Daily Archives

ମହେଶ ଦାସ ମେମୋରିଆଲ ଫୁଟବଲ ଟୁର୍ଣ୍ଣାମେଣ୍ଟର ୩ୟ ଦିନ

ବାରିପଦା, (ଦେବସ୍ମିତ ଚୌଧୁରୀ) : ବାରିପଦା ସ୍ଥାନୀୟ ମଧୁବନ ମିନି ଷ୍ଟାଡିୟମ ପଡିଆରେ ମହେଶ ଦାସ ମେମୋରିଆଲ ଫୁଟବଲ ଟୁର୍ଣ୍ଣାମେଣ୍ଟର ୩ୟ ଦିନର ପ୍ରଥମ ମ୍ୟାଚରେ ଶିମିଳିପାଳ ଫୁଟବଲ କ୍ଲବ ବିନ୍ଦୁସାଗର ଫୁଟବଲ କ୍ଲବକୁ ୫ - ୦ ଗୋଲରେ ପରାସ୍ତ କରିଥିଲା । ଦଳ ପକ୍ଷରୁ ଟିକି ହେମ୍ବ୍ରମ ୨ଟି,
Read More...

ସମସ୍ୟା ଘେରରେ ମହାରାଜା ଶ୍ରୀରାମଚନ୍ଦ୍ର ବିଶ୍ୱ ବିଦ୍ୟାଳୟ ଓଡ଼ିଆ ଜାଗରଣ ମଞ୍ଚ ପକ୍ଷରୁ : ମୁଖ୍ୟମନ୍ତ୍ରୀଙ୍କୁ…

ବାରିପଦା, (ଦେବସ୍ମିତ ଚୌଧୁରୀ) : ଆଜି ଓଡ଼ିଆ ଜାଗରଣ ମଞ୍ଚର ପ୍ରତିଷ୍ଠାତା ସମ୍ପାଦକ ଶରତ ଚନ୍ଦ୍ର ନାୟକଙ୍କ ନେତୃତ୍ୱରେ ଏକ ପ୍ରତିନିଧିଦଳ ମୟୁରଭଞ୍ଜ ଅତିରିକ୍ତ ଜିଲ୍ଲାପାଳଙ୍କ ମାଧ୍ୟମରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ମହାରାଜା ଶ୍ରୀରାମଚନ୍ଦ୍ର ବିଶ୍ୱ ବିଦ୍ୟାଳୟର ବିଭିନ୍ନ ସମସ୍ୟା
Read More...

ବଜ୍ରାଘାତରେ ଚାଲିଗଲା ବାପା ଝିଅଙ୍କ ସମେତ ୩ଜଣଙ୍କ ଜୀବନ

କୋରାପୁଟ : ପଟ୍ଟାଙ୍ଗି ବ୍ଲକ ଅଧିନସ୍ଥ ଆମ୍ପାବାଲି ପଂଚାୟତର କନ୍ଧପୁଟାବନ୍ଧ ଗ୍ରାମରେ ବଜ୍ରାଘାତରେ ୩ଜଣଙ୍କ ମୃତ୍ୟୁ ହୋଇଛି । ମୃତକଙ୍କ ମଧ୍ୟରେ ଜଣେ ମହିଳା, ଜଣେ ନାବାଳିକା ଓ ଗୋଟିଏ ପୁରୁଷ ଅଛନ୍ତି । ମୃତକ ହେଲେ ଗେମେଲ ତୁମ୍ବାଇ (୫୮), ଗେମେଲ କମି (୧୩), ଗେମେଲ କ୍ରିଷ୍ଣା(୪୭) ।
Read More...

ଅପରେସନ୍‍ ସିନ୍ଦୁର’ର ସଫଳତା : ଭୁବନେଶ୍ୱରରେ ରାଜ୍ୟ ସ୍ତରୀୟ ତ୍ରିରଙ୍ଗା ବାଇକ୍ ଯାତ୍ରା ଅନୁଷ୍ଠିତ

ଭୁବନେଶ୍ୱର : ଆତଙ୍କବାଦ ବିରୋଧୀ ଅଭିଯାନ, ଅପରେସନ୍‍ ସିନ୍ଦୁର’ର ସଫଳତା ପରେ ଆଜି ଭୁବନେଶ୍ୱରର କଳିଙ୍ଗ ଷ୍ଟାଡିଅମ ଠାରେ ଏକ ତ୍ରିରଙ୍ଗା ବାଇକ୍ ଯାତ୍ରା ଅନୁଷ୍ଠିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମରେ ମୁଖ୍ୟଅତିଥି ଭାବେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଯୋଗଦେଇ ଏହି ବାଇକ୍ ଯାତ୍ରାକୁ ପତାକା
Read More...

ଆଇନ ସଚେତନତା କାର୍ଯ୍ୟକ୍ରମ

ବଲାଙ୍ଗିର, (କେପିଏନ୍‌ଏସ୍‌) : ଓଡିଶା ରାଜ୍ୟ ଆଇନ ସେବା ପ୍ରାଧିକରଣ ନିର୍ଦ୍ଦେଶ ଅନୁସାରେ ଓ ଜିଲ୍ଲା ଆଇନ ସେବା ପ୍ରାଧିକରଣର ଅଧ୍ୟକ୍ଷ ଡ. ପବିତ୍ର ମୋହନ ସାମଲଙ୍କ ଅନୁମତି କ୍ରମେ ଆଜି ପୂର୍ବାହ୍ନରେ ସାଗରପାଲିଠାରେ ଆଇନ ସଚେତନ ଶିବିର ଅନୁଷ୍ଠିତ ହୋଇଛି । ଜାତୀୟ ଆଇନ ସେବା ପ୍ରାଧିକରଣ
Read More...

ବୁଧବାର ଦିନ ରାଷ୍ଟ୍ରପତି ଭବନର ଗଣତନ୍ତ୍ର ମଣ୍ଡପରେ ଏକ ବର୍ଣ୍ଣାଢ୍ୟ ଉତ୍ସବ ଅନୁଷ୍ଠିତ

ନୂଆଦଲ୍ଲୀ, (ପିଆଇବି) : ବୁଧବାର ଦିନ ରାଷ୍ଟ୍ରପତି ଭବନର ଗଣତନ୍ତ୍ର ମଣ୍ଡପରେ ଏକ ବର୍ଣ୍ଣାଢ୍ୟ ଉତ୍ସବ ଅନୁଷ୍ଠିତ ହୋଇଛି । ସୁପ୍ରିମକୋର୍ଟର ପ୍ରଧାନ ବିଚାରପତି ଭାବରେ ଜଷ୍ଟିସ ଭୂଷଣ ରାମକୃଷ୍ଣ ଗଭାଇ ଶପଥ ନେଇଛନ୍ତି । ତାଙ୍କୁ ପଦ ଓ ଗୋପନୀୟତାର ଶପଥ ପାଠ କରାଇଛନ୍ତି ଭାରତର ମହାମହିମ
Read More...

ଉତ୍ତରପ୍ରଦେଶରେ ସେମିକଣ୍ଡକ୍ଟର ୟୁନିଟ୍ ସ୍ଥାପନକୁ କ୍ୟାବିନେଟ୍ ଅନୁମୋଦନ
ସେମିକଣ୍ଡକ୍ଚର ମିସନ : ନିରନ୍ତର ଅଗ୍ରଗତି

ନୂଆଦିଲ୍ଲୀ, (ପିଆଇବି) : ଇଣ୍ଡିଆ ସେମିକଣ୍ଡକ୍ଟର ମିସନ ଅଧିନରେ ଆଉ ଏକ ସେମିକଣ୍ଡକ୍ଟର ୟୁନିଟ୍ ସ୍ଥାପନକୁ ଆଜି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଅଧ୍ୟକ୍ଷତାରେ ବସିଥିବା କେନ୍ଦ୍ର କ୍ୟାବିନେଟ୍ ବୈଠକରେ ଅନୁମୋଦନ ମିଳିଛି । ଏବେ ଦେଶରେ ୫ଟି ସେମିକଣ୍ଡକ୍ଟର ୟୁନିଟର ନିର୍ମାଣ କାର୍ଯ୍ୟ
Read More...

ଗ୍ରୀଷ୍ମକାଳୀନ କରାଟେ ଟାଇକଣ୍ଡୋ ପ୍ରଶିକ୍ଷଣ ଶିବିର ଉଦ୍‌ଘାଟିତ

ବଲାଙ୍ଗିର, (ଦେବାଶିଷ ମିଶ୍ର) : ବଲାଙ୍ଗିର ସ୍ଥାନୀୟ ଟାଉନ ବାଳିକା ଉଚ୍ଚ ବିଦ୍ୟାଳୟ ପରିସରରେ ଅସୀମ କରାଟେ ଏକାଡେମୀ ଓ ବଲାଙ୍ଗିର ଜିଲ୍ଲା ଟାଇକଣ୍ଡୋ ସଂଘର ମିଳିତ ଉଦ୍ୟମରେ ଗ୍ରୀଷ୍ମକାଳୀନ ଆତ୍ମରକ୍ଷା ତାଲିମ ଶିବିର ଉଦ୍‌ଘାଟିତ ହୋଇଯାଇଛି । ଜାତୀୟ ସ୍ତରରେ କରାଟେ ଓ ଟାଇକଣ୍ଡୋ କୋଚ ଅସୀମ
Read More...

ଦକ୍ଷିଣ ଓଡ଼ିଶା ଆଦିବାସୀ ମହାସଂଘର ଦୁଇ ଦିନିଆ ଅଧିବେଶନ ଅନୁଷ୍ଠିତ

ରାୟଗଡ଼, (କେପିଏନ୍‌ଏସ୍‌) : ସହର ଉପକଣ୍ଠ ସିରିଗୁଡ଼ା ସ୍ଥିତ ଏକଲବ୍ୟ ଆଦର୍ଶ ଆବାସିକ ବିଦ୍ୟାଳୟର ଗୁରୁ ଦ୍ରୋଣାଚାର୍ଯ୍ୟଇଣ୍ଡୋର ହଲରେ ରାଜ୍ୟ ସ୍ତରୀୟ ଆଦିବାସୀ ଅଧିବେଶନ ଅନୁଷ୍ଠିତ ହୋଇଥିଲା । ଏହି ଦୁଇଦିନିଆ ଅଧିବେଶନରେ ୮ ଜିଲ୍ଲାର ବୁଦ୍ଧିଜିବୀ, ଶିକ୍ଷାବିତ୍, ସମାଜସେବୀ, ସରକାରୀ ଓ
Read More...

ସମାଜସେବୀ ଅସୀମ ସାରଙ୍କୁ ମିଳିଲା ଡକ୍ଟରେଟ ଉପାଧି

ବାରିପଦା, (ଦେବସ୍ମିତ ଚୌଧୁରୀ) : ନାଗପୁର ସ୍ଥିତ ଗ୍ଲୋବାଲ ଆନ୍ତର୍ଜାତୀୟ ଫାଉଣ୍ଡେସନ ଟିମ ଆନୁକୂଲ୍ୟରେ ଗୁରୁଦେବ ରବୀନ୍ଦ୍ର ନାଥ ଟାଗୋରଙ୍କ ଜନ୍ମ ଜୟନ୍ତୀ ପାଳନ ଅବସରରେ ସମାଜରେ ବିଭିନ୍ନ କ୍ଷେତ୍ରରେ ଉଲ୍ଲେଖନୀୟ କାର୍ଯ୍ୟ କରିଥିବା ବ୍ୟକ୍ତିବିଶେଷଙ୍କୁ ବିଭିନ୍ନ ସମ୍ମାନରେ ସମ୍ମାନିତ
Read More...