୩୨ କେଜି ଗଞ୍ଜେଇ ସହ କାର ଜବତ : ୨ ଗିରଫ
ତୁଷୁରା, (ଖୁସିରାନୀ ସାହୁ) : ତୁଷୁରା ଅବକାରୀ ବିଭାଗ ପକ୍ଷରୁ ତୁଷୁରା– ଖଇରଗୁଡ଼ା ରାସ୍ତାରେ ଚଢାଉ କରି ଏକ କାରରୁ ୩୨ କେଜି ଗଞ୍ଜେଇ ଜବତ କରିବା ସହ ୨ ଜଣକୁ ଗିରଫ କରାଯାଇଛି । ଗିରଫ ଅଭିଯୁକ୍ତମାନେ ବଲାଙ୍ଗିର ଟାଉନ ଥାନା ଅନ୍ତର୍ଗତ ରାଧାରାଣୀ ପଡାର ଉମାକାନ୍ତ ସେଠ ଓ କଂସାରି ପଡାର ରତନ!-->…
Read More...
Read More...