ ହେବ ନାହିଁ । ଶୁକ୍ରବାର ସମ୍ଭାବ୍ୟ ଗ୍ରୀଷ୍ମ ପ୍ରବାହକୁ ନେଇ ରାଜସ୍ୱ ବିଭାଗର ପ୍ରସ୍ତୁତି ବୈଠକରେ ଅଧିକାରୀଙ୍କୁ ଏଭଳି ନିର୍ଦ୍ଦେଶ ଦିଆଯାଇଛି । ରାଜସ୍ୱ ମନ୍ତ୍ରୀ ସୁରେଶ
Read More...

ଡେଲାଙ୍ଗରେ ସୁଭଦ୍ରା ରାଲି ଅନୁଷ୍ଠିତ

ଡେଲାଙ୍ଗ, (ଦିଲ୍ଲୀପ କୁମାର ଧାଉଡିଆ) : ରାଜ୍ୟ ସରକାରଙ୍କ ଲୋକପ୍ରିୟ ଯୋଜନା ସୁଭଦ୍ରା ଯୋଜନା ସମ୍ପର୍କରେ ଏକ ସଚେତନତା ପଦଯାତ୍ରା ରାଲି ଡେଲାଙ୍ଗ ବ୍ଲକ ଅନ୍ତର୍ଗତ ୨୧ଟି ଗ୍ରାମପଞ୍ଚାୟତ ସାଉରିଆ, ଘନିପୁର, କଲ୍ୟାଣପୁର, ମୁନିନ୍ଦା, ଡେଲାଙ୍ଗ -କୋଠବାଡ଼, ଅରୀଶଲ, ଖେଳାଉରି, ରେଞ୍ଚ, ଜେନାପୁର,
Read More...

ବିକଶିତ ଭାରତ ଯୁବ ସଂସଦ କାର୍ଯ୍ୟକ୍ରମର ସାମ୍ବାଦିକ ସମ୍ମିଳନୀ

ରାଉରକେଲା, (ସସ୍ମିତା ପ୍ରଧାନ) : ଭାରତ ସରକାରଙ୍କ ଯୁବ ବ୍ୟାପାର ମନ୍ତ୍ରଣାଳୟ, ଅଖିଳ ଭାରତୀୟ ସ୍ତରରେ ଏକ ବିକଶିତ ଭାରତ ସମ୍ପର୍କୀତ ଯୁବ ସଂସଦ କାର୍ଯ୍ୟକ୍ରମ ପାଇଁ ଆଜି ମ୍ୟୁନିସିପାଲ ମହାବିଦ୍ୟାଳୟ ଠାରେ ଆୟୋଜିତ ସାମ୍ବାଦିକ ସମ୍ମିଳନୀରେ ସୂଚନା ଦିଆଯାଇଛି । ମହାବିଦ୍ୟାଳୟର ଅଧ୍ୟକ୍ଷ ତଥା
Read More...