Monthly Archives

April 2025

ବ୍ଳକସ୍ତରୀୟ ଖଡିଛୁଆଁ ଓ ପ୍ରବେଶ ଉତ୍ସବ ପାଳିତ

କଣ୍ଟାବାଞ୍ଜି, (କେପିଏନ୍‌ଏସ୍‌) : ସାରା ରାଜ୍ୟରେ ପ୍ରବେଶ ଉତ୍ସବ ଓ ଖଡିଛୁଆଁ ପାଳିତ ହେଉଥିବା ବେଳେ ତୁରେକେଲା ବ୍ଳକର ଖୁଟୁଲୁମୁଣ୍ଡା ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ବ୍ଳକସ୍ତରୀୟ ଉତ୍ସବ ପାଳିତ ହୋଇଟାଇଛି । ଏହି ଉତ୍ସବରେ ଅତିଥିଭାବରେ ପୁରୁନ୍ଦର ବାଗ, ବିଧାୟକ ପ୍ରତିନିଧି ଲୋକନାଥ ଥପା,
Read More...

ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ଗଜବନ୍ଧରେ ପ୍ରବେଶ ଉତ୍ସବ ଓ ଖଡ଼ିଛୁଆଁ କାର୍ଯ୍ୟକ୍ରମ

ଡୁଙ୍ଗୁରିପାଲି, (କେପିଏନ୍‌ଏସ୍‌) : ସୁବର୍ଣ୍ଣପୁର ଜିଲ୍ଲା ଡୁଙ୍ଗୁରିପାଲି ବ୍ଲକ ଗଜବନ୍ଧ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ପ୍ରବେଶ ଉତ୍ସବ ଓ ଖଡ଼ିଛୁଆଁ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ପ୍ରଧାନ ଶିକ୍ଷକ ହାରାଧନ ବେରିଆଙ୍କ ସଭାପତିତ୍ୱରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ ଅବସରପ୍ରାପ୍ତ
Read More...

ଅସହାୟ ପ୍ରବୀଣକୁ ସହଯୋଗର ହାତ ବଢାଇଲେ ସରପଞ୍ଚ ଶରତ କାଲୋ

ପଦ୍ମପୁର, (ନିରୋଜ କୁମାର ପାଣୀ) : ବରଗଡ଼ ଜିଲ୍ଲା ପଦ୍ମପୁର ଉପଖଣ୍ଡ ଗାଇସିଲେଟ ଗ୍ରାମରେ ଦେଖିବାକୁ ମିଳିଛି ଏକ ଅଭାବନୀୟ ଘଟଣା । ଡ୍ରାଇଭର କାମ କରି ପ୍ରବୀଣ ସେଠ ହସ ଖୁସିରେ ପରିବାର ପରିପୋଷଣ କରୁଥିଲେ । ପରିବାର କହିଲେ ସ୍ତ୍ରୀ ଓ ୨ଟି ପୁଅ ଆଉ ୨ଟି ଝିଅ । ବଡ଼ ଝିଅ ପୁଣି ଭିନ୍ନକ୍ଷମ ।
Read More...

ପ୍ରକଳ୍ପ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ମୁରିବାହାଲରେ ବାର୍ଷିକ ଉତ୍ସବ ଓ ଖଡ଼ିଛୁଆଁ ଦିବସ ପାଳିତ

ତୁରେକେଲା, (ପିତାମ୍ବର ଦୀପ) : ପ୍ରକଳ୍ପ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ମୁରିବାହାଲରେ ବାର୍ଷିକ ଉତ୍ସବ ଓ ଖଡ଼ିଛୁଆଁ ଦିବସ ପାଳିତ ହୋଇଯାଇଛି । ଉକ୍ତ କାର୍ଯ୍ୟକ୍ରମରେ ବିଦ୍ୟାଳୟର ପ୍ରଧାଶିକ୍ଷକ ଝସକେତନ୍ ଶବର ସଭାପତିତ୍ୱ କରିଥିବା ବେଳେ ବିଦ୍ୟାଳୟର ଶିକ୍ଷକ ଶିକ୍ଷୟତ୍ରୀ ପ୍ରଶାନ୍ତ କୁମାର
Read More...

କଣ୍ଟାବାଞ୍ଜି ଆଂଚଳିକ ସାଧନ କେନ୍ଦ୍ରରେ ପ୍ରବେଶ ଉତ୍ସବ ଓ ଖଡ଼ିଛୁଆଁ

କଣ୍ଟାବାଞ୍ଜି, (ପିତାମ୍ବର ଦୀପ) : ସ୍ଥାନୀୟ କଣ୍ଟାବାଞ୍ଜି ଆଞ୍ଚଳିକ ସାଧନ କେନ୍ଦ୍ରରେ ସମସ୍ତ ସରକାରୀ ବିଦ୍ୟାଳୟରେ ପ୍ରବେଶ ଉତ୍ସବ ଓ ଖଡ଼ିଛୁଆଁ ଦିବସ ପାଳିତ ହୋଇଯାଇଛି । ତୁରେକେଲା ବ୍ଲକ୍ ଶିକ୍ଷା ଅଧିକାରୀ ଶାନ୍ତାନୁ କୁମାର୍ ପଡ଼ିହାରି ଓ କଣ୍ଟାବାଞ୍ଜି ଆଞ୍ଚଳିକ ସାଧନ କେନ୍ଦ୍ର ସଂଯୋଜକ
Read More...

ରାସ୍ତାକଡ଼କୁ ଓଲଟି କାର୍ ଚୁର୍‌ମାର୍‌

ଉଦଳା : ହୋଣ୍ଡା ସିଟ୍‌ ଚୁର୍‌ମାର୍‌ । ମୟୁରଭଞ୍ଜ ଜିଲ୍ଲା ଉଦଳା ଥାନା କଅଁରପାଳ ଗାଁରେ ଘଟିଥିବା ଏକ ଦୁର୍ଘଟଣାରେ ଦାମୀ ଗାଡ଼ି ହୋଣ୍ଡା ସିଟିଟି ଚୁର୍‌ମାର୍‌ ହୋଇଯାଇଛି । ଯେଉଁଥିରେ ଏକାଧିକ ଲୋକ ଆହତ ହୋଇଛନ୍ତି । ଖବର ଅନୁଯାୟୀ, ବିଳମ୍ବିତ ରାତିରେ କଅଁରପାଳ ଅଞ୍ଚଳରୁ ଉଦଳା ଅଭିମୁଖେ
Read More...

ବଲାଙ୍ଗିର ଗସ୍ତରେ ଭାରତୀୟ ଜନତା ପାର୍ଟିର ରାଜ୍ୟ ସଭାପତି ମନମୋହନ ସାମଲ

ବଲାଙ୍ଗିର, (କେପିଏନ୍‌ଏସ୍‌) : ଗସ୍ତରେ ଭାରତୀୟ ଜନତା ପାର୍ଟିର ରାଜ୍ୟ ସଭାପତି ମନମୋହନ ସାମଲ ଆଜି ବଲାଙ୍ଗିର ଗସ୍ତରେ ଆସିଛନ୍ତି ଭାରତୀୟ ଜନତା ପାର୍ଟିର ରାଜ୍ୟ ସଭାପତି ମନମୋହନ ସାମଲ । ବଲାଙ୍ଗିର ପଥରଚେପା ସ୍ଥିତ ବିଜେପି କାର୍ଯ୍ୟାଳୟ ଠାରେ ବିଜେପିର ସାଙ୍ଗଠନିକ ବୈଠକରେ ଯୋଗଦେଇ ବିଜେପି
Read More...

ସଇଁତଲା ପ୍ରାଥମିକ ବିଦ୍ୟାଳୟରେ ପ୍ରବେଶ ଉତ୍ସବ, ଖଡ଼ିଛୁଆ ଓ ଶିଶୁ ବାଟିକାର ଶୁଭାରମ୍ଭ

ସଇଁତଲା, (ଖୁସୀରାଣୀ ସାହୁ) : ବଲାଙ୍ଗିର ଜିଲ୍ଲା ସଇଁତଲା ଶିକ୍ଷା ବିଭାଗ ଆନୁକୂଲ୍ୟରେ ସଇଁତଲା ସରକାରୀ ପ୍ରାଥମିକ ବିଦ୍ୟାଳୟ ପରିସରରେ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ଓଡିଶା ସରକାରଙ୍କ ନିର୍ଦେଶରେ ପ୍ରବେଶ ଉତ୍ସବ ଓ ଖଡ଼ିଛୁଆ ୨୦୨୫ ଓ ଶିଶୁ ବାଟିକାର ଶୁଭାରମ୍ଭ ଅନୁଷ୍ଠିତ ହୋଇଯାଇଛି ।
Read More...

ମୁରିବାହାଲ ବ୍ଲକସ୍ତରୀୟ ପ୍ରବେଶ ଉତ୍ସବ : ଖଡିଛୁଆଁ ଓ ଶିଶୁ ବାଟିକା କାର୍ଯ୍ୟକ୍ରମର ଶୁଭାରମ୍ଭ ଅନୁଷ୍ଠିତ

ମୁରିବାହାଲ, (ଦୁର୍ଗାନନ୍ଦ ମହାକୁର) : ବଲାଙ୍ଗିର ଜିଲ୍ଲା ମୁରିବାହାଲ ବ୍ଲକସ୍ତରୀୟ ତଥା ବିଦ୍ୟାଳୟ ସ୍ତରୀୟ ପ୍ରବେଶ ଉତ୍ସବ ଏବଂ ଖଡ଼ିଛୁଆଁ ତଥା ଶିଶୁ ବାଟିକା କାର୍ଯ୍ୟକ୍ରମ ବୁଧବାର ମୁରିବାହାଲ ପ୍ରକଳ୍ପ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଶୁଭାରମ୍ଭ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି ।
Read More...

ମଲମୁଣ୍ଡା ପ୍ରାଥମିକ ବିଦ୍ୟାଳୟରେ ଖଡ଼ିଛୁଆଁ ଓ ପ୍ରବେଶ ଉତ୍ସବ ଅନୁଷ୍ଠିତ

ବଲାଙ୍ଗିର, (କେପିଏନ୍‌ଏସ୍‌) : ପୁଇଁନ୍ତଲା ବ୍ଳକ ଅନ୍ତର୍ଗତ ମଲମୁଣ୍ଡା ପ୍ରାଥମିକ ବିଦ୍ୟାଳୟରେ ଖଡିଛୁଆଁ ଓ ପ୍ରବେଶ ଉତ୍ସବ ଅନୁଷ୍ଠିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମକୁ ମଲମୁଣ୍ଡା ଆଞ୍ଚଳିକ ସାଧନ କେନ୍ଦ୍ର ସଂଯୋଜକ ତଥା ପ୍ରଧାନ ଶିକ୍ଷକ ପ୍ରମୋଦ କୁମାର ପଟେଲ ସଂଯୋଜନା କରିଥିବା ବେଳେ
Read More...