Monthly Archives

April 2025

ଜାତୀୟ ରଗବୀ ପ୍ରତିଯୋଗିତାରେ ଫ୍ୟୁଚର ଷ୍ଟାର୍ ସ୍ପୋର୍ଟସ ଏକାଡେମୀରୁ ଭାଗନେବେ ୩ ଖେଳାଳୀ

ମୟୁରଭଞ୍ଜ, (ଦେବସ୍ମିତ ଚୌଧୁରୀ) : ଆସାମର ଗୌହାଟିଠାରେ ଚଳିତ ମାସ ୨୩ରୁ ୨୯ ତାରିଖ ପର୍ଯ୍ୟନ୍ତ ଅନୁଷ୍ଠିତ ହେବାକୁ ଥିବା ଜାତୀୟ ରଗବୀ ପ୍ରତିଯୋଗିତା-୨୦୨୫ ମହିଳା ବିଭାଗରେ ଫ୍ୟୁଚର ଷ୍ଟାର୍ ସ୍ପୋର୍ଟସ ଏକାଡେମୀର ୩ ଜଣ ମହିଳା ଓଡ଼ିଶା ଦଳରେ ସ୍ଥାନ ପାଇଛନ୍ତି, ସେମାନେ ହେଲେ ସନ୍ଧ୍ୟାରାଣୀ
Read More...

ବଟେଶ୍ୱର ମନ୍ଦିର ଉନ୍ନୟନ ପାଇଁ ବିଡିଓଙ୍କୁ ଭେଟିଲେ ପ୍ରତିନିଧି ଦଳ

ଗଞ୍ଜାମ, (ପ୍ରଦୀପ କୁମାର ପଣ୍ଡା) : ଗଞ୍ଜାମ ବ୍ଲକ ପାଳିବନ୍ଧ ପଞ୍ଚାୟତ ଅନ୍ତର୍ଗତ କଣ୍ଟିଆ ଗଡ଼ ଗ୍ରାମ ନିକଟରେ ଅବସ୍ଥିତ ପ୍ରସିଦ୍ଧ ଐତିହାସିକ ବାବା ବଟେଶ୍ୱର ଶୈବପୀଠ । ଉକ୍ତ ଶୈବପୀଠର ଉନ୍ନତି କରଣ ନିମନ୍ତେ ସୋମବାର ବଟେଶ୍ୱର ଐତିହ୍ୟ ସଂରକ୍ଷଣ କମିଟିର ଏକ ପାଞ୍ଚ ଜଣିଆ ପ୍ରତିନିଧି ଦଳ
Read More...

ଭୟଙ୍କର ଦୁର୍ଘଟଣା, ୩ ମୃତ, ୩ ଗୁରୁତର

ବଡ଼ବିଲ : ଯୋଡ଼ା ଡିଏଭି ସ୍କୁଲ ପାଖ ଫ୍ଲାଏ ଓଭର ନିକଟରେ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି । ଦୁର୍ଘଟଣା ଏତେ ଭୟଙ୍କର ଥିଲା ଯେ ଘଟଣାସ୍ଥଳରେ ହିଁ ତିନି ଜଣଙ୍କ ଜୀବନ ଚାଲିଯାଇଛି । ଅନ୍ୟ ତିନି ଜଣ ଗୁରୁତର ଭାବେ ଆହତ ହୋଇ ହସ୍ପିଟାଲରେ ଭର୍ତ୍ତି ହୋଇଛନ୍ତି । ସୋମବାର ରାତି ପ୍ରାୟ ୯ଟା ହେବ ।
Read More...

ପିସିଆର ଗାଡ଼ିକୁ ଧକ୍କା ଦେଲା ହାଇୱା : ୨ ପୋଲିସ କର୍ମଚାରୀ ମୃତ

କଟକ : କଟକ ଗତିରାଉତ ପାଟଣା ନିକଟରେ ଭୟଙ୍କର ଦୁର୍ଘଟଣା । ସିଆରଆରଆଇ ଥାନା ପଛ ମହାନଦୀ ବନ୍ଧ ରାସ୍ତାରେ ପିସିଆର ଗାଡ଼ିକୁ ଧକ୍କା ଦେଲା ହାଇୱା । ଦୁର୍ଘଟଣାରେ ଦୁଇ ପୋଲିସ କର୍ମଚାରୀଙ୍କ ମୃତ୍ୟୁ ଘଟିଛି । ଦୁଇ ଜଣ କର୍ମଚାରୀଙ୍କୁ ଗୁରୁତର ଅବସ୍ଥାରେ ଉଦ୍ଧାର କରାଯାଇ ମେଡିକାଲରେ ଭର୍ତ୍ତି
Read More...

ଗଞ୍ଜାମ ଜିଲ୍ଲାର ମତ୍ସ୍ୟଜୀବୀ ଓ ଅଂଚଳବାସୀଙ୍କ ବିଭିନ୍ନ ସମସ୍ୟା ନେଇ ଦିଲ୍ଲୀ ମୁଖେ ସି. ଏଚ ପଦ୍ମିନୀ

ଗଞ୍ଜାମ, (ପ୍ରଦୀପ କୁମାର ପଣ୍ଡା) : ଜଳବାୟୁ ପରିବର୍ତ୍ତନ ଯୋଗୁଁ ଗଞ୍ଜାମ ଜିଲ୍ଲାର ଋଷିକୁଲ୍ୟା ମୁହାଁଣରେ ବିଭିନ୍ନ ସମୟରେ ଭୌଗଳିକ ପଟଚିତ୍ର ପରିବର୍ତ୍ତନ ଘଟୁଥିବା ପରିଲକ୍ଷିତ ହେଉଛି । ଯାହାକୁ ନେଇ ଅଶାନ୍ତ ସମୁଦ୍ରର ଉଚ୍ଚ ଲହଡି ମାଡ଼ରେ ସମୁଦ୍ରର ଗର୍ଭ ମଧ୍ୟରେ ଲୀନ ହୋଇସାରିଲାଣି
Read More...

ଜିଲ୍ଲାପାଳ ଓ ଏସପିଙ୍କ ଅନୁପସ୍ଥିତରେ ଫିକା ପଡ଼ିଲା ମୁରିବାହାଲରେ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର

ମୁରିବାହାଲ, (ଦୁର୍ଗାନନ୍ଦ ମହାକୁର) : ବଲାଙ୍ଗିର ଜିଲ୍ଲା ମୁରିବାହାଲ ବ୍ଲକ କାର୍ଯ୍ୟାଳୟରେ ତିନିମାସ ପରେ ସୋମବାର ଚଳିତ ବର୍ଷ ଦ୍ଵିତୀୟ ଥର ପାଇଁ ଜିଲ୍ଲାପାଳ ଓ ଏସପିଙ୍କ ଯୁଗ୍ମ ଜନ ଅଭିଯୋଗ ଶୁଣାଣୀ ଶିବିର ଅନୁଷ୍ଠିତ ହୋଇଥିଲା । କିନ୍ତୁ ଏହି ଶିବିରରେ ବଲାଙ୍ଗିର ଜିଲ୍ଲାର ଜିଲ୍ଲାପାଳ
Read More...

ଟିଟିଲାଗଡ ଅଞ୍ଚଳରେ ଚାଞ୍ଚଲ୍ୟ : ଏଟିଏମ୍‌ରେ ଟଙ୍କା ଭର୍ତ୍ତି ପାଇଁ ଆଣି ୧୬ଲକ୍ଷ ଟଙ୍କା ହଡ଼ପ ଅଭିଯୋଗ

ଜେଲ ଗଲେ ସଂସ୍ଥାର ଦୁଇ କର୍ମଚାରୀ ମୁରିବାହାଲ, (ଦୁର୍ଗାନନ୍ଦ ମହାକୁର) : ବଲାଙ୍ଗିର ଜିଲ୍ଲା ଟିଟିଲାଗଡ ଉପଖଣ୍ଡ ଅନ୍ତର୍ଗତ ୭ଟି ବିଭିନ୍ନ ଏଟିଏମ୍‌ରେ ଟଙ୍କା ଭର୍ତ୍ତି ପାଇଁ ଆଣି ମୋଟ ୧୬ଲକ୍ଷ ଟଙ୍କା ହଡ଼ପ ଅଭିଯୋଗରେ ଦାୟିତ୍ୱରେ ଥିବା ଏକ ସଂସ୍ଥାର ଦୁଇ କର୍ମଚାରୀଙ୍କୁ ଗିରଫ କରି
Read More...

ସ୍ୱସ୍ତି ଝଙ୍କାର, ରାଉରକେଲା ୨୫ତମ ରାଜ୍ୟ ସ୍ତରୀୟ ନାଟକ ମହୋତ୍ସବ

ଦ୍ୱିତୀୟ ସଂନ୍ଧ୍ୟାରେ ରେ ନାଟକ ଜାତି ନନ୍ଦିଘୋଷ ମଞ୍ଚସ୍ଥ ରାଉରକେଲା, (ସସ୍ମିତା ପ୍ରଧାନ) : ସ୍ୱସ୍ତି ଝଙ୍କାର, ରାଉରକେଲାର ୨୫ତମ ରାଜ୍ୟସ୍ତରୀୟ ନାଟକ ମହୋତ୍ସବର ଦ୍ୱିତୀୟ ସଂନ୍ଧ୍ୟାରେ ଭବାନୀପାଟଣାର ସ୍ମାରକୀ ନାଟ୍ୟ ସଂସ୍ଥା ତରଫରୁ ନାଟକ ଜାତି ନନ୍ଦିଘୋଷ ମଞ୍ଚସ୍ଥ ହୋଇଯାଇଛି ।
Read More...

ପିଆର ହାଇସ୍କୁଲର ପୂରାତନ ଛାତ୍ରଙ୍କ ଦ୍ୱାରା ରକ୍ତଦାନ ଶିବିର

ବଲାଙ୍ଗିର, (କେପିଏନ୍‌ଏସ୍‌) : ପୃଥ୍ୱୀରାଜ ହାଇସ୍କୁଲର ୨୦୦୧ ଓ ୨୦୧୨ ବ୍ୟାଚର ପୂରାତନ ଛାତ୍ରମାନଙ୍କ ଦ୍ୱାରା ଏକ ମେଗା ରକ୍ତଦାନ ଶିବିର ଅନୁଷ୍ଠିତ ହୋଇଯାଇଛି । ଏଥିରେ ମୁଖ୍ୟ ଅତିଥି ଭାବରେ ଜିଲ୍ଲା ମୁଖ୍ୟ ଚିକିତ୍ସା ଅଧିକାରୀ ଡ. ରମେଶ ଚନ୍ଦ୍ର ସାହୁ ଯୋଗଦେଇ ଶିବିରକୁ ଉଦ୍‌ଘାଟନ କରିଥିଲେ
Read More...

ସଂକୁଳ ସ୍ତରୀୟ ତ୍ରିଦିବସୀୟ ସାମୂହିକ ଆଚାର୍ଯ୍ୟ କାର୍ଯ୍ୟଶାଳା ଉଦ୍‌ଯାପିତ

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ସ୍ଥାନୀୟ ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିର, ପଦ୍ମପୁରଠାରେ ଶିଶୁମାନଙ୍କ ଶୈକ୍ଷିକ ବିକାଶ ଦିଗରେ ଅଗ୍ରଗତି ପାଇଁ ପଦ୍ମପୁର ସଂକୁଳ ସ୍ତରୀୟ ତ୍ରିଦିବସୀୟ ସାମୂହିକ ଆଚାର୍ଯ୍ୟ କାର୍ଯ୍ୟଶାଳା ଆଜି ଉଦ୍‌ଯାପିତ ହୋଇଯାଇଛି । ଦ୍ଵିତୀୟ ଦିନ ବନ୍ଦନା
Read More...