ବାରିପଦାରେ ବ୍ଲକ ସ୍ତରୀୟ ଶିକ୍ଷଣ ଉପକରଣ ପ୍ରସ୍ତୁତି କର୍ମଶାଳା
ବାରିପଦା, (ଦେବସ୍ମିତ ଚୌଧୁରୀ) : ବୁଢ଼ୀଖମାରୀ ବିଦ୍ୟାଳୟ ପରିସରରେ ବାରିପଦା ବ୍ଲକ ଓ ମୁନିସିପାଲିଟି ଅନ୍ତର୍ଗତ ବିଭିନ୍ନ ବିଦ୍ୟାଳୟର ଶିକ୍ଷକ ଶିକ୍ଷୟିତ୍ରୀଙ୍କ ଦ୍ଵାରା ଆୟୋଜିତ ତ୍ରିଦିବସୀୟ ଶିକ୍ଷଣ ଉପକରଣ ପ୍ରସ୍ତୁତି କର୍ମଶାଳା ଅନୁଷ୍ଠିତ ହୋଇଯାଇଛି । ଏହି କର୍ମଶାଳାରେ ୧୩ ଟି କ୍ଲଷ୍ଟର!-->…
Read More...
Read More...