Monthly Archives

April 2025

ଓଡିଶା ଦିବସ – ୨୦୨୫ ପାଳିତ

ଓଡିଶା ହେଉଛି ଶରୀର, ଓଡ଼ିଆ ତାର ଆତ୍ମା କଳାହାଣ୍ଡି, (ଶୁଭେନ୍ଦୁ କୁମାର ପଣ୍ଡା) : ଭବାନୀପାଟଣା ମା' ମାଣିକେଶ୍ୱରୀ ବିଶ୍ୱବିଦ୍ୟାଳୟରେ ଓଡିଶା ଦିବସ - ୨୦୨୫ ଭାରପ୍ରାପ୍ତ କୁଳପତି ଡକ୍ଟର ନିବେଦିତା ନାଥଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଥିଲା । ଭାରପ୍ରାପ୍ତ କୁଳପତି ପ୍ରାଚୀନ ଓଡ଼ିଶାର
Read More...

ଭାରତ-ଚିଲି ମିଳିତ ବିବୃତ୍ତି

ନୂଆଦିଲ୍ଲୀ, (ପିଆଇବି) : ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ନିମନ୍ତ୍ରଣ କ୍ରମେ ଚିଲି ଗଣତନ୍ତ୍ରର ରାଷ୍ଟ୍ରପତି ମହାମହିମ ଗାବ୍ରିଏଲ ବୋରିକ ଫଣ୍ଟ ଦୁଇ ଦେଶ ମଧ୍ୟରେ କୂଟନୈତିକ ସମ୍ପର୍କର ୭୬ ବର୍ଷ ପୂରଣ ଅବସରରେ ୨୦୨୫ ମସିହା ଏପ୍ରିଲ ୧ରୁ ୫ ତାରିଖ ପର୍ଯ୍ୟନ୍ତ ଭାରତ ଗସ୍ତରେ
Read More...

ରାଉରକେଲାରେ ଉତ୍ସାହର ସହିତ ପାଳିତ ହେଲା ଓଡିଶା ଦିବସ

ରାଉରକେଲା, (ସସ୍ମିତା ପ୍ରଧାନ) : ରାଉରକେଲା ପ୍ରଶାସନ ପକ୍ଷରୁ ମଙ୍ଗଳବାର ଦିନ ପବିତ୍ର ଓଡିଶା ଦିବସ ପାଳନ ହୋଇଯାଇଛି । ଏହି ଅବସରରେ ସହରରେ ସ୍ଥିତ ବରପୁତ୍ର ମାନଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କରାଯାଇଥିଲା । ଓଡିଶା ଦିବସ ଅବସରରେ ସକାଳ ଏକ ଶୋଭାଯାତ୍ରା ଆମ୍ବେଦକର ଛକରୁ
Read More...

ସିବିଆଇର ୬୨ତମ ପ୍ରତିଷ୍ଠା ଦିବସରେ ୨୧ତମ ଡି.ପି. କୋହଲି ସ୍ମାରକୀ ବକ୍ତୃତା ପ୍ରଦାନ କଲେ କେନ୍ଦ୍ରମନ୍ତ୍ରୀ ଅଶ୍ୱିନୀ…

ନୂଆ ଯୁଗର ଅପରାଧଗୁଡ଼ିକର ତ୍ୱରିତ ତଦନ୍ତ ଓ ଅପରାଧୀଙ୍କ ଦଣ୍ଡବିଧାନ ପାଇଁ ପ୍ରଯୁକ୍ତିଭିତ୍ତିକ ଆଇନଗତ ଢାଞ୍ଚା ଉପରେ କେନ୍ଦ୍ରମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବଙ୍କ ଗୁରୁତ୍ୱଦେଶର ବୈଜ୍ଞାନିକ, ଶିକ୍ଷାଜଗତ ଓ ଗବେଷକଙ୍କ ସାମର୍ଥ୍ୟର ଉପଯୋଗ କରି ତଦନ୍ତର ପ୍ରଯୁକ୍ତିଗତ ସମାଧାନ ବାହାର କରିବାକୁ
Read More...

ୱକଫ ସମ୍ପତ୍ତି ଦକ୍ଷ ପରିଚାଳନା ସୁନିଶ୍ଚିତ କରିବ ୱକଫ୍ ସଂଶୋଧନ ବିଲ୍

• ଆଇନଗତ ବିବାଦ ଦୂର କରିବା ସହ ୱକଫ୍ ବୋର୍ଡରେ ସ୍ୱଚ୍ଛତା ସୁନିଶ୍ଚିତ କରିବ ନୂଆ ବିଲ• ପ୍ରସ୍ତାବିତ ସଂଶୋଧନ ଦ୍ୱାରା ୱକଫ ଜମିର ବେଆଇନ ଦଖଲ ଏବଂ ଜନସାଧାରଣଙ୍କ ସମସ୍ୟା ଦୂର ହେବ ନୂଆଦିଲ୍ଲୀ, (ପିଆଇବି) : କେନ୍ଦ୍ର ସରକାର ୱକଫ ବୋର୍ଡର କାର୍ଯ୍ୟକୁ ବ୍ୟବସ୍ଥିତ କରିବା ସହିତ ୱକଫ
Read More...

ଗଞ୍ଜାମ ଜିଲ୍ଲା ପୋଲିସ ପକ୍ଷରୁ ୯୦ତମ ଓଡ଼ିଶା ପୋଲିସ ପ୍ରତିଷ୍ଠା ଦିବସ ପାଳିତ

ବ୍ରହ୍ମପୁର, (କେ.ସତ୍ୟନାରାୟଣ ରେଡ୍ଡୀ) : ଗଞ୍ଜାମ ଜିଲ୍ଲା ମହକୁମା ଛତ୍ରପୁର ରିଜର୍ଭ ପୋଲିସ ପଡ଼ିଆରେ ୯୦ତମ ଓଡ଼ିଶା ପୋଲିସ ପ୍ରତିଷ୍ଠା ଦିବସ ବର୍ଣ୍ଣାଢ଼୍ୟ ସମାରୋହରେ ପାଳିତ ହୋଇଯାଇଛି ଏଵଂ ସମ୍ମିଳିତ ପ୍ୟାରେଡ୍ ଅନୁଷ୍ଠିତ ହୋଇଥିଲା । ଗଞ୍ଜାମ ଏସ୍‌.ପି. ଶୁଭେନ୍ଦୁ ପାତ୍ର ମୁଖ୍ୟଅତିଥି
Read More...

ଚିଲି ରାଷ୍ଟ୍ରପତିଙ୍କ ସହ ପ୍ରଧାନମନ୍ତ୍ରୀଙ୍କ ମିଳିତ ପ୍ରେସ୍ ବିବୃତି

ମହାମହିମ, ରାଷ୍ଟ୍ରପତି ବୋରିକ୍,ଉଭୟ ଦେଶର ପ୍ରତିନିଧିଗଣ,ଗଣମାଧ୍ୟମର ବନ୍ଧୁମାନେ,ନମସ୍କାର ! ହୋଲା ! ରାଷ୍ଟ୍ରପତି ବୋରିକଙ୍କର ଏହା ହେଉଛି ପ୍ରଥମ ଭାରତ ଗସ୍ତ । ଭାରତ ପ୍ରତି ତାଙ୍କର ଦୃଢ଼ ବନ୍ଧୁତା ଭାବନା ଏବଂ ଆମ ସମ୍ପର୍କକୁ ସୁଦୃଢ଼ କରିବା ପାଇଁ ତାଙ୍କର ପ୍ରତିବଦ୍ଧତା ପ୍ରକୃତରେ
Read More...

ବଲାଙ୍ଗିର ଜିଲ୍ଲାସ୍ତରୀୟ ଓଡ଼ିଶା ଦିବସ ପାଳିତ

ବଲାଙ୍ଗିର, (କେପିଏନ୍‌ଏସ୍‌) : ବଲାଙ୍ଗିର ପୃଥୀରାଜ ହାଇସ୍କୁଲ ହଲ୍‌ରେ ଜିଲ୍ଲାସ୍ତରୀୟ ଓଡ଼ିଶା ଦିବସ ପାଳିତ ହୋଇଯାଇଛି । ଏହି ଅବସରରେ ବଲାଙ୍ଗିର ଜିଲ୍ଲାପାଳ ଗୌରବ ଶିବାଜୀ ଇସଲୱାର ମୁଖ୍ୟ ଅତିଥିଭାବେ ଯୋଗଦେଇ ବରପୁତ୍ରମାନଙ୍କ ଶ୍ରଦ୍ଧାସୁମନ ଅର୍ପଣ ପୂର୍ବକ ପ୍ରଦୀପ ପ୍ରଜ୍ଜ୍ୱଳନ କରି
Read More...

ନୂଆଦିଲ୍ଲୀରେ ଓଡ଼ିଶା ଦିବସ ସମାରୋହକୁ ସମ୍ବୋଧିତ କଲେ କେନ୍ଦ୍ର ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ

● ‘‘ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ନେତୃତ୍ୱରେ ଡବଲ ଇଞ୍ଜିନ ସରକାର ରାଜ୍ୟର ବିକାଶକୁ ଗତିଶୀଳ କରିଛି’’● ‘‘ପ୍ରଧାନମନ୍ତ୍ରୀ ମୋଦୀ ରାଜ୍ୟକୁ ୭୩ ହଜାର କୋଟି ଟଙ୍କାର ରେଳ ଅନୁଦାନ ଯୋଗାଇ ଦେଇଛନ୍ତି’’● ‘‘ରାଜ୍ୟକୁ ଆଇଟି ଉଦ୍ୟୋଗର କେନ୍ଦ୍ରସ୍ଥଳୀରେ ପରିଣତ କରିବା ଲାଗି ପ୍ରସ୍ତୁତ
Read More...

୧୫ ଜିଲ୍ଲାରେ ଘଡ଼ଘଡ଼ି ସହ ବର୍ଷା

ଭୁବନେଶ୍ୱର : ଆଜିଠାରୁ ଅଧା ଓଡ଼ିଶାରେ କାଳବୈଶାଖୀ ପ୍ରଭାବରେ ଝଡ଼ବର୍ଷା ହେବ । ବର୍ଷା ସାଙ୍ଗକୁ ଘଡ଼ଘଡ଼ି ସହ ଜୋର୍‌ରେ ପବନ ବହିବ । ୩ ଓ ୪ ତାରିଖରେ କାଳବୈଶାଖୀର ପ୍ରଭାବ ବଢ଼ିବ । ଏହି ଦୁଇ ଦିନ ପାଇଁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ । ବୁଧବାର ମୟୂରଭଞ୍ଜ, କେନ୍ଦୁଝର,
Read More...