Daily Archives

ଘୋରଡ଼ିଆ ସ୍ୱାସ୍ଥ୍ୟ ଓ ଆରୋଗ୍ୟ ମନ୍ଦିରରେ ଆୟୁଷ୍ମାନ କାର୍ଡ଼ ବଣ୍ଟନ

ଡେଲାଙ୍ଗ, (ଦିଲ୍ଲୀପ କୁମାର ଧାଉଡିଆ) : ସରକାରଙ୍କ ପକ୍ଷରୁ ଆୟୁଷ୍ମାନ ଭାରତ ଜନ ଆରୋଗ୍ୟ ଯୋଜନା, ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନା ଏବଂ ଆୟୁଷ୍ମାନ ଵୟୋ ବନ୍ଦନା ଯୋଜନାର ଶୁକ୍ରବାର ଶୁଭାରମ୍ଭ ହୋଇଯାଇଛି । ଏନେଇ ଡେଲାଙ୍ଗ ବ୍ଲକରେ ଥିବା ୫ଟି ସ୍ୱାସ୍ଥ୍ୟ ଓ ଆରୋଗ୍ୟ ମନ୍ଦିରରେ କାର୍ଯ୍ୟକ୍ରମ
Read More...

ବିଜିପୁର କାଳୀ ମନ୍ଦିର ନିକଟରେ ଯୁବକକୁ ଆକ୍ରମଣ ଘଟଣା : ୬ ଅଭିଯୁକ୍ତ ଗିରଫ

ବ୍ରହ୍ମପୁର, (କେ.ସତ୍ୟନାରାୟଣ ରେଡ୍ଡୀ) : ଏକ ହତ୍ୟା ଉଦ୍ୟମ ମାମଲାରେ ଦୀର୍ଘ ୨ମାସ ଧରି ଫେରାର ଥିବା ଅଭିଯୁକ୍ତଙ୍କୁ ଧରିବାରେ ଟାଉନ ଥାନା ପୁଲିସକୁ ମିଳିଛି ସଫଳତା । ଗତ ଜାନୁୟାରୀ ୨୭ ତାରିଖରେ ରାତିରେ ବିଜିପୁର କାଳୀ ମନ୍ଦିର ନିକଟରେ ସୁଜନ ପାତ୍ର ଓ ଅବିନାଶ ମହାନ୍ତିଙ୍କୁ ଖଣ୍ଡାରେ
Read More...

ମୁରିବାହାଲ ବ୍ଲକର ୩ଟି ସ୍ଥାନରେ ଆୟୁଷ୍ମାନ ଯୋଜନାର ଶୁଭାରମ୍ଭ କାର୍ଯ୍ୟକ୍ରମ ଅନୁଷ୍ଠିତ

ମୁରିବାହାଲ, (ଦୁର୍ଗାନନ୍ଦ ମହାକୁର) : ବଲାଙ୍ଗିର ଜିଲ୍ଲା ମୁରିବାହାଲ ବ୍ଲକର ପତ୍ରାପାଲି(କ), ଗୁଡ଼ିଘାଟ ଓ ଲେବଡା ପ୍ରାଥମିକ ସ୍ୱାସ୍ଥ୍ୟ କେନ୍ଦ୍ରଗୁଡ଼ିକରେ ସରକାରଙ୍କ ବହୁ ପ୍ରତିକ୍ଷୀତ ଆୟୁଷ୍ମାନ ଭାରତ ପ୍ରଧାନମନ୍ତ୍ରୀ ଜନ ଆରୋଗ୍ୟ ଯୋଜନାରେ ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନାର ନୂଆଁ ଏକକ
Read More...

ବ୍ରାହ୍ମଣୀ ଗ୍ରାମର ଦାଦନ ଶ୍ରମିକଙ୍କ ଶୋଚନୀୟ ମୃତ୍ୟୁ : ଗାଁକୁ ଫେରିଲା ମୃତଦେହ

ମୁରିବାହାଲ, (ଦୁର୍ଗାନନ୍ଦ ମହାକୁର) : ବଲାଙ୍ଗିର ଜିଲ୍ଲା ମୁରିବାହାଲ ଥାନା ଲଖନା ପଞ୍ଚାୟତ ବ୍ରାହ୍ମଣୀ ଗ୍ରାମର ଜଣେ ଦାଦନ ଶ୍ରମିକଙ୍କ ମୁମ୍ବାଇରେ ଲିଫ୍ଟ ଭାଙ୍ଗି ଛିଣ୍ଡି ଯିବାରୁ ଶୋଚନୀୟ ମୃତ୍ୟୁ ଘଟିଥିବା ଜଣାପଡିଛି । ବ୍ରାହ୍ମଣୀ ଗ୍ରାମର ବାଳକୃଷ୍ଣ ରଣାଙ୍କ ବଡ଼ପୁଅ ବିମଳ ରଣା(୨୫) ଗତ
Read More...