jittmm
Daily Archives

ଟିଟିଲାଗଡ଼ର ସଫେଇ କର୍ମଚାରୀଙ୍କୁ ନେଇ ପ୍ରକୃତି ରକ୍ଷା ତରଫରୁ ହେଲଥ କ୍ୟାମ୍ପ ଆୟୋଜିତ

ଟିଟିଲାଗଡ଼, (ସଞ୍ଜୟ କୁମାର ନାୟକ) : ଟିଟିଲାଗଡ଼ ସହରର ପ୍ରକୃତି ରକ୍ଷା ଏନ୍‌ଜିଓ ତରଫରୁ ବିଭିନ୍ନ ସମୟରେ ବିଭିନ୍ନ ସାମାଜିକ ସେବା କରାଯାଇଥାଏ । ଶନିବାର ଦିନ ସକାଳେ ସ୍ଥାନୀୟ ପୌର ପରିଷଦର କଲ୍ୟାଣ ମଣ୍ଡପ ଠାରେ ପ୍ରକୃତି ମିତ୍ର ସୋସିଆଲ ଅନୁଷ୍ଠାନ ପକ୍ଷରୁ ସଭାପତି ସାରଦା ରାଓଙ୍କ
Read More...

ଲାୟନ୍ସ କ୍ଲବ୍ ପଦମପୁରର ଶୀତଳ ଷଷ୍ଠୀ ଶୋଭାଯାତ୍ରା ନିମନ୍ତେ ପ୍ରସ୍ତୁତି ବୈଠକ ଅନୁଷ୍ଠିତ

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ସ୍ଥାନୀୟ ଲାୟନ୍ସ ଭବନ ପରିସରରେ ଲାୟନ୍ସ ପ୍ରୀତମ ମେହରଙ୍କ ସଭାପତିତ୍ୱରେ ଚଳିତ ବର୍ଷର ଶୀତଳ ଷଷ୍ଠୀ ଶୋଭାଯାତ୍ରାକୁ ଦୃଷ୍ଟିରେ ରଖି ଏକ ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି । ଯେହେତୁ ପ୍ରବଳ ଗରମରେ ଶୋଭାଯାତ୍ରାଟି
Read More...

ବାଇକକୁ ପିଟିଲା ଆର୍ଟିଗା : ୧ ଗୁରୁତର

ସଇଁତଲା, (ଖୁସିରାଣୀ ସାହୁ) : ସଇଁତଲା ଥାନା ଜାତୀୟ ରାଜପଥ ୨୬ ବରଗାଁ ଲାଂଥ ନଦୀ ବ୍ରିଜରେ ବାଇକ ଓ ଆର୍ଟିକା ଗାଡ଼ି ମୁହାଁମୁହିଁ ଧକ୍କା । ମୁହାଁମୁହିଁ ଧକ୍କା ହେବା ଫଳରେ ବାଇକ ଆରୋହୀଙ୍କୁ ଗୁରୁତର ଅବସ୍ଥାରେ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିବା ବେଳେ ଗୁରୁତର ବ୍ୟକ୍ତିଙ୍କ ପରିଚୟ
Read More...

ବରଗଡ଼ ଧନୁଯାତ୍ରା ମହୋତ୍ସବର ସାଧାରଣ ଓ କାର୍ଯ୍ୟନିର୍ବାହୀ କମିଟିର ବୈଠକ

ଆୟ-ବ୍ୟୟ ଆଲୋଚନା ସହ ଧନୁଯାତ୍ରା ଫିଲ୍ମ ଓ କଫି ଟେବୁଲ ବୁକ୍ ହେଲା ଉନ୍ମୋଚନ ବରଗଡ, (ମୁନ୍ନା ସାହୁ) : ବରଗଡ଼ ଧନୁଯାତ୍ରା ମହୋତ୍ସବର ସାଧାରଣ ଓ କାର୍ଯ୍ୟନିର୍ବାହୀ କମିଟିର ବୈଠକ ଅନୁଷ୍ଠିତ ହୋଇଯାଇଛି । ବିଶ୍ୱ ପ୍ରସିଦ୍ଧ ବରଗଡ଼ ଧନୁଯାତ୍ରା ମହୋତ୍ସବ-୨୦୨୫ର ଭବ୍ୟ ସଫଳତା ପରେ ଆୟ-ବ୍ୟୟ
Read More...

ରାଇବନ୍ଧ ସରପଞ୍ଚଙ୍କ ବିରୁଦ୍ଧରେ ଅନାସ୍ଥା ପ୍ରକଟ : ଭଞ୍ଜନଗର ଉପଜିଲ୍ଲାପାଳଙ୍କୁ ଠାରେ ଲିଖିତ ଆବେଦନ

ବ୍ରହ୍ମପୁର, (କେ.ସତ୍ୟନାରାୟଣ ରେଡ୍ଡୀ) ଭଞ୍ଜନଗର ସବଡ଼ିଭିଜନ ଅଧୀନସ୍ଥ ସୋରଡା ବ୍ଳକରରାଇବନ୍ଧ ପଂଚାୟତରେ ସରପଞ୍ଚଙ୍କ ବିରୁଦ୍ଧରେ ଅନାସ୍ଥା ପ୍ରସ୍ତାବ ଆସିଛି । ଏନେଇ ୮ଜଣ ୱାର୍ଡ ମେମ୍ବର ଭଞ୍ଜନଗର ଉପଜିଲ୍ଲାପାଳ ଉମାଶଙ୍କର ବେହେରାଙ୍କୁ ଭେଟି ଉକ୍ତ ପଞ୍ଚାୟତର ୮ ଜଣ ୱାର୍ଡ ସଭ୍ୟସଭ୍ୟା
Read More...

ମେଗା ପାଇପ୍ ଲାଇନ୍ ଯିବା ପରେ ମରାମତି ନହେବାରୁ ବର୍ଷାପାଣିରେ ବୁଡ଼ି ରହିଛି ରାସ୍ତା : ଯାତ୍ରୀ ହନ୍ତସନ୍ତ

ବେଲବାହାଳୀ : ସାମାନ୍ୟ ବର୍ଷାରେ ଉବୁଟୁବୁ କେନ୍ଦୁଝର ଜିଲ୍ଲା ଘଷିପୁରା ବ୍ଲକ୍ ଦେଓଗାଁ ମୁଖ୍ୟ ରାସ୍ତା । ମେଗା ପାଇପ୍ ଲାଇନ୍ ଯିବା ପରେ ମରାମତି ନହେବାରୁ ବର୍ଷାପାଣିରେ ବୁଡ଼ି ରହିଛି ରାସ୍ତା । ଫଳରେ ସ୍ଥାନୀୟ ଲୋକେ ଯାତାୟାତରେ ସମସ୍ୟା ଭୋଗୁଛନ୍ତି । ଯଥାଶୀଘ୍ର ଏହି ସମସ୍ୟାର ସମାଧାନ
Read More...

ନେଲଗୁଣ୍ଡା -ଇନ୍ଦ୍ରାବତୀ ଜଙ୍ଗଲରେ ଏନ୍‌କାଉଣ୍ଟର : ସୁରକ୍ଷାକର୍ମୀଙ୍କ ଗୁଳିରେ ଟଳିଲେ ୪ ମାଓବାଦୀ

ମାଲକାନଗିରି : ମହାରାଷ୍ଟ୍ର ଗଡଚିରୋଲି ଜିଲ୍ଲା ଏନ୍‌କାଉଣ୍ଟର । ସୁରକ୍ଷାକର୍ମୀଙ୍କ ଗୁଳିରେ ଚାରି ଜଣ ହାର୍ଡକୋର ମାଓବାହୀ ନିହତ ହୋଇଥିବା ସୂଚନା ମିଳିଛି । ଏହାସହିତ ଘଟଣାସ୍ଥଳରୁ ବିପୁଳ ପରିମାଣର ଅସ୍ତ୍ରଶସ୍ତ୍ର ମଧ୍ୟ ଜବତ ହୋଇଛି । ଖବର ଅନୁଯାୟୀ, ମହାରାଷ୍ଟ୍ର ଓ ଛତିଶଗଡ଼
Read More...

ଜୁପିଟର୍ ଶିକ୍ଷାନୁଷ୍ଠାନର କୃତୀ ଛାତ୍ରଛାତ୍ରୀ ସମ୍ବର୍ଦ୍ଧିତ

ବ୍ରହ୍ମପୁର, (କେ ସତ୍ୟନାରାୟଣ ରେଡ୍ଡୀ) : ଛତ୍ରପୁର ସହରର ଅଗ୍ରଣୀ ଶିକ୍ଷାନୁଷ୍ଠାନ ଜୁପିଟର୍ କୋଚିଙ୍ଗ ସେଣ୍ଟର୍ ବହୁ ମାତ୍ରରେ ସଫଳତା ହାସଲ କରିଛି । ଏନେଇ ସର୍ବମୋଟ ତିନିଜଣ ସର୍ବୋଚ୍ଚ ନମ୍ବର ରଖିଥିବା ବିଦ୍ୟାର୍ଥୀଙ୍କୁ ଉପଢୌକନ ସହ ଅନୁଷ୍ଠାନ ପରିସରରେ ଶୁକ୍ରବାର ସମ୍ବର୍ଦ୍ଧିତ କରାଯାଇଛି
Read More...

ପାଟ୍ରୋଲିଂ ବେଳେ ଅଘଟଣ : ଶିକାରୀ ଗୁଳିରେ ବନକର୍ମଚାରୀ ମୃତ

ଢେଙ୍କାନାଳ : ଶିକାରୀ ଓ ବନକର୍ମଚାରୀ ମୁହାଁମୁହିଁ । ଯେଉଁଥିରେ ଶିକାରୀଙ୍କ ଗୁଳି ଜଣେ ବନ କର୍ମଚାରୀଙ୍କର ମୃତ୍ୟୁ ହୋଇଛି । ମୃତକଙ୍କ ନାମ ଇନ୍‌ଚାର୍ଜ ଫରେଷ୍ଟର ପ୍ରହଲ୍ଲାଦ ପ୍ରଧାନ ବୋଲି ଜଣାପଡିଛି । ଢେଙ୍କାନାଳ ଜିଲ୍ଲା ହିନ୍ଦୋଳ ବନାଞ୍ଚଳରେ ଘଟିଛି ଏହି ଅଘଟଣ । ଖବର ଅନୁଯାୟୀ,
Read More...

ଭାରସାମ୍ୟ ହରାଇ ଗଛକୁ ପିଟିଲା କାର୍‌ : ଯୁବକ ମୃତ

କରଞ୍ଜିଆ : ମୟୂରଭଞ୍ଜ ଜିଲ୍ଲା କାଦଡିହା ଛକ ନିକଟରେ ଦୁର୍ଘଟଣା । ଭାରସାମ୍ୟ ହରାଇ ଗଛକୁ ପିଟିଲା କାର୍‌ । ଦୁର୍ଘଟଣାରେ ହିମେନ୍ ବସ ମାଲିକଙ୍କ ପୁଅ ଯୁବ ଓକିଲ ସୌମେନ୍ଦ୍ର ମହାନ୍ତି (ବୁଲୁ)ଙ୍କ ମୃତ୍ୟୁ ହୋଇଛି । ସୂଚନା ମୁତାବକ, ଶୁକ୍ରବାର ରାତି ପ୍ରାୟ ୧୧ଟା ୩୦ରେ ସୌମେନ୍ଦ୍ର ମହାନ୍ତି
Read More...