Daily Archives

ଭାରତ ସରକାରଙ୍କ ସଚିବମାନଙ୍କ ସହ ଉଚ୍ଚସ୍ତରୀୟ ବୈଠକରେ ଅଧ୍ୟକ୍ଷତା କଲେ ପ୍ରଧାନମନ୍ତ୍ରୀ ମୋଦୀ

ନୂଆଦିଲ୍ଲୀ, (ପିଆଇବି) : ପ୍ରଧାନମନ୍ତ୍ରୀ ନରେନ୍ଦ୍ରମୋଦୀ ଆଜି ଭାରତ ସରକାରଙ୍କ ବିଭିନ୍ନ ମନ୍ତ୍ରଣାଳୟ ଏବଂ ବିଭାଗର ସଚିବମାନଙ୍କ ସହ ଏକ ଉଚ୍ଚସ୍ତରୀୟ ବୈଠକରେ ଅଧ୍ୟକ୍ଷତା କରିଛନ୍ତି । ଜାତୀୟ ସୁରକ୍ଷା ସମ୍ବନ୍ଧୀୟ ସାମ୍ପ୍ରତିକ ଘଟଣାକ୍ରମକୁ ଦୃଷ୍ଟିରେ ରଖି ବୈଠକରେଜାତୀୟ ପ୍ରସ୍ତୁତି ଏବଂ
Read More...

ରାଜ୍ୟସ୍ତରୀୟ କରାଟେ ପ୍ରତିଯୋଗିତାରେ ବଲାଙ୍ଗିର କରାଟେ ସ୍କୁଲର ଅଂଶଗ୍ରହଣ

ବଲାଙ୍ଗିର, (ଦେବାଶିଷ ମିଶ୍ର) : ଭୁବନେଶ୍ୱର ସ୍ଥିତ ଉତ୍କଳ କରାଟେ ସ୍କୁଲଠାରେ ହେବାକୁ ଥିବା ୩୬ତମ କ୍ୟାଡେଟ, ଜୁନିୟର ଓ ୩୭ତମ ସବ୍‌ ଜୁନିୟର ରାଜ୍ୟ କରାଟେ ପ୍ରତିଯୋଗିତା ଆସନ୍ତା ୯ ତାରିଖରୁ ୧୧ ମଇ ୨୦୨୫ ପର୍ଯ୍ୟନ୍ତ ହେବ । ଏହି ପ୍ରତିଯୋଗିତାରେ ବଲାଙ୍ଗିର କରାଟେ ସ୍କୁଲରୁ ୧୯ଜଣ କରାଟେ
Read More...

ଖୁବଶୀଘ୍ର ରାଜ୍ୟରେ ଆରମ୍ଭ ହେବ କୁଳପତି ଓ ପ୍ରଫେସର ନିଯୁକ୍ତି ପ୍ରକ୍ରିୟା : ଉଚ୍ଚଶିକ୍ଷା ମନ୍ତ୍ରୀ

ଭୁବନେଶ୍ୱର : ସୁପ୍ରିମକୋର୍ଟ ରାୟ ପରେ ବିଶ୍ୱ ବିଦ୍ୟାଳୟ ନିଯୁକ୍ତିରେ ଫିଟିଲା ବାଟ । ଆଇନଗତ ପ୍ରତିବନ୍ଧକ ହଟିବା ପରେ ପ୍ରତିକ୍ରିୟା ରଖିଲେ ଉଚ୍ଚ ଶିକ୍ଷା ମନ୍ତ୍ରୀ ସୂର୍ଯ୍ୟ ବଂଶୀ ସୂରଜ । ଲେକଚର ଓ ପ୍ରଫେସର ନିଯୁକ୍ତିରେ ଅସଙ୍ଗତି ରହିଥିଲା ତାହାକୁ ସୁପ୍ରିମକୋର୍ଟ ଦୂର କରିଛନ୍ତି ।
Read More...

ଛାତ୍ରନେତାଙ୍କ ସ୍ମୃତିରେ ରକ୍ତଦାନ ଶିବିର

ରାଉରକେଲା, (ସସ୍ମିତା ପ୍ରଧାନ) : ସ୍ୱର୍ଗତ ଛାତ୍ରନେତା ସ୍ମୃତିରଞ୍ଜନ ଦାସଙ୍କ ଦଶାହ ଉପଲକ୍ଷେ ଛାତ୍ର ବିଜୁଜନତା ଦଳର ରାଜ୍ୟ ସମ୍ପାଦକ ଇଂ ଦୁଷ୍ମନ୍ତ ରାଉତରାୟଙ୍କ ନେତୃତ୍ଵରେ ସ୍ୱେଛାକୃତ ରକ୍ତଦାନ ଶିବିର ରାଉରକେଲା ସରକାରୀ ଡାକ୍ତରଖାନା ଠାରେ ଅନୁଷ୍ଠିତ ହୋଇଯାଇଛି । ଏହି ଶିବିରକୁ
Read More...

ଜିଲ୍ଲାସ୍ତରୀୟ ବିଶ୍ୱ ରେଡ଼କ୍ରସ ଦିବସ ପାଳିତ

ସୁବର୍ଣ୍ଣପୁର, (କେପିଏନ୍‌ଏସ୍‌) : ରେଡକ୍ରସ ପ୍ରତିଷ୍ଠାତା ଜନ ହେନେରୀ ଡୁନାଣ୍ଟଙ୍କ ଜନ୍ମ ବାର୍ଷିକୀ ଅବସରରେ ସୁବର୍ଣ୍ଣପୁର ଜିଲ୍ଲା ପ୍ରଶାସନ ଜରୁରୀ ଶାଖା ପକ୍ଷରୁ ବିଶ୍ୱ ରେଡ଼କ୍ରସ ଦିବସ ପାଳିତ ହୋଇଯାଇଛି । ଏହି ପରିପ୍ରେକ୍ଷୀରେ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ରକ୍ତକେନ୍ଦ୍ର ଠାରେ ଏକ
Read More...

ବାଇକ୍ ଉପରେ ଚଢିଗଲା ବସ : ଜଣେ ମୃତ

ପାରାଦୀପ : ପାରାଦୀପ ତାରେଣୀଗଡା ନିକଟରେ ମର୍ମନ୍ତୁଦ ଦୁର୍ଘଟଣା । ବାଇକ ଉପରେ ଚଢିଗଲା ବସ । ଏଥିରେ ଜଣେ ବାଇକ ଆରୋହୀଙ୍କ ମୃତ୍ୟୁ ହୋଇଛି । ମୃତକ ଜଣଙ୍କ ହେଲେ ପାରାଦୀପ ବନ୍ଦରରେ ଇଲେକ୍ଟ୍ରିକାଲ ଡିଭିଜନରେ ଶ୍ରମିକ ଭାବରେ କାର୍ଯ୍ୟ କରୁଥିବା ଅଜିତ ହେମ୍ବ୍ରମ । ମୟୂରଭଞ୍ଜ ଜିଲ୍ଲାର ଅଜିତ
Read More...

ବାରିପଦାରେ ଆନ୍ତର୍ଜାତୀୟ ରେଡକ୍ରସ ଦିବସ -୨୦୨୫ ପାଳିତ

ବାରିପଦା, (ଦେବସ୍ମିତ ଚୌଧୁରୀ) : ଆଜି ବାରିପଦାରେ ଆନ୍ତର୍ଜାତୀୟ ରେଡକ୍ରସ ଦିବସ -୨୦୨୫ ପାଳିତ ହୋଇଯାଇଛି । ଏହି ଅବସରରେ ସକାଳ ୮ଟା ସମୟରେ ବାରିପଦା କ୍ଲବରେ ଜିଲ୍ଲା ଜରୁରୀ କାଳୀନ କାର୍ଯ୍ୟାଳୟ ଓ ରେଡକ୍ରସର ସଦସ୍ୟ ବୃନ୍ଦଙ୍କ ମିଳିତ ସହଯୋଗରେ ଜିଲ୍ଲା ରକ୍ତକେନ୍ଦ୍ରର ଅଧିକାରୀ ଡ଼. ସୌମ୍ୟ
Read More...

ଆଜିଠୁ ନୃସିଂହ ଚତୁର୍ଦ୍ଦଶୀ ବୈଶାଖ ମେଳା ହରିଶଙ୍କର ଠାରେ

ଖପ୍ରାଖୋଲ, (ଅଶୋକ ବାଗ) : ବଲାଙ୍ଗିର ଜିଲ୍ଲା ଖପ୍ରାଖୋଲ ବ୍ଲକର ପବିତ୍ର ଧର୍ମ କ୍ଷେତ୍ର ତଥା ପର୍ଯ୍ୟଟନ ସ୍ଥଳି ହରିଶଙ୍କର ଠାରେ ହେବାକୁ ଥିବା ନୃସିଂହ ଚତୁର୍ଦ୍ଦଶୀ ବୈଶାଖ ମେଳା ଆଜିଠୁ ଆରମ୍ଭ । ୧୨ ତାରିଖ ପର୍ଯ୍ୟନ୍ତ ପାଞ୍ଚ ଦିନ ଧରି ମେଳା ହେବ ବୋଲି ଜଣାଯାଇଛି । ସାସ୍କୃତିକ, ପୌରାଣିକ
Read More...

୫ଟି ଆଇଆଇଟି ଭିତ୍ତିଭୂମିର ସମ୍ପ୍ରସାରଣ ସହ ଆଇଟିଆଇର ବିକାଶ ନେଇ କ୍ୟାବିନେଟର ନିଷ୍ପତିକୁ ସ୍ୱାଗତ

• ଭୁବନେଶ୍ୱରରେ ଦକ୍ଷତା ବିକାଶ ପାଇଁ ପ୍ରତିଷ୍ଠା ହେବ ଜାତୀୟ ଉତ୍କର୍ଷ କେନ୍ଦ୍ର - ଧର୍ମେନ୍ଦ୍ର ପ୍ରଧାନ• ଭୁବନେଶ୍ୱର, ଚେନ୍ନାଇ, ହାଇଦ୍ରାବାଦ, କାନପୁର ଓ ଲୁଧିଆନା ଭଳି ଜାତୀୟ ଦକ୍ଷତା ପ୍ରଶିକ୍ଷଣ ପ୍ରତିଷ୍ଠାନରେ ପ୍ରଶିକ୍ଷକଙ୍କ ଉନ୍ନତ ପ୍ରଶିକ୍ଷଣ ପାଇଁ ଭିତ୍ତିଭୂମି ସୁଦୃଢ଼ କରାଯିବ•
Read More...

ବାହାରେ ପଡ଼ିଛି ଦେଢ଼କୋଟି କେରି କେନ୍ଦୁପତ୍ର

କ୍ଷତି ସହିବେ ସରକାର : ରୋଜଗାର ହରାଇବେ ତୋଳାଳୀ୫୮ଟି ପତ୍ରଫଡିରେ ୩ଦିନ ହେଲା ୫ଦଫା ଦାବି ପୂରଣ ପାଇଁ କାର୍ଯ୍ୟବନ୍ଦ ଆନ୍ଦୋଳନ ଦେଓଗାଁ, (ମନୀଷ କୁମାର ସାହୁ) : ସରକାର ୫ଦଫା ଦାବି ପୁରଣ କରୁନଥିବାରୁ କେନ୍ଦୁପତ୍ର ଖର୍ଦ୍ଧି ସମୟରେ କାର୍ଯ୍ୟ ବନ୍ଦ ଆନ୍ଦୋଳନ କରି ଗାଁ ଗାଁରେ ବୈଠକ
Read More...