ଭଞ୍ଜନଗରରେ ଦକ୍ଷିଣାଞ୍ଚଳ ଆରଡିସିଙ୍କ ସମୀକ୍ଷା
ବ୍ରହ୍ମପୁର, (କେ.ସତ୍ୟନାରାୟଣ ରେଡ୍ଡୀ) : ଦକ୍ଷିଣାଞ୍ଚଳ ରାଜସ୍ୱଆୟୁକ୍ତ (ଆରଡିସି) ରୂପା ରୋଶନ ସାହୁ ବୁଧବାର ଦିନିକିଆ ଭଞ୍ଜନଗର ଗସ୍ତରେ ଆସି ରାଜସ୍ୱ ଓ ପଞ୍ଚାୟତିରାଜ ବିଭାଗ ସମେତ ଅନ୍ୟ ବିଭାଗର ସମୀକ୍ଷା କରିଛନ୍ତି । ଶ୍ରୀମତୀ ସାହୁ ପ୍ରଥମେ ଭଞ୍ଜନଗର ତହସିଲକୁ ଯାଇ ବିଭାଗୀୟ ସମୀକ୍ଷା!-->…
Read More...
Read More...