Monthly Archives

April 2025

ବିଷ ପିଇ ଗୋଟିଏ ପରିବାରର ୩ ମୃତ

ବ୍ରହ୍ମପୁର : ଗଞ୍ଜାମ ପାଳିବନ୍ଧ ଗାଁରେ ଅଭାବନୀୟ ଘଟଣା । ବିଷ ପିଇ ଗୋଟିଏ ପରିବାରର ତିନି ଜଣଙ୍କର ମୃତ୍ୟୁ ହୋଇଥିବା ସୂଚନା । ଆଉ ସମସ୍ତଙ୍କୁ ଏମ୍‌କେସିଜିରେ ମୃତ୍ୟୁ ଘୋଷଣା କରିଛନ୍ତି ଡାକ୍ତର । ପୋଲିସ ଘଟଣା ସଂପର୍କରେ ଖବର ପାଇ ଛାନ୍‌ଭିନ୍‌ ଆରମ୍ଭ କରିଛି । ଖବର ଅନୁଯାୟୀ, ଗଞ୍ଜାମ
Read More...

ଯୋଗିସର୍ଡ଼ା ଦଧିବାମନ ରାମଲୀଳା ନାଟ୍ୟ ମହୋତ୍ସବ ପକ୍ଷରୁ ଶ୍ରୀରାମଙ୍କ ପୁଜନୋତ୍ସବ

ଲୋଇସିଂହା, (କେପିଏନ୍‌ଏସ୍‌) : ଲୋଇସିଂହା ବ୍ଲକ ଯୋଗିସର୍ଡା ଦଧିବାମନ ରାମଲୀଳା ନାଟ୍ୟ ମହୋତ୍ସବ ପକ୍ଷରୁ ପବିତ୍ର ଶ୍ରୀରାମ ନବମୀ ଉପଲକ୍ଷେ ପ୍ରଭୁ ଶ୍ରୀରାମଙ୍କ ପୁଜନୋତ୍ସବ ଅନୁଷ୍ଠିତ ହୋଇଯାଇଛି । ଏହି ଅବସରରେ କଳସ ଯାତ୍ରା ସହ ପ୍ରଭୁ ଶ୍ରୀରାମଙ୍କ ପୂଜା ଆରମ୍ଭ ହୋଇଥିଲା । ଗତ ୧୯୩୧
Read More...

ବାନ୍ଧନଘୋର ଶ୍ରୀରାମ ମନ୍ଦିରରେ ଶ୍ରୀରାମ ନବମୀ ଉତ୍ସବ

ବଲାଙ୍ଗିର, (କେପିଏନ୍‌ଏସ୍‌) : ପବିତ୍ର ଶ୍ରୀରାମ ନବମୀ ଅବସରରେ ସଦର ବ୍ଲକ ଅନ୍ତର୍ଗତ ବାନ୍ଧନଘୋର ଶ୍ରୀରାମ ମନ୍ଦିରରେ ବିରାଜିତ ପ୍ରଭୁ ଶ୍ରୀରାମଙ୍କ ଷଷ୍ଠ ଶ୍ରୀରାମ ନବମୀ ଉତ୍ସବ ମହାସମାରୋହରେ ଅନୁଷ୍ଠିତ ହୋଇଯାଇଛି । ଶ୍ରୀରାମ ମନ୍ଦିର ପରିଚାଳନା କମିଟି ଟ୍ରଷ୍ଟ ତରଫରୁ ଆୟୋଜିତ ଏହି
Read More...

ପବିତ୍ର ରାମ ନବମୀ ପାଇଁ ଟିଟିଲାଗଡ଼ ସହର ଚଳଚଞ୍ଚଳ

ଟିଟିଲାଗଡ଼, (ସଞ୍ଜୟ କୁମାର ନାୟକ) : ପବିତ୍ର ରାମ ନବମୀ ଉପଲକ୍ଷେ ବିଭିନ୍ନ ସ୍ଥାନରେ ପ୍ରହରୀ, ନାମ ସଙ୍କୀର୍ତ୍ତନ ଓ ସହର ସାରା ଗେରୁଆ ରଙ୍ଗର ପତାକା ଲଗା ହୋଇଛି । ହାଇସ୍କୁଲ ପଡ଼ାରେ ଅଷ୍ଟ ପ୍ରହର ନାମଯଜ୍ଞ ୨୩ ବର୍ଷରେ ପଦାର୍ପଣ କରିଥିବା ବେଳେ କର୍ତ୍ତା ଭାବେ ବସିଥିଲେ ବିଦେଶୀ କଟା ଏବଂ
Read More...

ବରଗଡ ସାଂସଦଙ୍କୁ ଜନ୍ମ ଦିନର ଶୁଭେଛା ଜଣାଇଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଓ ଓଡିଶାର ମୁଖ୍ୟମନ୍ତ୍ରୀ ମୋହନ ଚରଣ…

ବରଗଡ, (ନିରୋଜ କୁମାର ପାଣୀ) : ଏପ୍ରିଲ ୫ ତାରିଖ ଦିନ ବରଗଡ ଲୋକସଭା ସାଂସଦ ପ୍ରଦୀପ ପୁରୋହିତଙ୍କୁ ତାଙ୍କ ଜନ୍ମ ଦିବସରେ ଦେଶର ଯଶସ୍ୱୀ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଶୁଭେଚ୍ଛା ଜ୍ଞାପନ କରିବା ସହ ଜୀବନର ସୁଖ ସମୃଦ୍ଧି ପାଇଁ ଭଗବାନଙ୍କ ଠାରେ ପ୍ରାର୍ଥନା କରିଛନ୍ତି । ଓଡ଼ିଶାର
Read More...

ଓଡ଼ିଆ ପକ୍ଷ ପାଳନର ଷଷ୍ଠ ଦିନ

ଆୟୋଜିତ ହେଲା ଐତିହ୍ୟସ୍ଥଳୀ ଓ ଦେବସ୍ଥଳୀ ସ୍ୱଚ୍ଛତା ଅଭିଯାନ ବଲାଙ୍ଗିର, (କେପିଏନ୍‌ଏସ୍‌) : ଓଡ଼ିଶାର ସାଂସ୍କୃତିକ ଗୌରବ ଓ ଭାଷାକୁ ସମ୍ମାନ ଜଣାଇବା ଲାଗି ଚଳିତ ବର୍ଷ ପାଳନ କରାଯାଉଥିବା ଓଡ଼ିଆ ପକ୍ଷର ଆୟୋଜନ ଅଧୀନରେ ଆଜି ଷଷ୍ଠ ଦିବସରେ ଜିଲ୍ଲା ପ୍ରଶାସନ, ଜିଲ୍ଲା ପର୍ଯ୍ୟଟନ ବିଭାଗ,
Read More...

ଧାତୁକଜୁରୀ ଗ୍ରାମରେ ପାଣିରେ ବୁଡ଼ି ନାବାଳିକା ଛାତ୍ରୀଙ୍କ ଅକାଳ ବିୟୋଗ

ମୁରିବାହାଲ, (ଦୁର୍ଗାନନ୍ଦ ମହାକୁର) : ବଲାଙ୍ଗିର ଜିଲ୍ଲା ମୁରିବାହାଲ ଥାନା ବଡ଼ସାଇମରା ପଞ୍ଚାୟତ ଧାତୁକଜୁରୀ ଗ୍ରାମରେ ପାଣିରେ ବୁଡି ଚୁମକି ନାଗ(୧୦)ନାମକ ଜଣେ ନାବାଳିକା ଛାତ୍ରୀଙ୍କ ଅକାଳ ବିୟୋଗ ଘଟିଥିବା ଜଣାପଡ଼ିଛି । ଧାତୁକଜୁରୀ ଗ୍ରାମର ଈଶ୍ୱର ନାଗଙ୍କ ଝିଅ ଚୁମକି ରବିବାର
Read More...

ବରାଜୁରା ଗ୍ରାମରେ ଷୋହଳ ପ୍ରହରୀ ନାମଯଜ୍ଞ ପାଇଁ କଳସ ଶୋଭାଯାତ୍ରା ଅନୁଷ୍ଠିତ

ମୁରିବାହାଲ, (ଦୁର୍ଗାନନ୍ଦ ମହାକୁର) : ବଲାଙ୍ଗିର ଜିଲ୍ଲା ମୁରିବାହାଲ ବ୍ଲକ ସଦର ପଞ୍ଚାୟତ ବରାଜୁରା ଗ୍ରାମରେ ଅନୁଷ୍ଠିତ ହେବାକୁ ଥିବା ଷୋହଳ ପ୍ରହରୀ ନାମଯଜ୍ଞ ପାଇଁ ରବିବାର ଗଙ୍ଗା ଆବାହନ, ଅଧିବାସ ପର୍ବ ସହ ସଂଧ୍ୟାରେ ଭବ୍ୟ କଳସ ଶୋଭାଯାତ୍ରା ଅନୁଷ୍ଠିତ ହୋଇଥିଲା । ଗ୍ରାମର
Read More...

ଖପ୍ରାଖୋଲ ବ୍ଲକ ପ୍ରଶାସନର ସଫେଇ କାର୍ଯ୍ୟକ୍ରମ

ଖପ୍ରାଖୋଲ, (ଅଶୋକ କୁମାର ବାଗ) : ବଲାଙ୍ଗିର ଜିଲ୍ଲା ପ୍ରସିଦ୍ଧ ଶୈବପୀଠ ହରିଶଙ୍କର ମନ୍ଦିର ପରିସରରେ ଖପ୍ରାଖୋଲ ବ୍ଲକ ପ୍ରଶାସନ ପକ୍ଷରୁ ସଫେଇ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ସ୍ଥାନୀୟ ବିଡ଼ିଓ ବିବେକାନନ୍ଦ ଷଡ଼ଙ୍ଗୀଙ୍କ ନେତୃତ୍ୱରେ ତହସିଲଦାର ଆଦିତ୍ୟ ପ୍ରସାଦ ମିଶ୍ର, ଅତିରିକ୍ତ
Read More...

ବିଜେପିର ୪୬ ତମ ପ୍ରତିଷ୍ଠା ଦିବସ, ଓଡ଼ିଶାବାସୀଙ୍କୁ ଧନ୍ୟବାଦ ଜଣାଇଲେ ରାଜ୍ୟ ସଭାପତି ମନମୋହନ ସାମଲ

ଭୁବନେଶ୍ୱର : ବିଜେପିର ପ୍ରତିଷ୍ଠା ଦିବସରେ ଓଡ଼ିଶାବାସୀଙ୍କୁ ଧନ୍ୟବାଦ ଜଣାଇଲେ ରାଜ୍ୟ ସଭାପତି ମନମୋହନ ସାମଲ । ୪୬ ତମ ପ୍ରତିଷ୍ଠା ଦିବସରେ କାର୍ଯ୍ୟକର୍ତ୍ତାଙ୍କଠୁ ନେଇ ତୃଣମୂଳସ୍ତରରେ ଆମର କର୍ମକର୍ତ୍ତାଙ୍କ ଭିତରେ ଉତ୍ସାହିତ ଅଛନ୍ତି । ୪୬ ବର୍ଷରେ ଜମ୍ମୁ କାଶ୍ମୀରଠାରୁ ଆରମ୍ଭ କରି
Read More...