Daily Archives

ମୁରିବାହାଲ ପଞ୍ଚାୟତ ଡ଼ିଗ୍ରୀ କଲେଜରେ ଯୁବ ଲେଖକ ସମ୍ମିଳନୀ କାର୍ଯ୍ୟକ୍ରମ ଅନୁଷ୍ଠିତ

ମୁରିବାହାଲ, (ଦୁର୍ଗାନନ୍ଦ ମହାକୁର) : ମୁରିବାହାଲ ପଞ୍ଚାୟତ ସମିତି ଡିଗ୍ରୀ ମହାବିଦ୍ୟାଳୟ ପରିସରରେ ଓଡିଶା ସରକାରଙ୍କ ନିର୍ଦ୍ଦେଶରେ ଏକ ଯୁବ ଲେଖକ ସମ୍ମିଳନୀ ଅନୁଷ୍ଠିତ ହୋଇଥିଲା । ମହାବିଦ୍ୟାଳୟ ଅଧ୍ୟକ୍ଷ ସରୋଜ କୁମାର ନାୟକ ଅଧ୍ୟକ୍ଷତାରେ ମୁଖ୍ୟ ଅତିଥି ଭାବେ ବଲାଙ୍ଗିର ବିଜେପି ଦଳ…
Read More...

ଗଁରେଇ ଗ୍ରାମରେ ଅଷ୍ଟ ପ୍ରହରୀ ନାମଯଜ୍ଞ ଅନୁଷ୍ଠିତ

ମୁରିବାହାଲ, (ଦୁର୍ଗାନନ୍ଦ ମହାକୁର) : ବଲାଙ୍ଗିର ଜିଲ୍ଲା ମୁରିବାହାଲ ବ୍ଲକ ଗଁରେଇ ପଞ୍ଚାୟତ ସଦର ମହକୁମାଠାରେ ଶୁକ୍ରବାର ଅଷ୍ଟ ପ୍ରହରୀ ନାମଯଜ୍ଞ ଅନୁଷ୍ଠିତ ହୋଇଯାଇଛି । ଗୁରୁବାର ଅଧିବାସ ଦିନ ଖଲିଆ ବନ୍ଧରୁ ଶତାଧିକ ମହିଳା କଳସ ଶୋଭାଯାତ୍ରାରେ ଆଣି ଯଜ୍ଞମଣ୍ଡପରେ ସ୍ଥାପନ କରିଥିଲେ ।…
Read More...

ମଦନପୁର ଠାରେ ଆୟୁଷ୍ମାନ ଭାରତ ଜନ ଆରୋଗ୍ୟ ଯୋଜନା ଶୁଭାରମ୍ଭ

ମଦନପୁର ଠାରେ ଆୟୁଷ୍ମାନ ଭାରତ ଜନ ଆରୋଗ୍ୟ ଯୋଜନା ଶୁଭାରମ୍ଭ ମ.ରାମପୁର, (ପି କେ ସାହୁ) : କଳାହାଣ୍ଡି ଜିଲ୍ଲା ମ.ରାମପୁର ବ୍ଲକ ମଦନପୁର ପ୍ରାଥମିକ ସ୍ୱାସ୍ଥ୍ୟ କେନ୍ଦ୍ର ତରଫରୁ ଆୟୁଷ୍ମାନ ଭାରତ ଜନ ଆରୋଗ୍ୟ ,ଗୋପବନ୍ଧୁ ଜନ ଆରୋଗ୍ୟ ଓ ବୟୋ ବନ୍ଦନା ଯୋଜନା ଶୁଭାରମ୍ଭ ହୋଇଛି । ଏଥିରେ…
Read More...

ଜୈବିକ ସାର ଉତ୍ପାଦନ କମ୍ପାନୀ ‘ବାୟୋତେଜ ଏଗ୍ରିନୋଭେସନ’ର ନୂତନ ପ୍ଲାଣ୍ଟ ଉଦ୍‌ଘାଟିତ

ରାଉରକେଲା, (ସସ୍ମିତା ପ୍ରଧାନ) : ଜୈବିକ ସାର ଉତ୍ପାଦନ କମ୍ପାନୀ ବାୟୋତେଜ ଏଗ୍ରିନୋଭେସନର ନୂତନ ପ୍ଲାଣ୍ଟ ଆଜି ଲାଠିକଟା ବ୍ଲକ ଅଧିନସ୍ଥ ସୁଇଡ଼ିହି ଗ୍ରାମରେ ଉଦଘାଟିତ ହୋଇଯାଇଛି । ଏହି ଅବସରରେ ଆୟୋଜିତ ଉଦଘାଟନୀ ଉତ୍ସବରେ ଏନଆଇଟି ଏଫଟିବିଆଇ ସେଣ୍ଟରର ମୁଖ୍ୟ ମନୋଜ କୁମାର ମିଶ୍ର…
Read More...

ଭବାନୀପାଟଣାରେ ଡିଫାଇନ କଳାହାଣ୍ଡିର ବିଶାଳ ସମାବେଶ

କଳାହାଣ୍ଡି, (ଶୁଭେନ୍ଦୁ କୁମାର ପଣ୍ଡା) : ଭବାନୀପାଟଣାରେ ଡିଫାଇନ କଳାହାଣ୍ଡିର ଏକ ବିଶାଳ ଶୋଭାଯାତ୍ରା ଏବଂ ସମାବେଶ ଆୟୋଜିତ ହୋଇଯାଇଛି । କଳାହାଣ୍ଡିରେ ଅନେକ ସମସ୍ୟା ରହିଛି । ଜିଲ୍ଲାରେ ଦାଦନ ସମସ୍ୟା ପ୍ରମୁଖ ଭାବେ ସମସ୍ୟା ଭାବେ ଉଭା ହୋଇଥିବାବେଳେ ବେରୋଜଗାରୀ, ଶିକ୍ଷିତ ବେକାରୀ, ମଦ…
Read More...

ଓଡ଼ିଶାର ପ୍ରାଣ : ଲୋକକଳା ଆଲୋଚନାଚକ୍ର ଅନୁଷ୍ଠିତ

ରାଉରକେଲା, (ସସ୍ମିତା ପ୍ରଧାନ) : ଓଡ଼ିଆ ପକ୍ଷ ଅବସରରେ ରାଉରକେଲା ମହାବିଦ୍ୟାଳୟ, ରାଉରକେଲା ଆନୁକୂଲ୍ୟରେ ଅଖିଳ ଭାରତୀୟ ସାହିତ୍ୟ ପରିଷଦ, ରାଉରକେଲା ଶାଖା ତରଫରୁ ମାସିକ ସାରସ୍ୱତ ସମାବେଶରେ 'ଓଡ଼ିଶାର ପ୍ରାଣ ଲୋକକଳା' ଶୀର୍ଷକ ଆଲୋଚନା ଚକ୍ର ଅନୁଷ୍ଠିତ ହୋଇଯାଇଛି । ରାଉରକେଲା କଲେଜର…
Read More...

ସର୍ବ ପୁରାତନ ରାମଲୀଳାର ଅଯୋଧ୍ୟା କାଣ୍ଡ ଆରମ୍ଭ

ଶିବଧନୁ ଭଙ୍ଗ, ସୀତା ବିବାହ, ମନ୍ଥରାର କୁଟନୀତି ବଲାଙ୍ଗିର, (ଦେବାଶିଷ ମିଶ୍ର) : ବଲାଙ୍ଗିର ରାମଜୀ ନାଟକ ସଂସଦ ଜଗନ୍ନାଥ ପଡାରେ ହେଉଥିବା ନାଟକ ଅଯୋଧ୍ୟା କାଣ୍ଡ ଆରମ୍ଭ ହୋଇଥିବା ବେଳେ ଗୁରୁ ବାଳମୁକୁନ୍ଦ ବେହେରାଙ୍କ କଣ୍ଠରେ ସଦାଶିବ ରଚିତ କଣ୍ଠରେ ଗୀତ ଓ ନାଟକ ଆୟୋଜିତ ହୋଇଛି । ଶିବ…
Read More...

କେସିଙ୍ଗା ସରକାରୀ ଉଚ୍ଚ ବାଳିକା ବିଦ୍ୟାଳୟରେ ଯୁବ ଲେଖକ ସମ୍ମିଳନୀ ଓ ସମ୍ବର୍ଦ୍ଧନା

କେସିଙ୍ଗା, (ପ୍ରୀତେଶ ପଟେଲ) : କଳାହାଣ୍ଡି ଜିଲ୍ଲା କେସିଙ୍ଗା ନଗରରେ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟ, କେସିଙ୍ଗା ପରିସରରେ ପ୍ରଥମ ଓଡ଼ିଆ ପକ୍ଷ -୨୦୨୫ ଅବସରରେ ଆଜି ଯୁବ ଲେଖକ ସମ୍ମିଳନୀ ଓ ସମ୍ବର୍ଦ୍ଧନା ସମାରୋହ ସମୀର କୁମାର ବେହେରାଙ୍କ ସଭାପତିତ୍ୱରେ ଆୟୋଜିତ ହୋଇଯାଇଛି । ଆନନ୍ଦ…
Read More...

ଯୁବ ଚାଷୀ ତଥା ମୃଦଙ୍ଗ ବାୟକ ସଞ୍ଜୀବ ଥପାଙ୍କ ଅଂଶୁଘାତରେ ମୃତ୍ୟୁ ଅଭିଯୋଗ

ବରଗଡ଼, (ନିରୋଜ କୁମାର ପାଣୀ) : ବରଗଡ ସ୍ଥିତ ନୁଆ ସରସରା ନିବାସୀ ଜଣେ ଯୁବ ଚାଷୀ ତଥା ସଙ୍କୀର୍ତ୍ତନ ମଣ୍ଡଳୀର ମୃଦଙ୍ଗ ବାୟକ ସଞ୍ଜୀବ ଥପା (୨୭)ଙ୍କ ଅଂଶୁଘାତରେ ମୃତ୍ୟୁ ଘଟିଥିବା ପରିବାର ବର୍ଗ ଅଭିଯୋଗ କରିଛନ୍ତି । ଗତ ୯ ତାରିଖ ଦିନ ସଞ୍ଜୀବ ତାଙ୍କ ଧାନ କ୍ଷେତରୁ କାମ ସାରି ବିଳମ୍ବିତ…
Read More...

ପ୍ରେସ୍‌ମିଟରେ ହତ୍ୟାକାଣ୍ଡର ପର୍ଦ୍ଦାଫାସ କଲା ବଲାଙ୍ଗିର ପୋଲିସ

ବଲାଙ୍ଗିର, (ଦେବାଶିଷ ମିଶ୍ର) : ବାପା ପୁଅ ମିଶି ଭିଆଇଲେ ହତ୍ୟାକାଣ୍ଡ । ପିଟିପିଟି ଗାଁ ଦାଣ୍ଡରେ ନେଇଗଲେ ଯୁବକଙ୍କ ଜୀବନ । ଏଭଳି ଘଟଣା ବଲାଙ୍ଗିର ସଦରଥାନା ଅନ୍ତର୍ଗତ ସରଗାଡ଼ ଠାରେ ଘଟିଛି । ୨୪ ଘଣ୍ଟା ଭିତରେ ବଲାଙ୍ଗିର ସଦର ପୋଲିସ ଅଭିଯୁକ୍ତ ବାପା ପୁଅଙ୍କୁ ଗିରଫ କରିବାରେ ସଫଳ ହୋଇଛି…
Read More...