Daily Archives

ହରଭଙ୍ଗା ବିଦ୍ୟାଳୟରେ ବିଶ୍ୱ ରେଡ଼କ୍ରସ ଦିବସ ପାଳିତ

ବଲାଙ୍ଗିର, (କେପିଏନ୍‌ଏସ୍‌) : ବଲାଙ୍ଗିର ହରଭଙ୍ଗା ଉଚ୍ଚ ପ୍ରାଥମିକ ବିଦ୍ୟାଳୟଠାରେ ପ୍ରଧାନଶିକ୍ଷକ ତଥା ରେଡ଼କ୍ରସ କାଉନସିଲର ଦୁର୍ଯୋାଧନ ପଶାୟତଙ୍କ ଅଧ୍ୟକ୍ଷତାରେ ବିଶ୍ୱ ରେଡ଼କ୍ରସ ଦିବସ ପାଳିତ ହୋଇଯାଇଛି । ସେମେଲମୁଣ୍ଡା ଉ. ପ୍ରା. ବିଦ୍ୟାଳୟର ପ୍ରଧାନ ଶିକ୍ଷକ ସୁଶାନ୍ତ କୁମାର ନନ୍ଦ ଓ
Read More...

ନିର୍ଝରିଣୀ ତରଫରୁ ବିଶ୍ୱ ରେଡ଼କ୍ରସ ଦିବସ ପାଳିତ

କଣ୍ଟାବାଞ୍ଜି, (କେପିଏନ୍‌ଏସ୍‌) : କଣ୍ଟାବାଞ୍ଜି ଚଟୁଅନକା ଗ୍ରାମ ପଞ୍ଚାୟତ ଅନ୍ତର୍ଗତ ମାଝୀପଡାଠାରେ ରେଡ଼କ୍ରସ ପରାମର୍ଶ ଦାତା ବିରଞ୍ଚି ନାରାୟଣ ଦାଶଙ୍କ ତତ୍ତ୍ୱାବଧାନରେ ବିଶ୍ୱ ରେଡ଼କ୍ରସ ଦିବସ ପାଳିତ ହୋଇଯାଇଛି । କଣ୍ଟାବାଞ୍ଜିର ଅଗ୍ରଣୀ ଅନୁଷ୍ଠାନ ନିର୍ଝରିଣୀ, ମାଝୀପଡା ପ୍ରାଥମିକ
Read More...

ବୈଶାଖ ମେଳା ବିଶ୍ୱଶାନ୍ତି ମହାଯଜ୍ଞ ପ୍ରଥମ ଦିବସରେ ୩୦ହଜାର ୧୦୦ ବୀଜ ମନ୍ତ୍ର ଜପ

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ପଶ୍ଚିମ ଓଡ଼ିଶାର ପ୍ରସିଦ୍ଧ ପୁଣ୍ୟ ପୀଠ ଗନ୍ଧମାର୍ଦ୍ଦନ ପର୍ବତର ପାଦଦେଶରେ ଥିବା ନୃସିଂହନାଥ ପୀଠରେ ବୈଶାଖ ମେଳା ରବିବାର ବିଶ୍ୱଶାନ୍ତି ମହାଯଜ୍ଞ ପ୍ରଥମ ଦିବସରେ ୩୦ହଜାର ୧୦୦ ନୃସିଂହ ବୀଜ ମନ୍ତ୍ର ଜପ ହୋଇଯାଇଛି । ପଣ୍ଡିତ ଡ଼ିଗ୍ରୀଧର
Read More...

ବୈଶାଖ ମେଳାରେ ବିଭିନ୍ନ ଅନୁଷ୍ଠାନ ତରଫରୁ ମିଠା ଓ ପାନୀୟ ଜଳ ବଣ୍ଟନ

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ପଶ୍ଚିମ ଓଡିଶାର ପ୍ରସିଦ୍ଧ ତୀର୍ଥକ୍ଷେତ୍ର ଶ୍ରୀ ନୃସିଂହନାଥ ପୀଠରେ ଚାଲିଥିବା ପବିତ୍ର ବୈଶାଖମେଳାର ୨ୟ ଦିନରେ ପ୍ରବଳ ଗ୍ରୀଷ୍ମକୁ ଆଖି ଆଗରେ ରଖି ବିଭିନ୍ନ ସରକାରୀ ବେସରକାରୀ ସ୍ୱେଚ୍ଛାସେବୀ ସଂଗଠନ ମାନଙ୍କ ଦ୍ୱାରା ଥଣ୍ଡା ପାନୀୟ ଜଳ ସହ ମିଠା
Read More...

ସୁନ୍ଦରଗଡ଼ ଠାରେ ବିଶ୍ଵ ରେଡକ୍ରସ ଦିବସ ପାଳିତ

ସୁନ୍ଦରଗଡ଼, (ସସ୍ମିତା ପ୍ରଧାନ) : ସୁନ୍ଦରଗଡ଼ ସ୍ଥାନୀୟ ସଦଭାବନା ଭବନ ଠାରେ ସମାଜସେବୀ ସାର ଜନ ହେନେରି ଦୁରାଣ୍ଟଙ୍କ ଜନ୍ମ ବାର୍ଷିକୀ ପାଳନ ସହ ବିଶ୍ଵ ରେଡକ୍ରସ ଦିବସ ପାଳିତ ହୋଇଯାଇଛି । କାର୍ଯ୍ୟକ୍ରମରେ ସୁନ୍ଦରଗଡ଼ ପୌରପାଳିକା ଅଧ୍ୟକ୍ଷା ତନୟା ମିଶ୍ର, ଜିଲ୍ଲାପାଳ ମନୋଜ ମହାଜନ,
Read More...

ଭାରତ ସରକାରଙ୍କ ସଚିବମାନଙ୍କ ସହ ଉଚ୍ଚସ୍ତରୀୟ ବୈଠକରେ ଅଧ୍ୟକ୍ଷତା କଲେ ପ୍ରଧାନମନ୍ତ୍ରୀ ମୋଦୀ

ନୂଆଦିଲ୍ଲୀ, (ପିଆଇବି) : ପ୍ରଧାନମନ୍ତ୍ରୀ ନରେନ୍ଦ୍ରମୋଦୀ ଆଜି ଭାରତ ସରକାରଙ୍କ ବିଭିନ୍ନ ମନ୍ତ୍ରଣାଳୟ ଏବଂ ବିଭାଗର ସଚିବମାନଙ୍କ ସହ ଏକ ଉଚ୍ଚସ୍ତରୀୟ ବୈଠକରେ ଅଧ୍ୟକ୍ଷତା କରିଛନ୍ତି । ଜାତୀୟ ସୁରକ୍ଷା ସମ୍ବନ୍ଧୀୟ ସାମ୍ପ୍ରତିକ ଘଟଣାକ୍ରମକୁ ଦୃଷ୍ଟିରେ ରଖି ବୈଠକରେଜାତୀୟ ପ୍ରସ୍ତୁତି ଏବଂ
Read More...

ରାଜ୍ୟସ୍ତରୀୟ କରାଟେ ପ୍ରତିଯୋଗିତାରେ ବଲାଙ୍ଗିର କରାଟେ ସ୍କୁଲର ଅଂଶଗ୍ରହଣ

ବଲାଙ୍ଗିର, (ଦେବାଶିଷ ମିଶ୍ର) : ଭୁବନେଶ୍ୱର ସ୍ଥିତ ଉତ୍କଳ କରାଟେ ସ୍କୁଲଠାରେ ହେବାକୁ ଥିବା ୩୬ତମ କ୍ୟାଡେଟ, ଜୁନିୟର ଓ ୩୭ତମ ସବ୍‌ ଜୁନିୟର ରାଜ୍ୟ କରାଟେ ପ୍ରତିଯୋଗିତା ଆସନ୍ତା ୯ ତାରିଖରୁ ୧୧ ମଇ ୨୦୨୫ ପର୍ଯ୍ୟନ୍ତ ହେବ । ଏହି ପ୍ରତିଯୋଗିତାରେ ବଲାଙ୍ଗିର କରାଟେ ସ୍କୁଲରୁ ୧୯ଜଣ କରାଟେ
Read More...

ଖୁବଶୀଘ୍ର ରାଜ୍ୟରେ ଆରମ୍ଭ ହେବ କୁଳପତି ଓ ପ୍ରଫେସର ନିଯୁକ୍ତି ପ୍ରକ୍ରିୟା : ଉଚ୍ଚଶିକ୍ଷା ମନ୍ତ୍ରୀ

ଭୁବନେଶ୍ୱର : ସୁପ୍ରିମକୋର୍ଟ ରାୟ ପରେ ବିଶ୍ୱ ବିଦ୍ୟାଳୟ ନିଯୁକ୍ତିରେ ଫିଟିଲା ବାଟ । ଆଇନଗତ ପ୍ରତିବନ୍ଧକ ହଟିବା ପରେ ପ୍ରତିକ୍ରିୟା ରଖିଲେ ଉଚ୍ଚ ଶିକ୍ଷା ମନ୍ତ୍ରୀ ସୂର୍ଯ୍ୟ ବଂଶୀ ସୂରଜ । ଲେକଚର ଓ ପ୍ରଫେସର ନିଯୁକ୍ତିରେ ଅସଙ୍ଗତି ରହିଥିଲା ତାହାକୁ ସୁପ୍ରିମକୋର୍ଟ ଦୂର କରିଛନ୍ତି ।
Read More...

ଛାତ୍ରନେତାଙ୍କ ସ୍ମୃତିରେ ରକ୍ତଦାନ ଶିବିର

ରାଉରକେଲା, (ସସ୍ମିତା ପ୍ରଧାନ) : ସ୍ୱର୍ଗତ ଛାତ୍ରନେତା ସ୍ମୃତିରଞ୍ଜନ ଦାସଙ୍କ ଦଶାହ ଉପଲକ୍ଷେ ଛାତ୍ର ବିଜୁଜନତା ଦଳର ରାଜ୍ୟ ସମ୍ପାଦକ ଇଂ ଦୁଷ୍ମନ୍ତ ରାଉତରାୟଙ୍କ ନେତୃତ୍ଵରେ ସ୍ୱେଛାକୃତ ରକ୍ତଦାନ ଶିବିର ରାଉରକେଲା ସରକାରୀ ଡାକ୍ତରଖାନା ଠାରେ ଅନୁଷ୍ଠିତ ହୋଇଯାଇଛି । ଏହି ଶିବିରକୁ
Read More...

ଜିଲ୍ଲାସ୍ତରୀୟ ବିଶ୍ୱ ରେଡ଼କ୍ରସ ଦିବସ ପାଳିତ

ସୁବର୍ଣ୍ଣପୁର, (କେପିଏନ୍‌ଏସ୍‌) : ରେଡକ୍ରସ ପ୍ରତିଷ୍ଠାତା ଜନ ହେନେରୀ ଡୁନାଣ୍ଟଙ୍କ ଜନ୍ମ ବାର୍ଷିକୀ ଅବସରରେ ସୁବର୍ଣ୍ଣପୁର ଜିଲ୍ଲା ପ୍ରଶାସନ ଜରୁରୀ ଶାଖା ପକ୍ଷରୁ ବିଶ୍ୱ ରେଡ଼କ୍ରସ ଦିବସ ପାଳିତ ହୋଇଯାଇଛି । ଏହି ପରିପ୍ରେକ୍ଷୀରେ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ରକ୍ତକେନ୍ଦ୍ର ଠାରେ ଏକ
Read More...