ଭାରସାମ୍ୟ ହରାଇ ଓଲଟିଲା କାର୍ : ଚାଲିଗଲା ୨ଜଣଙ୍କ ଜୀବନ
ସମ୍ୱଲପୁର : ସମ୍ୱଲପୁର ଜିଲ୍ଲା ବୁର୍ଲା ଥାନା ଅନ୍ତର୍ଗତ ଲଡ଼ୁଖାଇ ନିକଟରେ କାର୍ ଦୁର୍ଘଟଣା । ଭାରସାମ୍ୟ ହରାଇ ଓଲଟିଲା କାର୍ । ଗାଡ଼ିରେ ଥିବା ୪ ଜଣଙ୍କ ମଧ୍ୟରୁ ୨ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ଆଉ ୨ ଜଣ ଗୁରୁତର ହୋଇଛନ୍ତି । ଏହି ଦୁର୍ଘଟଣାରେ ଗୋଡଭଗା ଅଞ୍ଚଳର ମନୀଷ ଯାଦବ, ସୁବ୍ରତ!-->…
Read More...
Read More...