ପାଣିରେ ବୁଡ଼ି ନବମ ଶ୍ରେଣୀ ଛାତ୍ରଙ୍କ ମୃତ୍ୟୁ
ରାଉରକେଲା : ରାଉରକେଲା ସହରର କୋଏଲ ନଦୀର ବୈକୁଣ୍ଠ ଘାଟ ନିକଟରେ ଗାଧୋଇବା ସମୟରେ ଘଟିଛି ଅଘଟଣ । ଶନିବାର ସନ୍ଧ୍ୟାରେ ଜଣେ ୧୫ ବର୍ଷର ନାବାଳକଙ୍କର ପାଣିରେ ବୁଡ଼ି ମୃତ୍ୟୁ ହୋଇଛି । ମୃତକ ଜଣଙ୍କ ନବମ ଶ୍ରେଣୀରେ ପାଠ ପଢୁଥିଲେ । ମୃତ ଛାତ୍ର କୋଏଲ ନଗର ବି ବ୍ଲକର ସତ୍ୟଜିତ ବେହେରା ।!-->…
Read More...
Read More...