Daily Archives

ବଟେଶ୍ୱର ମନ୍ଦିର ଉନ୍ନୟନ ପାଇଁ ବିଡିଓଙ୍କୁ ଭେଟିଲେ ପ୍ରତିନିଧି ଦଳ

ଗଞ୍ଜାମ, (ପ୍ରଦୀପ କୁମାର ପଣ୍ଡା) : ଗଞ୍ଜାମ ବ୍ଲକ ପାଳିବନ୍ଧ ପଞ୍ଚାୟତ ଅନ୍ତର୍ଗତ କଣ୍ଟିଆ ଗଡ଼ ଗ୍ରାମ ନିକଟରେ ଅବସ୍ଥିତ ପ୍ରସିଦ୍ଧ ଐତିହାସିକ ବାବା ବଟେଶ୍ୱର ଶୈବପୀଠ । ଉକ୍ତ ଶୈବପୀଠର ଉନ୍ନତି କରଣ ନିମନ୍ତେ ସୋମବାର ବଟେଶ୍ୱର ଐତିହ୍ୟ ସଂରକ୍ଷଣ କମିଟିର ଏକ ପାଞ୍ଚ ଜଣିଆ ପ୍ରତିନିଧି ଦଳ
Read More...

ଭୟଙ୍କର ଦୁର୍ଘଟଣା, ୩ ମୃତ, ୩ ଗୁରୁତର

ବଡ଼ବିଲ : ଯୋଡ଼ା ଡିଏଭି ସ୍କୁଲ ପାଖ ଫ୍ଲାଏ ଓଭର ନିକଟରେ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି । ଦୁର୍ଘଟଣା ଏତେ ଭୟଙ୍କର ଥିଲା ଯେ ଘଟଣାସ୍ଥଳରେ ହିଁ ତିନି ଜଣଙ୍କ ଜୀବନ ଚାଲିଯାଇଛି । ଅନ୍ୟ ତିନି ଜଣ ଗୁରୁତର ଭାବେ ଆହତ ହୋଇ ହସ୍ପିଟାଲରେ ଭର୍ତ୍ତି ହୋଇଛନ୍ତି । ସୋମବାର ରାତି ପ୍ରାୟ ୯ଟା ହେବ ।
Read More...

ପିସିଆର ଗାଡ଼ିକୁ ଧକ୍କା ଦେଲା ହାଇୱା : ୨ ପୋଲିସ କର୍ମଚାରୀ ମୃତ

କଟକ : କଟକ ଗତିରାଉତ ପାଟଣା ନିକଟରେ ଭୟଙ୍କର ଦୁର୍ଘଟଣା । ସିଆରଆରଆଇ ଥାନା ପଛ ମହାନଦୀ ବନ୍ଧ ରାସ୍ତାରେ ପିସିଆର ଗାଡ଼ିକୁ ଧକ୍କା ଦେଲା ହାଇୱା । ଦୁର୍ଘଟଣାରେ ଦୁଇ ପୋଲିସ କର୍ମଚାରୀଙ୍କ ମୃତ୍ୟୁ ଘଟିଛି । ଦୁଇ ଜଣ କର୍ମଚାରୀଙ୍କୁ ଗୁରୁତର ଅବସ୍ଥାରେ ଉଦ୍ଧାର କରାଯାଇ ମେଡିକାଲରେ ଭର୍ତ୍ତି
Read More...

ଗଞ୍ଜାମ ଜିଲ୍ଲାର ମତ୍ସ୍ୟଜୀବୀ ଓ ଅଂଚଳବାସୀଙ୍କ ବିଭିନ୍ନ ସମସ୍ୟା ନେଇ ଦିଲ୍ଲୀ ମୁଖେ ସି. ଏଚ ପଦ୍ମିନୀ

ଗଞ୍ଜାମ, (ପ୍ରଦୀପ କୁମାର ପଣ୍ଡା) : ଜଳବାୟୁ ପରିବର୍ତ୍ତନ ଯୋଗୁଁ ଗଞ୍ଜାମ ଜିଲ୍ଲାର ଋଷିକୁଲ୍ୟା ମୁହାଁଣରେ ବିଭିନ୍ନ ସମୟରେ ଭୌଗଳିକ ପଟଚିତ୍ର ପରିବର୍ତ୍ତନ ଘଟୁଥିବା ପରିଲକ୍ଷିତ ହେଉଛି । ଯାହାକୁ ନେଇ ଅଶାନ୍ତ ସମୁଦ୍ରର ଉଚ୍ଚ ଲହଡି ମାଡ଼ରେ ସମୁଦ୍ରର ଗର୍ଭ ମଧ୍ୟରେ ଲୀନ ହୋଇସାରିଲାଣି
Read More...