ବଙ୍ଗୋମୁଣ୍ଡାରେ ପଞ୍ଚାୟତ ସମିତି ବୈଠକ ଅନୁଷ୍ଠିତ
ବଙ୍ଗୋମୁଣ୍ଡା, (ଅର୍ଜୁନ କୁମାର ହଂସ) : ବଲାଙ୍ଗିର ଜିଲ୍ଲା ବଙ୍ଗୋମୁଣ୍ଡା ପଞ୍ଚାୟତ ସମିତି ସଭାଗୃହଠାରେ ପଞ୍ଚାୟତ ସମିତିର ଦ୍ଵିମାସିକ ବୈଠକ ବ୍ଲକ ଅଧ୍ୟକ୍ଷା ରଞ୍ଜୁବାଲା ବେହେରାଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଥିଲା । ମୁଖ୍ୟ ଅତିଥି ଭାବେ କଣ୍ଟାବାଞ୍ଜି ବିଧାୟକ ଲକ୍ଷ୍ମଣ ବାଗ!-->…
Read More...
Read More...