Daily Archives

ବଲାଙ୍ଗିର ଗସ୍ତରେ ଭାରତୀୟ ଜନତା ପାର୍ଟିର ରାଜ୍ୟ ସଭାପତି ମନମୋହନ ସାମଲ

ବଲାଙ୍ଗିର, (କେପିଏନ୍‌ଏସ୍‌) : ଗସ୍ତରେ ଭାରତୀୟ ଜନତା ପାର୍ଟିର ରାଜ୍ୟ ସଭାପତି ମନମୋହନ ସାମଲ ଆଜି ବଲାଙ୍ଗିର ଗସ୍ତରେ ଆସିଛନ୍ତି ଭାରତୀୟ ଜନତା ପାର୍ଟିର ରାଜ୍ୟ ସଭାପତି ମନମୋହନ ସାମଲ । ବଲାଙ୍ଗିର ପଥରଚେପା ସ୍ଥିତ ବିଜେପି କାର୍ଯ୍ୟାଳୟ ଠାରେ ବିଜେପିର ସାଙ୍ଗଠନିକ ବୈଠକରେ ଯୋଗଦେଇ ବିଜେପି…
Read More...

ସଇଁତଲା ପ୍ରାଥମିକ ବିଦ୍ୟାଳୟରେ ପ୍ରବେଶ ଉତ୍ସବ, ଖଡ଼ିଛୁଆ ଓ ଶିଶୁ ବାଟିକାର ଶୁଭାରମ୍ଭ

ସଇଁତଲା, (ଖୁସୀରାଣୀ ସାହୁ) : ବଲାଙ୍ଗିର ଜିଲ୍ଲା ସଇଁତଲା ଶିକ୍ଷା ବିଭାଗ ଆନୁକୂଲ୍ୟରେ ସଇଁତଲା ସରକାରୀ ପ୍ରାଥମିକ ବିଦ୍ୟାଳୟ ପରିସରରେ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ଓଡିଶା ସରକାରଙ୍କ ନିର୍ଦେଶରେ ପ୍ରବେଶ ଉତ୍ସବ ଓ ଖଡ଼ିଛୁଆ ୨୦୨୫ ଓ ଶିଶୁ ବାଟିକାର ଶୁଭାରମ୍ଭ ଅନୁଷ୍ଠିତ ହୋଇଯାଇଛି ।…
Read More...

ମୁରିବାହାଲ ବ୍ଲକସ୍ତରୀୟ ପ୍ରବେଶ ଉତ୍ସବ : ଖଡିଛୁଆଁ ଓ ଶିଶୁ ବାଟିକା କାର୍ଯ୍ୟକ୍ରମର ଶୁଭାରମ୍ଭ ଅନୁଷ୍ଠିତ

ମୁରିବାହାଲ, (ଦୁର୍ଗାନନ୍ଦ ମହାକୁର) : ବଲାଙ୍ଗିର ଜିଲ୍ଲା ମୁରିବାହାଲ ବ୍ଲକସ୍ତରୀୟ ତଥା ବିଦ୍ୟାଳୟ ସ୍ତରୀୟ ପ୍ରବେଶ ଉତ୍ସବ ଏବଂ ଖଡ଼ିଛୁଆଁ ତଥା ଶିଶୁ ବାଟିକା କାର୍ଯ୍ୟକ୍ରମ ବୁଧବାର ମୁରିବାହାଲ ପ୍ରକଳ୍ପ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଶୁଭାରମ୍ଭ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି ।…
Read More...

ମଲମୁଣ୍ଡା ପ୍ରାଥମିକ ବିଦ୍ୟାଳୟରେ ଖଡ଼ିଛୁଆଁ ଓ ପ୍ରବେଶ ଉତ୍ସବ ଅନୁଷ୍ଠିତ

ବଲାଙ୍ଗିର, (କେପିଏନ୍‌ଏସ୍‌) : ପୁଇଁନ୍ତଲା ବ୍ଳକ ଅନ୍ତର୍ଗତ ମଲମୁଣ୍ଡା ପ୍ରାଥମିକ ବିଦ୍ୟାଳୟରେ ଖଡିଛୁଆଁ ଓ ପ୍ରବେଶ ଉତ୍ସବ ଅନୁଷ୍ଠିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମକୁ ମଲମୁଣ୍ଡା ଆଞ୍ଚଳିକ ସାଧନ କେନ୍ଦ୍ର ସଂଯୋଜକ ତଥା ପ୍ରଧାନ ଶିକ୍ଷକ ପ୍ରମୋଦ କୁମାର ପଟେଲ ସଂଯୋଜନା କରିଥିବା ବେଳେ…
Read More...

ଆରମ୍ଭ ହେଲା ଖଡ଼ି ଛୁଆଁ ଓ ପ୍ରବେଶ ଉତ୍ସବ କାର୍ଯ୍ୟକ୍ରମ

ପିଲାଙ୍କୁ ଖଡ଼ି ଛୁଆଁଇ ଉଜ୍ୱଳ ଭବିଷ୍ୟତର କଲେ କାମନା : ଜିଲ୍ଲାପାଳ ବଲାଙ୍ଗିର, (କେପିଏନ୍‌ଏସ୍‌) : ନୂତନ ଜାତୀୟ ଶିକ୍ଷାନୀତି ୨୦୨୦ ଅନୁଯାୟୀ ସମସ୍ତ ପ୍ରାଥମିକ ବିଦ୍ୟାଳୟରେ ଶିଶୁଙ୍କୁ ଗୁଣାତ୍ମକ ଶିକ୍ଷା ପ୍ରଦାନ ଉଦ୍ଦେଶ୍ୟରେ ରାଜ୍ୟ ସରକାରଙ୍କ ପକ୍ଷରୁ ଚଳିତ ଶିକ୍ଷା ବର୍ଷରୁ ଲାଗୁ…
Read More...

ଗୁଞ୍ଚିତରା ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ପ୍ରବେଶ ଉତ୍ସବ ଓ ଖଡ଼ି ଛୁଆଁ
ଶିଶୁ ବାଟିକା ଶୁଭାରମ୍ଭ

ମୁରିବାହାଲ, (ଦୁର୍ଗାନନ୍ଦ ମହାକୁର) : ମୁରିବାହାଲ ବ୍ଲକ ତେନ୍ତୁଳୀଖୁଣ୍ଟି ପଞ୍ଚାୟତ ଅନ୍ତର୍ଗତ ଗୁଞ୍ଚିତରା ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ପ୍ରବେଶ ଉତ୍ସବ ଓ ଖଡ଼ି ଛୁଆଁ ଶିଶୁ ବାଟିକା ଉତ୍ସବ ମହାସମାରୋହରେ ପାଳିତ ହୋଇଯାଇଛି । ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ଗୁଞ୍ଚିତରା ପ୍ରଧାନ ଶିକ୍ଷୟିତ୍ରୀ…
Read More...

ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ତୁଷୁରା ଠାରେ ପ୍ରବେଶ ଉତ୍ସବ ଓ ଖଡିଛୁଆଁ ଅନୁଷ୍ଠିତ

ତୁଷୁରା, (କେପିଏନ୍‌ଏସ୍‌) : ତୁଷୁରା ବିଜ୍ଞାପିତ ଅଞ୍ଚଳ ପରିଷଦ ଅନ୍ତର୍ଗତ ତୁଷୁରା ସରକାରୀ ବାଳକ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ଠାରେ ୨୦୨୫-୨୬ ଶିକ୍ଷା ବର୍ଷର ପ୍ରବେଶ ଉତ୍ସବ ଓ ଖଡିଛୁଆଁ ଅନୁଷ୍ଠିତ ପ୍ରଧାନ ଶିକ୍ଷକ ହେମନ୍ତ କୁମାର ଦାଶଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି । ଏଥିରେ…
Read More...

ପର୍ଶୁରାମ ଜନ୍ମୋମହୋତ୍ସବ ପ୍ରସ୍ତୁତି ବୈଠକ

ବଲାଙ୍ଗିର, (ଦେବାଶିଷ ମିଶ୍ର) : ଗତକାଲି ଟାଉନ ବାଳିକା ବିଦ୍ୟାଳୟ ପରିସରରେ ବ୍ରାହ୍ମଣ ମହାସଭା ଆନୁକୁଲ୍ୟରେ ପର୍ଶୁରାମ ବାହିନୀ ତରଫରୁ ଭଗବାନ ପର୍ଶୁରାମ ଜୟନ୍ତୀ ଉପଲକ୍ଷେ ସୁଧିର କୁମାର ନନ୍ଦଙ୍କ ଆବାହକତ୍ୱରେ ଏକ ପ୍ରସ୍ତୁତି ବୈଠକ କରାଯାଇଥିଲା । ଶକ୍ତିବାହିନୀ ମୁଖ୍ୟା କସ୍ତୁରୀ ରଥ ମଂଚ…
Read More...

ପୂର୍ବତନ ଏନଏସି ନଗରପାଳ ସତ୍ୟବାନ ଅଗ୍ରୱାଲଙ୍କ ପରଲୋକ

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ସହରର ବିଜେପିର ବରିଷ୍ଠ ନେତା ତଥା ପୂର୍ବତନ ଏନଏସି ନଗରପାଳ ସତ୍ୟବାନ ଅଗ୍ରୱାଲ ତାଙ୍କ ବାସଭବନରେ ପରଲୋକ ହୋଇଯାଇଛି । ମୃତ୍ୟୁ ବେଳକୁ ତାଙ୍କୁ ୭୦ ବର୍ଷ ବୟସ ହେଉଥିଲା । ପଦ୍ମପୁର ସହରର ସ୍ୱର୍ଗତ ଅଗ୍ରୱାଲ ମୋନୁ ନାଁରେ ଘରେ ଘରେ ବେଶ ପରିଚିତ…
Read More...

ସ୍ୱାମୀର ଟାଙ୍ଗିଆ ଚୋଟରେ ସ୍ତ୍ରୀ ମୃତ ଘଟଣା

ବଲାଙ୍ଗିର, (କେପିଏନ୍‌ଏସ୍‌) : ସାତ ଜନମ ପାଇଁ ହାତ ଧରିଥିଲା । କ୍ଷଣିକରେ ଅସୁର ସାଜିଲା ସଇତାନ୍‌ ସ୍ୱାମୀ । ଟାଙ୍ଗିଆ ଚୋଟରେ ହାଣି ପକାଇଲା ଜୀବନ ସଂଗୀନୀଙ୍କୁ । ବଲାଙ୍ଗିର ଜିଲ୍ଲା ଦେଓଗାଁ ଥାନା ଅନ୍ତର୍ଗତ ଅନ୍ତର୍ଲା ଗାଁରେ ଘଟିଛି ଏଭଳି ବିଭତ୍ସ ହତ୍ୟାକାଣ୍ଡ । ମୃତ ମହିଳା ଜଣକ ହେଲେ…
Read More...