Daily Archives

ଜିଲ୍ଲାସ୍ତରୀୟ କବି ଜୟଦେବ ଜୟନ୍ତୀ ପାଳିତ

କଳାହାଣ୍ଡି, (ଶୁଭେନ୍ଦୁ କୁମାର ପଣ୍ଡା) : ଓଡିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ତଥା ଜିଲ୍ଲା ପ୍ରଶାସନ ଓ ଜିଲ୍ଲା ସଂସ୍କୃତି ପରିଷଦ, କଳାହାଣ୍ଡିଙ୍କ ତରଫରୁ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସ୍ଥିତ ସଦଭାବନା ସଭାଗୃହରେ ଜିଲ୍ଲା ସ୍ତରୀୟ କବି ଜୟଦେବ ଜୟନ୍ତୀ ଅତିରିକ୍ତ ଜିଲ୍ଲାପାଳ ତନ୍ମୟ
Read More...

ଅରୁନ୍ଧତୀ ଜ୍ୱେଲର୍ସ ସମ୍ମୁଖରେ କାର ଦୁର୍ଘଟଣା

ବରଗଡ, (ମୁନ୍ନା ସାହୁ) : ଅରୁନ୍ଧତୀ ଜ୍ୱେଲର୍ସ ସମ୍ମୁଖରେ କାର ଦୁର୍ଘଟଣା । ଅଳ୍ପକେ ବର୍ତିଲେ ସ୍ଥାନୀୟ ଲୋକେ । ସୂଚନାଯୋଗ୍ୟ ଯେ, ଆଜି ସକାଳ ୮ଟା ସମୟରେ ଓଡ଼ି୧୭ ଡବ୍ଲ୍ୟୁ ୯୯୧୭ ନମ୍ବର ବିଶିଷ୍ଟ ଏକ କଳାରଙ୍ଗର କାର ଗାନ୍ଧୀଛକ ପଟୁ ଆସୁଥିବା ସମୟରେ ଭାରସାମ୍ୟ ହରାଇ ଅରୁନ୍ଧତୀ ଜ୍ୱେଲର୍ସ
Read More...

ଭିଜିଲାନ୍ସ ଜାଲରେ ସହକାରୀ ମତ୍ସ୍ୟ ଅଧିକାରୀ ବିଭୂତି ଭୂଷଣ ପ୍ରଧାନ

ସୁବର୍ଣ୍ଣପୁର : ଭିଜିଲାନ୍ସ ହାତରେ ଧରା ପଡ଼ିଲେ ବୀରମହାରାଜପୁର ସହକାରୀ ମତ୍ସ୍ୟ ଅଧିକାରୀ ବିଭୂତି ଭୂଷଣ ପ୍ରଧାନ । ସୂଚନା ଯୋଗ୍ୟ ଯେ, ମହିଳା ସ୍ୱୟଂ ସହାୟକ ଗୋଷ୍ଠୀଙ୍କୁ ସବସିଡ ଟଙ୍କା ମଞ୍ଜୁର କରିବା ପାଇଁ ୪୫ ହଜାର ଟଙ୍କା ଦେବାକୁ ଦାବି କରିଥିଲେ ସହକାରୀ ମତ୍ସ୍ୟ ଅଧିକାରୀ । ଏନେଇ ୩୦
Read More...

“ଆମେ ଓଡିଆ”ର ଅକ୍ଷୟ ତୃତୀୟା ପାଳନ ଓ କାର୍ଯ୍ୟକାରୀ କମିଟି ବୈଠକ

ରାଉରକେଲା, (ସସ୍ମିତା ପ୍ରଧାନ) : ସେକ୍ଟର ୩ ଖଡ୍ଗ ମନ୍ଦିର ପରିସରରେ ଆମେ ଓଡିଆ ରାଉରକେଲା ଶାଖାର ପୂର୍ଣ୍ଣାଙ୍ଗ କମିଟି ବୈଠକ ଓ ଅକ୍ଷୟ ତୃତୀୟା ପାଳନ କରାଯାଇଛି । ଶମ୍ଭୁନାଥ ପରିଡ଼ାଙ୍କ ସଭାପତିତ୍ୱ ଓ ଝିଲିମା ମହାନ୍ତିଙ୍କ ସଂଯୋଜନାରେ ମୁଖ୍ୟ ଉପଦେଷ୍ଟା ପ୍ରଫେସର ଡ. ସମର ମୁଦାଲି,
Read More...

ବଲାଙ୍ଗିରରେ ଜିଲ୍ଲାସ୍ତରୀୟ ଆନ୍ତର୍ଜାତିକ ଶ୍ରମ ଦିବସ ପାଳନ

“ଶ୍ରମିକମାନେ ହିଁ ରାଷ୍ଟ୍ର ନିର୍ମାଣର 'ବିଶ୍ଵକର୍ମା” ବଲାଙ୍ଗିର, (କେପିଏନ୍‌ଏସ୍‌) : ବଲାଙ୍ଗିର ସଦର ମହାକୁମାରେ ଆଜି ପର୍ବାହ୍ନରେ ଜିଲ୍ଲାସ୍ତରୀୟ ଆନ୍ତର୍ଜାତିକ ଶ୍ରମ ଦିବସ ପାଳିତ ହୋଇଯାଇଛି । କଲେଜ ଛକ ସ୍ଥିତ କଲ୍ୟାଣ ମଣ୍ଡପଠାରେ ଜିଲ୍ଲା ପ୍ରଶାସନ ଓ ଜିଲ୍ଲା ଶ୍ରମ ବିଭାଗର ମିଳିତ
Read More...

ଛତ୍ରପୁର ମୁନିସିପେଣ୍ଠ ଗୋଷ୍ଠୀ ସ୍ଵାସ୍ଥ୍ୟକେନ୍ଦ୍ରରେ ସାଇ-ଟିବିର ଶୁଭ ଉଦ୍‌ଘାଟନ

ବ୍ରହ୍ମପୁର, (କେ. ସତ୍ୟନାରାୟଣ ରେଡ୍ଡୀ) : ଛତ୍ରପୁର ବ୍ଲକ୍ ଅନ୍ତର୍ଗତ ମୁନିସିପେଣ୍ଠ ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରର ସଭାଗୃହରେ ଡ଼ା. ସ୍ଵାଧୀନ ରଥଙ୍କ ପ୍ରତ୍ୟେକ୍ଷ ତତ୍ତ୍ଵାବଧାନରେ ସାଇ-ଟିବି କାର୍ଯ୍ୟକ୍ରମର ଶୁଭାରମ୍ଭ ହୋଇଯାଇଛି । ଡ଼ା. ରଥ ପ୍ରଥମ ଇଞ୍ଜେକସନ ମାଧ୍ୟମରେ ଶୁଭାରମ୍ଭ କରି
Read More...

ସର୍ବୋପରି ରାଷ୍ଟ୍ର ଗଠନ ଆମର ମୁଖ୍ୟ ଲକ୍ଷ୍ୟ : ପ୍ରଦୀପ ପୁରୋହିତ

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିରରେ ଆଜି ପ୍ରାଦେଶିକ ଆଚାର୍ଯ୍ୟ ପ୍ରଶିକ୍ଷଣ ୨୦୨୫ ପ୍ରାରମ୍ଭରେ ଜ୍ଞାନ ଯଜ୍ଞ ପରେ ମାନ୍ୟବର ବରଗଡ଼ ସାଂସଦ ପ୍ରଦୀପ କୁମାର ପୁରୋହିତଙ୍କ କର କମଳରେ ଉଦ୍‌ଘାଟନ କରି ସର୍ବୋପରି ରାଷ୍ଟ୍ର ଗଠନ କରିବା ପାଇଁ ସମର୍ପିତ
Read More...

ମହୁମାଛି ଆକ୍ରମଣରେ ୪ ବରଯାତ୍ରୀ ଗୁରୁତର

ବୌଦ୍ଧ : ବୌଦ୍ଧ ଜିଲ୍ଲା କଣ୍ଟାମାଳ ବ୍ଲକ ଜୁନାନି ଗାଁରେ ଅଭାବନୀୟ । ମହୁମାଛି ଆକ୍ରମଣରେ ୪ ବରଯାତ୍ରୀ ଆହତ ହୋଇଛନ୍ତି । ସେମାନଙ୍କୁ ଗୁରୁତର ଅବସ୍ଥାରେ ମେଡିକାଲରେ ଭର୍ତ୍ତି କରାଯାଇଛି ।ସୂଚନା ଅନୁଯାୟୀ କଣ୍ଟାମାଳ ବ୍ଲକ ଜୁନାନି ଗାଁକୁ ଲଇଡ଼ା ଗ୍ରାମରୁ ଏକ ବରଯାତ୍ରୀ ଦଳ ଆସିଥିଲେ ।
Read More...

ଏକତରଫା ପ୍ରେମରୁ ଯୁବତୀଙ୍କୁ ବୀଭତ୍ସ ହତ୍ୟା

ବ୍ରହ୍ମପୁର : ଏକତରଫା ପ୍ରେମରୁ ବୀଭତ୍ସ ହତ୍ୟାକାଣ୍ଡ । ଗୋପାଳପୁର ଥାନା କରାପଲ୍ଲୀ ଗାଁରେ ଏଭଳି ହତ୍ୟାକାଣ୍ଡ ଘଟିଛି । ଘର ଭିତରେ ପଡ଼ିଛି ଯୁବତୀଙ୍କ ରକ୍ତାକ୍ତ ମୃତଦେହ । ସୂଚନା ଯୋଗ୍ୟ ଯେ, ଗଞ୍ଜାମ ଜିଲ୍ଲା ଗୋପାଳପୁର ଥାନା କରାପଲ୍ଲୀ ଗାଁରେ ଘଟିଛି ଅଭାବନୀୟ ଘଟଣା । ଘରେ ପଶି ଯୁବତୀଙ୍କ
Read More...

ସତୀଘାଟରେ ଆମ୍ବେଦକର ଜୟନ୍ତୀ ଉପଲକ୍ଷେ ବନ୍ଧୁ ମିଳନ କାର୍ଯ୍ୟକ୍ରମ

କଣ୍ଟାବାଞ୍ଜି/ତୁରେକେଲା, (ପିତାମ୍ବର ଦୀପ) : ବଲାଙ୍ଗିର ଜିଲ୍ଲା ମୁରିବାହାଲ ବ୍ଲକ ଅନ୍ତର୍ଗତ ସତୀଘାଟରେ ଆମ୍ବେଦକର ପରିବାରର ସମ୍ମିଳନୀ ଅନୁଷ୍ଠିତ ହୋଇଯାଇଛି । ଏହି ପରିପ୍ରେକ୍ଷୀରେ ୧୩୪ ତମ ଆମ୍ବେଦକର ଜୟନ୍ତୀ ମଧ୍ୟ ପାଳନ କରାଯାଇଛି । ଏହି କାର୍ଯ୍ୟକ୍ରମରେ ଅତିଥି ଭାବେ ଲକ୍ଷେ ଘର ଗଣ୍ଡା
Read More...