କୁତ୍ରା ବ୍ଲକ ପରିସରରେ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ
ସୁନ୍ଦରଗଡ, (ସସ୍ମିତା ପ୍ରଧାନ) : କୁତ୍ରା ବ୍ଲକ ପରିସରରେ ଆଜି ଜିଲ୍ଲା ପ୍ରଶାସନ ପକ୍ଷରୁ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ ହୋଇଯାଇଛି । ଏଥିରେ ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ରବି ନାରାୟଣ ସାହୁ ଯୋଗ ଦେଇ ଜନସାଧାରଣଙ୍କ ଅଭିଯୋଗ ଶୁଣାଣି କରିଥିଲେ । ଆଜି ମୋଟ ୪୪ ଗୋଟି ଅଭିଯୋଗ ଆସିଥିଲା!-->…
Read More...
Read More...