Daily Archives

ବନଦୁର୍ଗା ମହୋତ୍ସବର ତୃତୀୟ ସନ୍ଧ୍ୟା

ବିସ୍ଥାପିତଙ୍କ ମୌଳିକ ଅଧିକାର ଯୋଗାଇ ଦିଆଯାଉ - ପ୍ରଫୁଲ୍ଲ ସାମନ୍ତରାୟ ବଲାଙ୍ଗିର, (ଦେବାଶିଷ ମିଶ୍ର) : ସୁକତେଲ ଡେମ୍‌ ପାଦ ଦେଶରେ ପୂର୍ବତନ ମନ୍ତ୍ରୀ ନରସିଂହ ମିଶ୍ରଙ୍କ ଅଧ୍ୟକ୍ଷତାରେ ଆୟୋଜିତ ବନଦୁର୍ଗା ମହୋତ୍ସବର ତୃତୀୟ ସନ୍ଧ୍ୟାରେ ସଂଜୟ ଗଡତ୍ୟା ସଭାପତିତ୍ୱରେ ଓ ସଭା କାର୍ଯ୍ୟରେ
Read More...

ବଲାଙ୍ଗିର ଶିକ୍ଷା ଜିଲ୍ଲାର ଛାତ୍ରଛାତ୍ରୀମାନେ ପାଇକମାଲ ହାଇସ୍କୁଲ ପରିଦର୍ଶନ

ପଦ୍ମପୁର, (ନିରୋଜ କୁମାର ପାଣୀ) : ବଲାଙ୍ଗିର ଶିକ୍ଷା ଜିଲ୍ଲାର ଛାତ୍ରଛାତ୍ରୀମାନେ ଖପ୍ରାଖୋଲ ଏବିଇଓ ରୁଦ୍ରଦେବ ଷଡ଼ଙ୍ଗୀଙ୍କ ନେତୃତ୍ୱରେ ୨୩୬ ଜଣ ଶିକ୍ଷକ ଶିକ୍ଷୟିତ୍ରୀ, ଛାତ୍ରଛାତ୍ରୀ ଓ ଅବିଭାବକ ରାଜ୍ୟ ସ୍ତରରେ ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର ପ୍ରାପ୍ତ ସରକାରୀ ଉଚ୍ଚ ବିଦ୍ୟାଳୟ
Read More...

ସୁନ୍ଦରଗଡ଼ ଜିଲ୍ଲାରେ “ଲୋକକଳା ପାଇଁ ଦିନଟିଏ” କାର୍ଯ୍ୟକ୍ରମ ଅନୁଷ୍ଠିତ

ସୁନ୍ଦରଗଡ଼, (ସସ୍ମିତା ପ୍ରଧାନ) : ଓଡ଼ିଆ ପକ୍ଷ-୨୦୨୫ ପାଳନ ଅବସରରେ ଦଶମ ଦିବସରେ ଆଜି "ଲୋକକଳା ପାଇଁ ଦିନଟିଏ" ଭାବରେ ପାଳନ କରାଯାଇଛି । ଏହି ପରିପ୍ରେକ୍ଷୀରେ ଆଜି ବଡ଼ଗାଁ ବ୍ଲକ ସ୍ଥିତ ଏକମା ଗ୍ରାମ ପଞ୍ଚାୟତ ଠାରେ ଥିବା କଳାଗ୍ରାମ ଠାରେ ଲୋକକଳା ପାଇଁ ଦିନକ କାର୍ଯ୍ୟକ୍ରମ ଆୟୋଜନ
Read More...

ଆଦର୍ଶ ପାଠାଗାରର ବିଷୁବ ମିଳନ ଆସନ୍ତା ୧୪ରେ

ରାଉରକେଲା, (ସସ୍ମିତା ପ୍ରଧାନ) : ସହରର ସର୍ବପୁରାତନ ଓଡ଼ିଆ ସାହିତ୍ୟାନୁଷ୍ଠାନ ଆଦର୍ଶ ପାଠାଗାରର ମହାବିଷୁବ ମିଳନ ତଥା ପଣା ସଂକ୍ରାନ୍ତି ଆସନ୍ତା ୧୪ ତାରିଖ ଦିନ ସନ୍ଧ୍ୟା ବେଳେ ଭଞ୍ଜଭବନ ପରିସରରେ ଥିବା ଆଦର୍ଶ ସାହିତ୍ୟ ଘର ଠାରେ ପାଳନ କରାଯିବ ବୋଲି ପାଠାଗାରରେ ଆୟୋଜିତ ପ୍ରସ୍ତୁତି
Read More...

ନିର୍ଝରିଣୀ ଆନୁକୂଲ୍ୟରେ ବୈଶାଖୀ ଆସର ଅନୁଷ୍ଠିତ

କଣ୍ଟାବାଞ୍ଜି, (କେପିଏନ୍‌ଏସ୍‌) : କଣ୍ଟାବାଞ୍ଜିର ଅଗ୍ରଣୀ ଅନୁଷ୍ଠାନ ନିର୍ଝରିଣୀ ଆନୁକୂଲ୍ୟରେ ସ୍ଥାନୀୟ ଗାୟତ୍ରୀ ଶକ୍ତି ପୀଠ ପରିସରରେ ବୈଶାଖୀ ଆସର ଅନୁଷ୍ଠିତ ହୋଇଥିଲା । ଅନୁଷ୍ଠାନର ସଭାପତି ରାମଚନ୍ଦ୍ର ସାହୁଙ୍କ ସଭାପତିତ୍ୱରେ ମୁଖ୍ୟ ଅତିଥି ଭାବରେ ଅବସରପ୍ରାପ୍ତ ଜିଲ୍ଲା ଶିକ୍ଷାଧୀଶ
Read More...

ସବିତା ରାୟ ମେମୋରିଆଲ ତରଫରୁ ଆଲୋଚନାଚକ୍ର

ରାଉରକେଲା, (ସସ୍ମିତା ପ୍ରଧାନ) : ରାଉରକେଲାର ସ୍ୱନାମଧନ୍ୟ ଶିକ୍ଷୟତ୍ରୀ ସ୍ୱର୍ଗତା ସବିତା ରାୟଙ୍କ ଚତୁର୍ଥ ଶ୍ରାଦ୍ଧ ବାର୍ଷିକୀ ଅବସରରେ ସବିତା ରାୟ ମେମୋରିଆଲ ଆନୁକୂଲ୍ୟରେ ବେଦବ୍ୟାସ ସ୍ଥିତ ଗୁରୁକୁଳ ଆଶ୍ରମରେ ଏକ ବେଦାନ୍ତ ଜ୍ଞାନ ଆଲୋଚନା ଚକ୍ର ଅନୁଷ୍ଠିତ ହୋଇଯାଇଛି । ଏହି ଅବସରରେ
Read More...

ହାଇଟେକ୍ ମେଡିକାଲ କଲେଜ ଓ ହସପିଟାଲର ନିଶୁଳ୍କ ସ୍ୱସ୍ଥ୍ୟ ସେବା ଶିବିର

ରାଉରକେଲା, (ସସ୍ମିତା ପ୍ରଧାନ) : ସାମାଜିକ ପ୍ରତିବଦ୍ଧତା ରଖିଥିବା ହାଇଟେକ୍ ମେଡିକାଲ କଲେଜ ଓ ହସପିଟାଲ ତରଫରୁ ନିଶୁଳ୍କ ସ୍ୱାସ୍ଥ୍ୟ ସେବା ଶିବିର କୋଏଲ ନଗର ସ୍ଥିତ ଅବସରପ୍ରାପ୍ତ କର୍ମଚାରୀ ସଂଘ କାର୍ଯ୍ୟାଳୟ ଠାରେ ଅନୁଷ୍ଠିତ ହୋଇଯାଇଛି । ହାଇଟେକ୍ ମେଡିକାଲ କଲେଜର ସହ ମହାପ୍ରବନ୍ଧକ
Read More...

ବିଦାୟ କାଳୀନ ସମ୍ବର୍ଦ୍ଧନା ସଭା

ଜୟପାଟଣା, (ଶେଷଦେବ ବେହେରା) : ପରମାନନ୍ଦ ଉଚ୍ଚ ବିଦ୍ୟାଳୟ ପରିସରରେ ପୁରାତନ ଛାତ୍ର ସଂସଦ ତରଫରୁ ସଂସ୍କୃତ ଶିକ୍ଷକ ସୁରେନ୍ଦ୍ର କୁମାର ନାୟକଙ୍କୁ ଭବ୍ୟ ବିଦାୟ କାଳୀନ ସମ୍ବର୍ଦ୍ଧନା ଜ୍ଞାପନ କରାଯାଇଥିଲା । ସଭାର ସଭାପତି ବ୍ରଜେନ୍ଦ୍ର କୁମାର ପଟ୍ଟଯୋଷୀଙ୍କ ସଭାପତିତ୍ୱରେ ସଭା କାର୍ଯ୍ୟ
Read More...

ଜାଲ ନୋଟ୍ କାରବାରରେ ଦୁଇ ଜଣଙ୍କୁ ଗିରଫ କଲା ଟିଟିଲାଗଡ଼ ପୋଲିସ

ଟିଟିଲାଗଡ଼, (ସଞ୍ଜୟ କୁମାର ନାୟକ) : ପୋଲିସକୁ ମିଳିଲା ବଡ଼ ସଫଳତା । ନକଲି ନୋଟ୍ କାରବାରରେ ସଂପୃକ୍ତ ଥିବା ଦୁଇ ଜଣଙ୍କୁ ଗିରଫ କରିବାରେ ସଫଳ ହୋଇଛି ଟିଟିଲାଗଡ଼ ପୋଲିସ । ସୂଚନା ଯୋଗ୍ୟ ଯେ, ଏକ ବିଶ୍ଵସ୍ତ ସୂତ୍ରରୁ ଖବର ପାଇ ବଲାଙ୍ଗିର ଏସପିଙ୍କ ନିର୍ଦ୍ଦେଶ କ୍ରମେ ଏକ ଟିମ ଗଠନ କରି
Read More...

ନବୀନର ୨୭ତମ ବିଷୁବ ମିଳନରେ ସମ୍ମାନିତ ହେବେ ୫ ପ୍ରତିଭାଧର

ବ୍ରହ୍ମପୁର, (କେପିଏନ୍‌ଏସ୍‌) : ଓଡ଼ିଶାର ସର୍ବପୁରାତନ ସମ୍ବାଦପତ୍ର ନବୀନ ପକ୍ଷରୁ ଗଠିତ ନବୀନ ପାଠାଗାର ଓ ସାହିତ୍ୟ ପ୍ରତିଷ୍ଠାନ ଅଳନୁକୂଲ୍ୟରେ ୨୭ତମ ବିଷୁବ ମିଳନ ଅବସରରେ ୫ ଜଣ ପ୍ରତିଭାଧରଙ୍କୁ ସମ୍ମାନିତ କରାଯିବା ପାଇଁ ନିଷ୍ପତ୍ତି ଗ୍ରହଣ କରାଯାଇଛି । ଏ ସମ୍ପର୍କରେ ପ୍ରତିଷ୍ଠାନର
Read More...