ଏକତରଫା ପ୍ରେମରୁ ଯୁବତୀଙ୍କୁ ବୀଭତ୍ସ ହତ୍ୟା
ବ୍ରହ୍ମପୁର : ଏକତରଫା ପ୍ରେମରୁ ବୀଭତ୍ସ ହତ୍ୟାକାଣ୍ଡ । ଗୋପାଳପୁର ଥାନା କରାପଲ୍ଲୀ ଗାଁରେ ଏଭଳି ହତ୍ୟାକାଣ୍ଡ ଘଟିଛି । ଘର ଭିତରେ ପଡ଼ିଛି ଯୁବତୀଙ୍କ ରକ୍ତାକ୍ତ ମୃତଦେହ । ସୂଚନା ଯୋଗ୍ୟ ଯେ, ଗଞ୍ଜାମ ଜିଲ୍ଲା ଗୋପାଳପୁର ଥାନା କରାପଲ୍ଲୀ ଗାଁରେ ଘଟିଛି ଅଭାବନୀୟ ଘଟଣା । ଘରେ ପଶି ଯୁବତୀଙ୍କ!-->…
Read More...
Read More...