Monthly Archives

April 2025

ସୀତାଙ୍କୁ ହରଣ, ଜଟାୟୁ ମରଣ ରାବଣ ଭୂମିକାରେ ଜିବନ୍ତ ଅଭିନୟ କଲେ ଡା. ରୁଦ୍ର ନାରାୟଣ ପଟେଲ

ବଲାଙ୍ଗିର, (ଦେବାଶିଷ ମିଶ୍ର) : ଜଗନ୍ନାଥପଡାରେ ସର୍ବପୁରାତାନ ରାମଜୀ ନାଟକ ସଂସଦ ଦ୍ୱାରା ଆୟୋଜିତ ରାମଲୀଳା ନାଟକ ଅୟୋଜିତ ହୋଇଥିବା ବେଳେ ଗତ ୮ ଏପ୍ରିଲ ୧୮ ତାରିଖ ଶୁକ୍ରବାର ଦିନ ସୀତାଙ୍କୁ ହରଣ, ଜଟାୟୁ ମରଣ ଦର୍ଶକକୁ ବେଶ ମନ ଛୁଇଁଥିଲା । ମାୟା ମିରିଗ କୁଟିରରେ ଜଟି ରାବଣ ଭିକ୍ଷା
Read More...

ପ୍ରଧାନମନ୍ତ୍ରୀ ଜନ ଆରୋଗ୍ୟ ଆୟୁଷ୍ମାନ କାର୍ଡ ଓ ଗୋପବନ୍ଧୁ ଜନ ଆରୋଗ୍ୟ କାର୍ଡ ବଣ୍ଟନ

ବଲାଙ୍ଗିର, (ଦେବାଶିଷ ମିଶ୍ର) : ଗତକାଲି ବଲାଙ୍ଗିର ଜିଲ୍ଲା ଲୋଇସିଂହା ବ୍ଲକ ଅଧୀନସ୍ଥ ଆୟୁଷ୍ମାନ ଆରୋଗ୍ୟ ମନ୍ଦିର ଅଗଲାପାଲିରେ ପ୍ରଧାନମନ୍ତ୍ରୀ ଜନ ଆରୋଗ୍ୟ ଆୟୁଷ୍ମାନ କାର୍ଡ ଓ ଗୋପବନ୍ଧୁ ଜନ ଆରୋଗ୍ୟ କାର୍ଡକୁ ସ୍ୱାସ୍ଥ୍ୟ ମନ୍ତ୍ରୀ ଡା. ମୁକେଶ ମହାଲିଙ୍ଗ ଘର ଘର ଯାଇ ବଣ୍ଟନ କରିଥିଲେ ।
Read More...

ଭାରତ ରତ୍ନ ଡ. ଆମ୍ବେଦକରଙ୍କର ସମ୍ବିଧାନ ପ୍ରତି ଅବଦାନ ଉପରେ ଆଲୋଚନାଚକ୍ର ଅନୁଷ୍ଠିତ

ରାଉରକେଲା, (ସସ୍ମିତା ପ୍ରଧାନ) : ରାଉରକେଲାତା ୧୯.୦୪.୨୦୨୫ ଆଜି ଭାରତୀୟ ଜନତା ପାର୍ଟିର ଜିଲ୍ଲା କାର୍ଯ୍ୟାଳୟ ପରିସରରେ ଭାରତରତ୍ନ ଡ. ବାବାସାହେବ ଭୀମରାଓ ଆମ୍ବେଦକରଙ୍କର ସମ୍ବିଧାନ ପ୍ରତି ଅବଦାନ ଉପରେ ଆଲୋଚନାଚକ୍ର ଜିଲ୍ଲା ସଭାନେତ୍ରୀ ପୂର୍ଣ୍ଣିମା କେରକେଟାଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ
Read More...

ମାୟାବର୍ହା ପଞ୍ଚାୟତ ଉଚ୍ଚ ବିଦ୍ୟାଳୟଠାରେ ଅଭିଭାବକ ବୈଠକ ଅନୁଷ୍ଠିତ

ଡୁଙ୍ଗୁରିପାଲି, (କେପିଏନ୍‌ଏସ୍‌) : ସୁବର୍ଣ୍ଣପୁର ଜିଲ୍ଲା ଡୁଙ୍ଗୁରିପାଲି ବ୍ଲକ୍ ଅନ୍ତର୍ଗତ ପଞ୍ଚାୟତ ଉଚ୍ଚ ବିଦ୍ୟାଳୟ ମାୟାବର୍ହାଠାରେ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ଡ, ରବିଚନ୍ଦ୍ର ପଶାୟତଙ୍କ ସଭାପତିତ୍ୱରେ ୨୦୨୫-୨୬ ଶିକ୍ଷା ବର୍ଷର ପ୍ରଥମ ଶିକ୍ଷକ-ଅଭିଭାବକ ବୈଠକ ଅନୁଷ୍ଠିତ ହୋଇଯାଇଛି ।
Read More...

ରେଳ ଉପଭୋକ୍ତା ସଂଘର ନିର୍ବାଚନ ପ୍ରଫେସର ତରୁଣ ମିଶ୍ର ପୁନଃ ନିର୍ବାଚିତ

ବଲାଙ୍ଗିର, (ଦେବାଶିଷ ମିଶ୍ର) : ଗତ କାଲି ରେଲ ଉପଭୋକ୍ତା ସଂଘର ଏକ ସାଧାରଣ ସଭା ସ୍ଥାନୀୟ ଟାଉନ ବାଳିକା ଉଚ୍ଚ ବିଦ୍ୟାଳୟରେ ଅନୁଷ୍ଠିତ ହୋଇଯାଇଛି । ନିର୍ବାଚନ ଅଧିକାର ପ୍ରଶନ୍ନ ମିଶ୍ର ତରଫରୁ ପ୍ରଦତ୍ତ ଫଳାଫଳକୁ ପ୍ରାକ୍ତନ ସଂପାଦକ ଦିବାକର ହୋତା ଘୋଷଣା କରିଥିଲେ । ଏଥିରେ ପ୍ରଫେସର ତରୁଣ
Read More...

ତୁଷୁରା ବାଳକ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ଠାରେ ୨୦୨୫-୨୬ ଶିକ୍ଷାବର୍ଷର ପ୍ରଥମ ପିଟିଏମ୍ ଅନୁଷ୍ଠିତ

ତୁଷୁରା, (କେପିଏନ୍‌ଏସ୍‌) : ବଲାଙ୍ଗିର ଜିଲ୍ଲା ଅନ୍ତର୍ଗତ ଗୁଡଭେଲା ବ୍ଲକର ପ୍ରାଥମିକ ଠାରୁ ଆରମ୍ଭ କରି ମାଧ୍ୟମିକ ବିଦ୍ୟାଳୟ ପର୍ଯ୍ୟନ୍ତ ପ୍ରତ୍ୟେକ ବିଦ୍ୟାଳୟରେ ଚଳିତ ଶିକ୍ଷାବର୍ଷ ୨୦୨୫-୨୬ର ପ୍ରଥମ ଅଭିଭାବକ ଶିକ୍ଷକ ଶିକ୍ଷୟିତ୍ରୀ ତଥା ବିଦ୍ୟାଳୟ ପରିଚାଳନା ସମିତି ବୈଠକ ଅନୁଷ୍ଠିତ
Read More...

ଦାଦିଜୀ ରତନ ମୋହିନୀଙ୍କ ଦ୍ୱାଦଶାହ ସ୍ମୃତି ସଭା ଅନୁଷ୍ଠିତ

କଳାହାଣ୍ଡି, (ଶୁଭେନ୍ଦୁ କୁମାର ପଣ୍ଡା) : ପ୍ରଜାପିତା ବ୍ରହ୍ମାକୁମାରୀ ଈଶ୍ୱରୀୟ ବିଶ୍ୱବିଦ୍ୟାଳୟ ମାଉଣ୍ଟଆବୁ ରାଜସ୍ଥାନର ମୁଖ୍ୟ ପ୍ରଶାସିକା ଦାଦି ରତନ ମୋହିନୀଜୀଙ୍କ ଦ୍ୱାଦଶାହ ଅବସରରେ ବ୍ରହ୍ମା କୁମାରୀ ଈଶ୍ୱରୀୟ ବିଶ୍ୱବିଦ୍ୟାଳୟ କଲମପୁର ଶାଖାରେ ଏକ ସ୍ମୃତି ସଭା ଅନୁଷ୍ଠିତ ହୋଇଯାଇଛି ।
Read More...

ଆରପାରିରେ ବରିଷ୍ଠ ସାମ୍ବାଦିକ ରତିକାନ୍ତ ମହାନ୍ତି

ଭୁବନେଶ୍ୱର : ବରିଷ୍ଠ ସାମ୍ବାଦିକ ରତିକାନ୍ତ ମହାନ୍ତିଙ୍କ ଶନିବାର ପ୍ରତ୍ୟୁଷରେ ପରଲୋକ ଘଟିଛି । କିଛି ଦିନ ଧରି ସେ ଆସୁସ୍ଥ ଥିବାରୁ ଭୁବନେଶ୍ୱରର ଏକ ଘରୋଇ ହସପିଟାଲରେ ଚିକିତ୍ସିତ ହେଉଥିଲେ । ସେଠାରେ ଚିକିତ୍ସାରତ ଅବସ୍ଥାରେ ସେ ଶେଷ ନିଃଶ୍ୱାସ ତ୍ୟାଗ କରିଛନ୍ତି । ସେ ବିଭିନ୍ନ ଆଞ୍ଚଳିକ
Read More...

ଆଦାନୀ ଫାଉଣ୍ଡେସନ ପକ୍ଷରୁ ବଡପୁଟି ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ପାଠ୍ୟ ଉପକରଣ ଓ ଆସବାପତ୍ର ବଣ୍ଟନ

ବ୍ରହ୍ମପୁର, (କେ.ସତ୍ୟନାରାୟଣ ରେଡ୍ଡୀ) : ଛତ୍ରପୁର ବ୍ଲକ ଅନ୍ତର୍ଗତ କାଳୀପଲ୍ଲୀ ପଞ୍ଚାୟତର ବଡପୁଟି ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଆଦାନୀ ଫାଉଣ୍ଡେସନ ସାମାଜିକ କଲ୍ୟାଣ ବିଭାଗ ଆନୁକୂଲ୍ୟରେ ଶିକ୍ଷା ଭିତ୍ତିଭୂମିକୁ ଉନ୍ନତ କରିବାର ଲକ୍ଷ୍ୟ ନେଇ ସ୍କୁଲ ଆସବାପତ୍ର ଏବଂ ପାଠ୍ୟ-ଉପକରଣ ସାମଗ୍ରୀ
Read More...

ଯୌତୁକ ନିର୍ଯ୍ୟାତନା ନେଲା ଜୀବନ, ବୋହୁଙ୍କୁ ଶ୍ୱଶୁର ଘରେ ପିଟିପିଟି ହତ୍ୟା

ପାଟଣାଗଡ଼, (ଅଶୋକ କୁମାର ବାଗ) : ଯୌତୁକ ପାଇଁ ପାଟଣାଗଡ଼ ଉପଖଣ୍ଡ ଚିକିତ୍ସାଳୟରେ କାର୍ଯ୍ୟରତ ଷ୍ଟାଫନର୍ସଙ୍କୁ ଶ୍ୱଶୁର ଘରେ ପିଟିପିଟି ମାରିଦେଇଥିବା ଘଟଣା ଅଞ୍ଚଳରେ ଚାଞ୍ଚଲ୍ୟ ସୃଷ୍ଟି କରିଛି । ଅଭିଯୋଗ ଅନୁଯାୟୀ ବରଗଡ଼ ଜିଲ୍ଲା ଗାଇସିଲେଟ ଥାନା ଅଏଁଳାଭଟା ଗ୍ରାମର ଠାକୁର ସାହୁଙ୍କ ଝିଅ
Read More...