ଭୁବନେଶ୍ୱର ଉତ୍ତରା ଛକରେ ବଡ଼ ଦୁର୍ଘଟଣା
ଉତ୍ତରା : ଉତ୍ତରା ଛକ ସିଫା ନିକଟରେ ଏକ ବଡ଼ ଦୁର୍ଘଟଣା ଘଟିଛି । ଟୁରିଷ୍ଟ ବସ୍ ଓଲଟି ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ୧୫ରୁ ଅଧିକ ଆହତ ହୋଇଛନ୍ତି । ତେବେ ଏହି ଦୁର୍ଘଟଣାରେ ସମସ୍ତ ଆହତଙ୍କୁ କ୍ୟାପିଟାଲ ହସ୍ପିଟାଲରେ ଭର୍ତ୍ତି କରାଯାଇଛି । ଦୁର୍ଘଟଣା ପରେ ଘଟଣାସ୍ଥଳରେ ପୋଲିସ ଓ ଅଗ୍ନିଶମ!-->…
Read More...
Read More...