ଜେପିଏଲ କ୍ରିକେଟ ଟୁର୍ଣ୍ଣାମେଣ୍ଟ ଉଦ୍ଘାଟିତ
କଳାହାଣ୍ଡି, (ଶୁଭେନ୍ଦୁ କୁମାର ପଣ୍ଡା) : କଳାହାଣ୍ଡି ଜିଲ୍ଲା କଲମପୁର ସାମ୍ବାଦିକ ସମୂହ ଆନୁକୂଲ୍ୟରେ କଲମପୁର ମିନି ଷ୍ଟାଡିୟମରେ ଆଜି ଜର୍ଣ୍ଣାଲିଷ୍ଟ ପ୍ରିମିୟର ଲିଗ କ୍ରିକେଟ ଟୁର୍ଣ୍ଣାମେଣ୍ଟ ଉଦଘାଟିତ ହୋଇଯାଇଛି । ବରିଷ୍ଠ ସାମ୍ବାଦିକ ଶୁଭେନ୍ଦୁ କୁମାର ପଣ୍ଡାଙ୍କ ଅଧ୍ୟକ୍ଷତାରେ ଆୟୋଜିତ!-->…
Read More...
Read More...