ଦୋକାନକୁ ମାଡ଼ିଗଲା ଟ୍ରାକ୍ଟର, ଅଳ୍ପକେ ବଞ୍ଚିଗଲେ ପାନ ଦୋକାନୀ
କଟକ : ଡ୍ରାଇଭରଙ୍କ ବେପରୁଆ ଗାଡି ଚାଳନା ଯୋଗୁଁ ଦୋକାନ ଭିତରକୁ ମାଡିଗଲା ଟ୍ରାକ୍ଟର । ଅଳ୍ପକେ ବଞ୍ଚିଗଲେ ପାନ ଦୋକାନୀ । କଟକ ଜିଲ୍ଲା ସାଲେପୁର ଥାନା ଜପକୁଦ ଫାଣ୍ଡିର ଜପକୁଦ ବଜାରରେ ଏହି ଦୁର୍ଘଟଣା ଘଟିଛି । ସୂଚନାନୁଯାୟୀ, ଜପକୁଦ ବଜାରରେ ଥିବା ସୁଶୀଲ ଚନ୍ଦ୍ର ମିଶ୍ରଙ୍କ ପାନ ଦୋକାନ!-->…
Read More...
Read More...