ଖଇରା ଗ୍ରାମରେ ଅଗ୍ନିକାଣ୍ଡ ଘଟି ଦୋକାନ ଜଳିଯିବା ଘଟଣା ଅଗ୍ନି ବିପନ୍ନ ପରିବାରକୁ ଭେଟିଲେ କଣ୍ଟାବାଞ୍ଜି ବିଧାୟକ
ବଙ୍ଗୋମୁଣ୍ଡା, (ଅର୍ଜୁନ କୁମାର ହଂସ) : ବଲାଙ୍ଗିର ଜିଲ୍ଲା ବଙ୍ଗୋମୁଣ୍ଡା ଥାନା ଅନ୍ତର୍ଗତ ଖଇରା ଗାଁରେ ଦୋକାନ ଘରେ ରୋଷେଇ କରୁଥିବା ସମୟରେ ଗ୍ୟାସ ସିଲିଣ୍ଡର ଫାଟି ଅଗ୍ନିକାଣ୍ଡ ଘଟିବାରୁ ଦୋକାନ ଗୃହ ଜଳିଯାଇଥିଲା । ଦୋକାନର ସାମଗ୍ରୀ ଜଳି ପାଉଁଶ ହୋଇଯାଇଥିବା ବେଳେ ଜଣେ ଗୁରୁତର ହୋଇଥିଲେ!-->…
Read More...
Read More...