Daily Archives

ଟ୍ୟାଙ୍କର-ବାଇକ୍ ମଧ୍ୟରେ ମୁହାଁମୁହିଁ ଧକ୍କା : ଜଣେ ମୃତ

ଜହ୍ନାପଙ୍କ : ବୌଦ୍ଧ ଥାନା ଜହ୍ନାପଙ୍କ ଫାଣ୍ଡି ପୋଡାବଲସ ଛକ ନିକଟରେ ଗୋଟିଏ ଟ୍ୟାଙ୍କର ଓ ବାଇକ ମଧ୍ୟରେ ମୁହାଁମୁହିଁ ଧକ୍କା ହୋଇଛି । ଏଥିରେ ବାଇକ ଆରୋହୀଙ୍କ ମୃତ୍ୟୁ ଘଟିଛି । ମୃତକ ଜଣକ ହେଲେ ବଡ ଖଲିଗାଁ ଗ୍ରାମର ସୁମନ୍ତ ରଣା । ପଦ୍ମନପୁର ଗ୍ରାମ ପଞ୍ଚାୟତ ବଡ ଖଲିଗାଁ ଗ୍ରାମର ସୁମନ୍ତ
Read More...

ପାଟଣାଗଡ଼ର ପୂର୍ବତନ ବିଧାୟକ ସରୋଜ ବଲାଙ୍ଗିର ଜିଲ୍ଲା ବିଜେଡ଼ି ସଭାପତି

ବଲାଙ୍ଗିର, (କେପିଏନ୍‌ଏସ୍‌) : ପାଟଣାଗଡ଼ର ପୂର୍ବତନ ବିଧାୟକ ସରୋଜ କୁମାର ମେହେର ବଲାଙ୍ଗିର ଜିଲ୍ଲା ବିଜେଡ଼ି ସଭାପତି ଭାବେ ମନୋନୀତ ହୋଇଛନ୍ତି । ବିଜେଡ଼ି ସୁପ୍ରିମୋ ନବୀନ ପଟ୍ଟନାୟକ ସରୋଜଙ୍କ ଉପରେ ଭରସା ରଖି ତାଙ୍କୁ ଗୁରୁ ଦାୟିତ୍ୱ ପ୍ରଦାନ କରିଛନ୍ତି । ବଲାଙ୍ଗିର ଜିଲ୍ଲାରେ ଏବେ
Read More...

ଲାଠୋର ଠାରେ ପଞ୍ଚାୟତ ସ୍ତରୀୟ ଜନ ଶୁଣାଣୀ ଶିବିର

ଖପ୍ରାଖୋଲ, (ଅଶୋକକୁମାର ବାଗ) : ବଲାଙ୍ଗିର ଜିଲ୍ଲା ଲାଠୋର ସଦର ଗ୍ରାମ ପଞ୍ଚାୟତ କାର୍ଯ୍ୟାଳୟ ଠାରେ ସରପଞ୍ଚ ଜୟଶ୍ରୀ ଭଇଁଶାଲଙ୍କ ଅଧ୍ୟକ୍ଷତାରେ ପଞ୍ଚାୟତ ସ୍ତରୀୟ ଜନ ଶୁଣାଣୀ ଶିବିର ଅନୁଷ୍ଠିତ ହୋଇଯାଇଛି । ଶିବିରରେ ବିଡ଼ିଓ ବିବେକାନନ୍ଦ ଷଡ଼ଙ୍ଗୀ, ସାଂସଦ ପ୍ରତିନିଧି ସନ୍ତୋଷ କୁମାର
Read More...

ବଙ୍ଗୋମୁଣ୍ଡାରେ ମାରୱାଡି ଯୁବା ମଞ୍ଚ ବିକାଶ ଶାଖା ପକ୍ଷରୁ ନିଃଶୁଳ କୃତ୍ରିମ ଅଙ୍ଗ ପ୍ରତ୍ୟାରୋପଣ ଶିବିର ଅନୁଷ୍ଠିତ

ବଙ୍ଗୋମୁଣ୍ଡା, (ଅର୍ଜୁନ କୁମାର ହଂସ) : ବଲାଙ୍ଗିର ଜିଲ୍ଲା ବଙ୍ଗୋମୁଣ୍ଡା ଠାରେ ମାରୱାଡି ଯୁବା ମଞ୍ଚ ବଙ୍ଗୋମୁଣ୍ଡା ଶାଖା ଓ ଶ୍ରୀ ଭଗବାନ ମହାବୀର ବିକଳାଙ୍ଗ ସହାୟତା ସମିତି ରାଞ୍ଚି ମିଳିତ ଉଦ୍ୟମରେ ନିଃଶୁଳ କୃତ୍ରିମ ଅଙ୍ଗ ପ୍ରତ୍ୟାରୋପଣ ଶିବିର ଅନୁଷ୍ଠିତ ହୋଇଯାଇଛି । ସ୍ଥାନୀୟ ଉଗ୍ରସେନ
Read More...

ସଇଁତଲାରେ ବ୍ଲକସ୍ତରୀୟ “ନିଷ୍ଠା” ତାଲିମ ଶିବିର ଉଦ୍‌ଯାପିତ

ସଇଁତଲା, (କେପିଏନ୍‌ଏସ୍‌) : ବଲାଙ୍ଗଶର ଜିଲ୍ଲା ସଇଁତଲା ସ୍ଥିତ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟ ପରିସରରେ ବ୍ଲକ୍ ସ୍ତରୀୟ ଦ୍ୱିତୀୟ ପର୍ଯ୍ୟାୟ ପଞ୍ଚ ଦିବସୀୟ ଶିକ୍ଷକ ପ୍ରଶିକ୍ଷଣ "ନିଷ୍ଠା" (ସମତା ଓ ଅନ୍ତର୍ନିବେଶୀ ଶିକ୍ଷା ୨୦୨୪-୨୫) ତାଲିମ ଶିବିର ଉଦ୍‌ଯାପିତ ହୋଇଯାଇଛି । ଏହି ଶିବିର
Read More...

ଆଦର୍ଶ ଶିକ୍ଷକ ଚାଣ୍ଡାଳ ମିଶ୍ରଙ୍କ ଅବସରକାଳୀନ ସମ୍ବର୍ଦ୍ଧନା ଉତ୍ସବ

ସଇଁତଲା, (କେପିଏନ୍‌ଏସ୍‌) : ବଲାଙ୍ଗିର ଜିଲ୍ଲା ସଇଁତଳା ବ୍ଲକ ଡେଙ୍ଗ ସରକାରୀ ଉନ୍ନୀତ ଉଚ୍ଚ ବିଦ୍ୟାଳୟର ଆଦର୍ଶ ପ୍ରଧାନ ଶିକ୍ଷକ ଚାଣ୍ଡାଳ ମିଶ୍ରଙ୍କୁ ଅବସରକାଳୀନ ସମ୍ବର୍ଦ୍ଧନା ଉତ୍ସବ ଅନୁଷ୍ଠିତ ହୋଇଯାଇଛି । ଏଥିରେ ବିଦ୍ୟାଳୟର ଶିକ୍ଷୟିତ୍ରୀ ରେଣୁକା ସାହୁଙ୍କ ସଭାପତିତ୍ୱରେ ଅନୁଷ୍ଠିତ
Read More...

ପଦ୍ମପୁରରେ ଆଞ୍ଚଳିକ ପରିବହନ କାର୍ଯ୍ୟାଳୟ ସ୍ଥାପନ ଦାବି : ପରିବହନ ମନ୍ତ୍ରୀଙ୍କୁ ଭେଟିଲେ ବରଗଡ଼ ସାଂସଦ

ପଦ୍ମପୁର, (ନିରୋଜ କୁମାର ପାଣୀ) : ବରଗଡ଼ ଜିଲ୍ଲା ପଦ୍ମପୁର ଉପଖଣ୍ଡ ଏକ ଉପାନ୍ତ ଅଞ୍ଚଳ । ଏହାର ଛତିଶଗଡ଼ ସୀମାନ୍ତ ବର୍ତ୍ତୀ ବ୍ଲକ ଝାରବନ୍ଧ ଓ ପାଇକମାଲ ଠାରୁ ବରଗଡ଼ ଦୂରତା ପ୍ରାୟ ୧୨୦ କିମି ପଡ଼ିଥାଏ । ପଦ୍ମପୁରର ଜନସାଧାରଣ ନିଜର ଗାଡି ମୋଟର, ଟ୍ରାକ୍ଟରର କାଗଜପତ୍ର ପାଇଁ ବରଗଡ଼
Read More...

ରାଜବୋଡ଼ାସମ୍ବର ଉଚ୍ଚ ବିଦ୍ୟାଳୟ ପଦ୍ମପୁରରେ ନୂତନ ପ୍ରଧାନ ଶିକ୍ଷକଙ୍କ ଯୋଗଦାନ

ପଦ୍ମପୁର, (ନିରୋଜ କୁମାର ପାଣୀ) : ଓଡିଶା ଶିକ୍ଷା ସେବା-୨କୁ ପଦୋନ୍ନତି ପାଇ ନିରଲମ୍ବ ପ୍ରସାଦ ପଟେଲ ରାଜବୋଡ଼ାସମ୍ବର ଉଚ୍ଚ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ଭାବେ ଯୋଗଦାନ କରିଛନ୍ତି । ଏହା ପୂର୍ବରୁ ଶ୍ରୀ ପଟେଲ ୨୦୨୦ ମସିହାରେ ସିନିୟର SES ପଦବୀକୁ ପଦୋନ୍ନତି ପାଇ ଝର୍ ଉଚ୍ଚ ବିଦ୍ୟାଳୟରେ
Read More...

ତହଁକ୍ କୁଟୁମ୍କୁ ମିଳିଲା ଭାଷା ରଥି ସମ୍ମାନ

ବରଗଡ, (କେପିଏନ୍‌ଏସ୍‌) : ବରଗଡ ଜିଲ୍ଲାର ପ୍ରମୁଖ ଅନୁଷ୍ଠାନ କଲାଦହନା ପକ୍ଷରୁ ତୃତୀୟ ବାର୍ଷିକ ଉତ୍ସବ ସ୍ଥାନୀୟ ବିଜୁ ପଟ୍ଟନାୟକ ଟାଉନ୍ ହଲ୍ ଠାରେ ମହାସମାରୋହରେ ପାଳିତ ହୋଇଯାଇଛି । ଏହି ଅବସରରେ ମୁଖ୍ୟ ଅତିଥି ଭାବେ ସମାଜସେବୀ ନରେନ୍ଦ୍ର କୁମାର ହୋତା ଯୋଗଦେଇଥିବା ବେଳେ ସମ୍ପାଦକ ଦିନେଶ
Read More...

ରାଜ୍ୟରେ ଆଗାମୀ ୧୦ ତାରିଖ ଯାଏଁ ବର୍ଷା : ୫୦ରୁ ୬୦ କିମି ବେଗରେ ପବନ ବି ବହିପାରେ

ଭୁବନେଶ୍ୱର : ଆସନ୍ତା ୧୦ ତାରିଖ ଯାଏ ରାଜ୍ୟରେ ବର୍ଷା ହେବ । ସୋମବାର ମୟୂରଭଞ୍ଜ, କେନ୍ଦୁଝର, ବାଲେଶ୍ୱର, ଭଦ୍ରକ ଓ ଗଜପତିରେ ଘଡ଼ଘଡ଼ି ସହ ବର୍ଷା ଆଶଙ୍କା ଥିବାରୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି । ୫୦ରୁ ୬୦ କିମି ବେଗରେ ପବନ ବି ବହିପାରେ । ପାଣିପାଗ ବିଭାଗ ଏଭଳି ପୂର୍ବାନୁମାନ କରିଛି
Read More...