ସାମ୍ବାଦିକଙ୍କୁ ଉଲଗ୍ନ କରି ରାଜ ରାସ୍ତାରେ ବୁଲାଇବା ଧମକ : ମୁଖ୍ୟମନ୍ତ୍ରୀଙ୍କ ଦ୍ୱାରସ୍ଥ ହେଲେ ସାମ୍ବାଦିକ
ବରଗଡ, (ନିରୋଜ କୁମାର ପାଣୀ) : ସର୍ବ ସାଧାରଣରେ ଗାଳିଗୁଲଜ କରିବା ସହ ଉଲଗ୍ନ କରି ବରଗଡ ରାଜରାସ୍ତାରେ ଚପଲମାଲ ପିନ୍ଧାଇ ବୁଲାଇ ଦେବାର ଧମକ ଦେବାରୁ ୨ଜଣ ବିଧାୟକଙ୍କ ବିରୋଧରେ ବରଗଡ ଜିଲ୍ଲାର ଜଣେ ବରିଷ୍ଠ ସାମ୍ବାଦିକ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ଚିଠି ଲେଖି ଫେରାଦ ହୋଇଛନ୍ତି ।!-->…
Read More...
Read More...