Monthly Archives

April 2025

ସମୁଦ୍ରଜଳରୁ ବିଶୁଦ୍ଧ ପାନୀୟଜଳ ଉତ୍ପାଦନ କରି ଲୋକଙ୍କୁ ମଧୁରଜଳ ଯୋଗାଇବ ଆଇ.ଆର୍.ଇ.ଏଲ୍ (ଇଣ୍ଡିଆ)

ବ୍ରହ୍ମପୁର, (କେ.ସତ୍ୟନାରାୟଣ ରେଡ୍ଡୀ) : ସାଗରମାଳା ପରି ଯୋଜନାରେ ଆଉ ଏକ ନୂତନ ଅଧ୍ୟାୟ ସୃଷ୍ଟି କରାଯାଇଛି । ଯାହାକି ସମୁଦ୍ରଜଳରୁ ମଧୁରଜଳ ସଂଗୃହିତ କରାଯାଇ ବିଶୁଦ୍ଧ ପାନୀୟ ଜଳ ଲୋକଙ୍କୁ ଯୋଗାଇ ଦେବାରେ ଭାରତ ସରକାର ବଳିଷ୍ଠ ପଦକ୍ଷେପ ଗ୍ରହଣ କରିଛନ୍ତି । ଭାରତ ବିଶ୍ଵର ପଞ୍ଚମଦେଶ ଭାବେ
Read More...

କୁଟାସିଂହା ସରସ୍ଵତୀ ଶିଶୁ ମନ୍ଦିରର ବାର୍ଷିକ ଉତ୍ସବ ଅନୁଷ୍ଠିତ

ବଲାଙ୍ଗିର, (କେପିଏନ୍‌ଏସ୍‌) : ଗତକାଲି ଆଗଲପୁର ବ୍ଲକ ଅନ୍ତର୍ଗତ କୁଟାସିଂହା ସରସ୍ଵତୀ ଶିଶୁ ବିଦ୍ୟା ମନ୍ଦିରର ନବମ ବାର୍ଷିକ ଉତ୍ସବ ଅନୁଷ୍ଠିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମର ପ୍ରଥମ ପର୍ଯ୍ୟାୟ ଅଧିବେଶନରେ ମୁଖ୍ୟଅତିଥି ଭାବେ କନକବର୍ଦ୍ଧନ ସିଂଦେଓ ରାଜ୍ୟ ଉପ ମୁଖ୍ୟମନ୍ତ୍ରୀ, ସମ୍ମାନିତ
Read More...

ଶ୍ରୀରାମ ନବମୀ ଓ ଶ୍ରୀରାମ ଭଜନ ପ୍ରତିଯୋଗିତା

ବଲାଙ୍ଗିର, (କେପିଏନ୍‌ଏସ୍‌) : ମାଲପଡା ରାମସ୍ୱାମୀ ମନ୍ଦିର ଠାରେ ଶ୍ରୀରାମ ନବମୀ ଉତ୍ସବ ମହା ସମାରୋହରେ ପାଳିତ ହୋଇଯାଇଛି । ପୂଜା ପୂର୍ବରୁ ସକାଳୁ କଳସ ଶୋଭାଯାତ୍ରା ଅନୁଷ୍ଠିତ ହୋଇଥିଲା । ପରେ ଶ୍ରୀରାମ ନବମୀ ପୂଜାରେ କର୍ତ୍ତା ଭାବରେ ହରିବନ୍ଧୁ ବଗର୍ତ୍ତୀ ଓ ତାଙ୍କର ପତ୍ନୀ ବାସନ୍ତୀ
Read More...

ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ

ମୋଟ ୧୧୦ଗୋଟି ଅଭିଯୋଗର ହେଲା ଶୁଣାଣି ବାରିପଦା, (ଦେବସ୍ମିତ ଚୌଧୁରୀ) : ପୂର୍ବ ନିର୍ଦ୍ଧାରିତ କାର୍ଯ୍ୟସୂଚୀ ଅନୁଯାୟୀ ଆଜି ସକାଳ ୭ ଘଟିକା ସମୟରେ ମୟୂରଭଞ୍ଜ ଜିଲ୍ଲା ସଦର ମହକୁମା ବାରିପଦା ଠାରେ ଜିଲ୍ଲାପାଳ ହେମକାନ୍ତ ସୟଙ୍କ ଅଧ୍ୟକ୍ଷତାରେ କାର୍ଯ୍ୟାଳୟ ସ୍ଥିତ ସମ୍ମିଳନୀ କକ୍ଷରେ ଏକ
Read More...

ପ୍ରାଥମିକ ବିଦ୍ୟାଳୟରେ ଛାତ୍ରଛାତ୍ରୀଙ୍କୁ ବର୍ଣ୍ଣବୋଧ ବଣ୍ଟନ ସହ “ବର୍ଣ୍ଣବୋଧ ଉତ୍ସବ” ପାଳିତ

ବାରିପଦା, (ଦେବସ୍ମିତ ଚୌଧୁରୀ) : ଓଡିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ, ଓଡିଶା ସରକାରଙ୍କ ନିର୍ଦ୍ଦେଶ ଅନୁଯାୟୀ ମୟୂରଭଞ୍ଜ ଜିଲ୍ଲାର ସମସ୍ତ ସରକାରୀ ଓ ସରକାରୀ ଅନୁଦାନ ପ୍ରାପ୍ତ ବିଦ୍ୟାଳୟ ଗୁଡିକରେ ତାରିଖ ୦୧.୦୪.୨୦୨୫ ଠାରୁ ୧୪.୦୪.୨୦୨୫ ପର୍ଯ୍ୟନ୍ତ ଓଡିଆ ପକ୍ଷ ପାଳନ କରାଯାଉଛି ।
Read More...

ସ୍ୱତନ୍ତ୍ର ଦକ୍ଷତା ବିକାଶ କାର୍ଯ୍ୟକ୍ରମ ଆସନ୍ତା ୧୭ ଯାଏ

ରାଉରକେଲା, (ସସ୍ମିତା ପ୍ରଧାନ) : ସ୍ଥାନୀୟ ସେକ୍ଟର ୬ ସ୍ଥିତ ସରସ୍ଵତୀ ଶିଶୁ ବିଦ୍ୟାମନ୍ଦିର ତରଫରୁ ସ୍ୱତନ୍ତ୍ର ଦକ୍ଷତା ବିକାଶ କାର୍ଯ୍ୟକ୍ରମ ଅନ୍ତର୍ଗତ ସଙ୍ଗୀତ କଳା କର୍ମଶାଳା ଆଜିଠାରୁ ଆରମ୍ଭ ହୋଇ ଆସନ୍ତା ୧୭ ତାରିଖ ପର୍ଯ୍ୟନ୍ତ ଚାଲିବ ବୋଲି ଅନୁଷ୍ଠାନ ତରଫରୁ କୁହାଯାଇଛି । ପ୍ରଧାନ
Read More...

ସୁନ୍ଦରଗଡ଼ ଜିଲ୍ଲା ପତଞ୍ଜଳି ଯୋଗ ପରିବାର ଆନୁକୂଲ୍ୟରେ ପବିତ୍ର : ରାମନବମୀ ଓ ସ୍ୱାମୀଜୀଙ୍କ ସନ୍ନ୍ୟାସ ଦୀକ୍ଷା ଦିବସ…

ରାଉରକେଲା, (ସସ୍ମିତା ପ୍ରଧାନ) : ସୁନ୍ଦରଗଡ଼ ଜିଲ୍ଲା ପତଞ୍ଜଳୀ ଯୋଗ ପରିବାର ଆନୁକୁଲ୍ୟରେ ପବିତ୍ର ଶ୍ରୀରାମ ନବମୀ ,ଉତ୍ସବ ଓ ପରମ ପୂଜ୍ୟ ସ୍ୱାମୀଜୀ ମହାରାଜାଙ୍କ ସନ୍ନ୍ୟାସ ଦୀକ୍ଷା ଦିବସ ରାଉରକେଲାର ସେକ୍ଟର - ୧୯ ସ୍ଥିତ ଶାରଳା ମନ୍ଦିର ଯୋଗକେନ୍ଦ୍ର ପରିସରରେ ପାଳନ କରାଯାଇଥିଲା । ମୁଖ୍ୟ
Read More...

ଅଯୋଧ୍ୟା ଗଲେ ୧୯୨ଜଣ ବରିଷ୍ଠ ନାଗରିକ

କଳାହାଣ୍ଡି, (ଶୁଭେନ୍ଦୁ କୁମାର ପଣ୍ଡା) : କଳାହାଣ୍ଡି ଜିଲ୍ଲାର ୧୯୨ ଜଣ ବରିଷ୍ଠ ନାଗରିକ ଆଜି ରାଜ୍ୟ ସରକାରଙ୍କ ବରିଷ୍ଠ ନାଗରିକ ତୀର୍ଥଯାତ୍ରା ଯୋଜନାରେ ବାରାଣାସୀ ଓ ଅଯୋଧ୍ୟା ଅଭିମୁଖେ ଯାତ୍ରା କରିଛନ୍ତି । ଭବାନୀପାଟଣାରୁ ୫ ଗୋଟି ସ୍ୱତନ୍ତ୍ର ବସ ଯୋଗେ ୧୯୨ ଜଣ ବରିଷ୍ଠ ନାଗରିକ ରାୟଗଡା
Read More...

ସାଧନା ଡ଼୍ୟାନ୍ସ ଏକାଡେମୀର ବାର୍ଷିକ ପରୀକ୍ଷା ଓ ସାଂସ୍କୃତିକ କାର୍ଯ୍ୟକ୍ରମ

ରାଉରକେଲା, (ସସ୍ମିତା ପ୍ରଧାନ) : ଛେଣ୍ଡ ସ୍ଥିତ ସାଧନା ଡ଼୍ୟାନ୍ସ ଏକାଡେମୀ ବାର୍ଷିକ ପରୀକ୍ଷା ଓ ସାଂସ୍କୃତିକ କାର୍ଯ୍ୟକ୍ରମ ଏକାକ୍ଷ ଗୋପବନ୍ଧୁ ପାଠାଗାର ଠାରେ ଅନୁଷ୍ଠିତ ହୋଇଯାଇଛି । ନୃତ୍ୟଗୁରୁ ସାଧନା ଓ ମାନଭଞ୍ଜନ ସାମନ୍ତରାୟଙ୍କ ଆବାହକତ୍ଵ ତଥା ସୀମାଙ୍କ ମଞ୍ଚ ସଂଯୋଜନାରେ ଆୟୋଜିତ
Read More...

ଶ୍ରୀରାମ ଏକତା ଆଖଡ଼ାର ସୁନ୍ଦର କାଣ୍ଡ ପାଠ

ରାଉରକେଲା, (ସସ୍ମିତା ପ୍ରଧାନ) : ସିଭିଲ ଟାଉନସିପ ଇ-୪, ଏଫ୍ -୪ ସ୍ଥିତ ଶ୍ରୀରାମ ଏକତା ଆଖଡ଼ା ତରଫରୁ ରାମନବମୀ ମହାସମାରୋହରେ ପାଳିତ ହୋଇଯାଇଛି । ଏହି ଅବସରରେ କଲୋନୀ ବାସୀଙ୍କ ତରଫରୁ ଝଣ୍ଡା ପୂଜା, ମିଷ୍ଟାନ୍ନ ବଣ୍ଟନ ତଥା ସନ୍ଧ୍ୟାରେ ସୁନ୍ଦର କାଣ୍ଡ ପାଠ କରାଯାଇଥିଲା । ଏହି
Read More...