ଓଡ଼ିଆ ପକ୍ଷ ପାଳନର ସପ୍ତମ ଦିବସରେ “ବର୍ଣ୍ଣବୋଧ ବଣ୍ଟନ ଓ ବର୍ଣ୍ଣବୋଧ ଉତ୍ସବ” ପାଳିତ
ବଲାଙ୍ଗିର, (କେପିଏନ୍ଏସ୍) : ଓଡ଼ିଆ ପକ୍ଷ ପାଳନର ସପ୍ତମ ଦିବସରେ ଓଡ଼ିଆ ଭାଷା ଓ ସଂସ୍କୃତିରେ ସଚେତନତା ଏବଂ ଶିକ୍ଷାକୁ ପ୍ରୋତ୍ସାହନ ଦେବା ଉଦ୍ଦେଶ୍ୟରେ ଆଜି ଜିଲ୍ଲାର ବିଭିନ୍ନ ଅଞ୍ଚଳରେ ‘ବର୍ଣ୍ଣବୋଧ ବଣ୍ଟନ- ବର୍ଣ୍ଣବୋଧ ଉତ୍ସବ’ ଉତ୍ସାହର ସହିତ ପାଳିତ ହୋଇଛି । ଏହି କାର୍ଯ୍ୟକ୍ରମରେ!-->…
Read More...
Read More...