ନେଲଗୁଣ୍ଡା -ଇନ୍ଦ୍ରାବତୀ ଜଙ୍ଗଲରେ ଏନ୍କାଉଣ୍ଟର : ସୁରକ୍ଷାକର୍ମୀଙ୍କ ଗୁଳିରେ ଟଳିଲେ ୪ ମାଓବାଦୀ
ମାଲକାନଗିରି : ମହାରାଷ୍ଟ୍ର ଗଡଚିରୋଲି ଜିଲ୍ଲା ଏନ୍କାଉଣ୍ଟର । ସୁରକ୍ଷାକର୍ମୀଙ୍କ ଗୁଳିରେ ଚାରି ଜଣ ହାର୍ଡକୋର ମାଓବାହୀ ନିହତ ହୋଇଥିବା ସୂଚନା ମିଳିଛି । ଏହାସହିତ ଘଟଣାସ୍ଥଳରୁ ବିପୁଳ ପରିମାଣର ଅସ୍ତ୍ରଶସ୍ତ୍ର ମଧ୍ୟ ଜବତ ହୋଇଛି । ଖବର ଅନୁଯାୟୀ, ମହାରାଷ୍ଟ୍ର ଓ ଛତିଶଗଡ଼!-->…
Read More...
Read More...