ମହୁମାଛି ଆକ୍ରମଣରେ ୪ ବରଯାତ୍ରୀ ଗୁରୁତର
ବୌଦ୍ଧ : ବୌଦ୍ଧ ଜିଲ୍ଲା କଣ୍ଟାମାଳ ବ୍ଲକ ଜୁନାନି ଗାଁରେ ଅଭାବନୀୟ । ମହୁମାଛି ଆକ୍ରମଣରେ ୪ ବରଯାତ୍ରୀ ଆହତ ହୋଇଛନ୍ତି । ସେମାନଙ୍କୁ ଗୁରୁତର ଅବସ୍ଥାରେ ମେଡିକାଲରେ ଭର୍ତ୍ତି କରାଯାଇଛି ।ସୂଚନା ଅନୁଯାୟୀ କଣ୍ଟାମାଳ ବ୍ଲକ ଜୁନାନି ଗାଁକୁ ଲଇଡ଼ା ଗ୍ରାମରୁ ଏକ ବରଯାତ୍ରୀ ଦଳ ଆସିଥିଲେ ।!-->…
Read More...
Read More...