Daily Archives

ବ୍ଳକସ୍ତରୀୟ ଖଡିଛୁଆଁ ଓ ପ୍ରବେଶ ଉତ୍ସବ ପାଳିତ

କଣ୍ଟାବାଞ୍ଜି, (କେପିଏନ୍‌ଏସ୍‌) : ସାରା ରାଜ୍ୟରେ ପ୍ରବେଶ ଉତ୍ସବ ଓ ଖଡିଛୁଆଁ ପାଳିତ ହେଉଥିବା ବେଳେ ତୁରେକେଲା ବ୍ଳକର ଖୁଟୁଲୁମୁଣ୍ଡା ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ବ୍ଳକସ୍ତରୀୟ ଉତ୍ସବ ପାଳିତ ହୋଇଟାଇଛି । ଏହି ଉତ୍ସବରେ ଅତିଥିଭାବରେ ପୁରୁନ୍ଦର ବାଗ, ବିଧାୟକ ପ୍ରତିନିଧି ଲୋକନାଥ ଥପା,
Read More...

ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ଗଜବନ୍ଧରେ ପ୍ରବେଶ ଉତ୍ସବ ଓ ଖଡ଼ିଛୁଆଁ କାର୍ଯ୍ୟକ୍ରମ

ଡୁଙ୍ଗୁରିପାଲି, (କେପିଏନ୍‌ଏସ୍‌) : ସୁବର୍ଣ୍ଣପୁର ଜିଲ୍ଲା ଡୁଙ୍ଗୁରିପାଲି ବ୍ଲକ ଗଜବନ୍ଧ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ପ୍ରବେଶ ଉତ୍ସବ ଓ ଖଡ଼ିଛୁଆଁ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ପ୍ରଧାନ ଶିକ୍ଷକ ହାରାଧନ ବେରିଆଙ୍କ ସଭାପତିତ୍ୱରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ ଅବସରପ୍ରାପ୍ତ
Read More...

ଅସହାୟ ପ୍ରବୀଣକୁ ସହଯୋଗର ହାତ ବଢାଇଲେ ସରପଞ୍ଚ ଶରତ କାଲୋ

ପଦ୍ମପୁର, (ନିରୋଜ କୁମାର ପାଣୀ) : ବରଗଡ଼ ଜିଲ୍ଲା ପଦ୍ମପୁର ଉପଖଣ୍ଡ ଗାଇସିଲେଟ ଗ୍ରାମରେ ଦେଖିବାକୁ ମିଳିଛି ଏକ ଅଭାବନୀୟ ଘଟଣା । ଡ୍ରାଇଭର କାମ କରି ପ୍ରବୀଣ ସେଠ ହସ ଖୁସିରେ ପରିବାର ପରିପୋଷଣ କରୁଥିଲେ । ପରିବାର କହିଲେ ସ୍ତ୍ରୀ ଓ ୨ଟି ପୁଅ ଆଉ ୨ଟି ଝିଅ । ବଡ଼ ଝିଅ ପୁଣି ଭିନ୍ନକ୍ଷମ ।
Read More...

ପ୍ରକଳ୍ପ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ମୁରିବାହାଲରେ ବାର୍ଷିକ ଉତ୍ସବ ଓ ଖଡ଼ିଛୁଆଁ ଦିବସ ପାଳିତ

ତୁରେକେଲା, (ପିତାମ୍ବର ଦୀପ) : ପ୍ରକଳ୍ପ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ମୁରିବାହାଲରେ ବାର୍ଷିକ ଉତ୍ସବ ଓ ଖଡ଼ିଛୁଆଁ ଦିବସ ପାଳିତ ହୋଇଯାଇଛି । ଉକ୍ତ କାର୍ଯ୍ୟକ୍ରମରେ ବିଦ୍ୟାଳୟର ପ୍ରଧାଶିକ୍ଷକ ଝସକେତନ୍ ଶବର ସଭାପତିତ୍ୱ କରିଥିବା ବେଳେ ବିଦ୍ୟାଳୟର ଶିକ୍ଷକ ଶିକ୍ଷୟତ୍ରୀ ପ୍ରଶାନ୍ତ କୁମାର
Read More...

କଣ୍ଟାବାଞ୍ଜି ଆଂଚଳିକ ସାଧନ କେନ୍ଦ୍ରରେ ପ୍ରବେଶ ଉତ୍ସବ ଓ ଖଡ଼ିଛୁଆଁ

କଣ୍ଟାବାଞ୍ଜି, (ପିତାମ୍ବର ଦୀପ) : ସ୍ଥାନୀୟ କଣ୍ଟାବାଞ୍ଜି ଆଞ୍ଚଳିକ ସାଧନ କେନ୍ଦ୍ରରେ ସମସ୍ତ ସରକାରୀ ବିଦ୍ୟାଳୟରେ ପ୍ରବେଶ ଉତ୍ସବ ଓ ଖଡ଼ିଛୁଆଁ ଦିବସ ପାଳିତ ହୋଇଯାଇଛି । ତୁରେକେଲା ବ୍ଲକ୍ ଶିକ୍ଷା ଅଧିକାରୀ ଶାନ୍ତାନୁ କୁମାର୍ ପଡ଼ିହାରି ଓ କଣ୍ଟାବାଞ୍ଜି ଆଞ୍ଚଳିକ ସାଧନ କେନ୍ଦ୍ର ସଂଯୋଜକ
Read More...

ରାସ୍ତାକଡ଼କୁ ଓଲଟି କାର୍ ଚୁର୍‌ମାର୍‌

ଉଦଳା : ହୋଣ୍ଡା ସିଟ୍‌ ଚୁର୍‌ମାର୍‌ । ମୟୁରଭଞ୍ଜ ଜିଲ୍ଲା ଉଦଳା ଥାନା କଅଁରପାଳ ଗାଁରେ ଘଟିଥିବା ଏକ ଦୁର୍ଘଟଣାରେ ଦାମୀ ଗାଡ଼ି ହୋଣ୍ଡା ସିଟିଟି ଚୁର୍‌ମାର୍‌ ହୋଇଯାଇଛି । ଯେଉଁଥିରେ ଏକାଧିକ ଲୋକ ଆହତ ହୋଇଛନ୍ତି । ଖବର ଅନୁଯାୟୀ, ବିଳମ୍ବିତ ରାତିରେ କଅଁରପାଳ ଅଞ୍ଚଳରୁ ଉଦଳା ଅଭିମୁଖେ
Read More...