Monthly Archives

May 2025

ଉଚ୍ଚସ୍ତରୀୟ ବୈଠକରେ ଇଣ୍ଟରନେଟ୍ ବ୍ୟାଙ୍କିଙ୍ଗ୍ ଏବଂ ୟୁପିଆଇ ଭଳି ଡିଜିଟାଲ ଆପ୍ଲିକେସନ୍ ସମେତ ବ୍ୟାଙ୍କିଙ୍ଗ୍…

ଯେକୌଣସି ପରିସ୍ଥିତି କିମ୍ବା ସଙ୍କଟର ମୁକାବିଲା ପାଇଁ ସମ୍ପୂର୍ଣ୍ଣ ସତର୍କ ଏବଂ ପ୍ରସ୍ତୁତ ରହିବାକୁ ଏବଂ ବ୍ୟାଙ୍କିଙ୍ଗ୍ ଏବଂ ଆର୍ଥିକ ସେବାଗୁଡ଼ିକର ନିରବଚ୍ଛିନ୍ନ ଉପଲବ୍ଧତା ସୁନିଶ୍ଚିତ କରିବାକୁ ସମସ୍ତ ବ୍ୟାଙ୍କକୁ ନିର୍ଦ୍ଦେଶ ଦେଲେ ଶ୍ରୀମତୀ ସୀତାରମଣସୀମାନ୍ତ ଅଞ୍ଚଳରେ ଥିବା
Read More...

ଅତ୍ୟାବଶ୍ୟକ ସାମଗ୍ରୀର କୌଣସି ଅଭାବ ନାହିଁ; ସାରା ଦେଶରେ ପର୍ଯ୍ୟାପ୍ତ ପରିମାଣର ଷ୍ଟକ୍ ଉପଲବ୍ଧ : କେନ୍ଦ୍ର ଖାଦ୍ୟ ଏବଂ…

ନୂଆଦିଲ୍ଲୀ, (ପିଆଇବି) : କେନ୍ଦ୍ର ଖାଉଟି ବ୍ୟାପାର, ଖାଦ୍ୟ ଏବଂ ସାଧାରଣ ବଣ୍ଟନ ମନ୍ତ୍ରୀ ପ୍ରହଲ୍ଲାଦ ଜୋଶୀ କହିଛନ୍ତି ଯେ ଦେଶରେ ଅତ୍ୟାବଶ୍ୟକ ସାମଗ୍ରୀର କୌଣସି ଅଭାବ ନାହିଁ । "ମୁଁ ସମସ୍ତଙ୍କୁ ଆଶ୍ୱସ୍ତ କରିବାକୁ ଚାହୁଁଛି ଯେ ବର୍ତ୍ତମାନ ଆମ ପାଖରେ ସାଧାରଣ ଆବଶ୍ୟକତାଠାରୁ ବହୁ ଗୁଣ
Read More...

ଛତ୍ରପୁର ମେନ୍‌ ରୋଡ଼ ନାଳ ନିର୍ମାଣକାର୍ଯ୍ୟ ଖୁବ ଶୀଘ୍ର ସାରିବାକୁ ଦାବୀ

ବ୍ରହ୍ମପୁର, (କେ.ସତ୍ୟନାରାୟଣ ରେଡ୍ଡୀ) : ଛତ୍ରପୁର ବଜାର ମେନ୍‌ ରୋଡ଼ର ନିର୍ମାଣାଧୀନ ନାଳ କାର୍ଯ୍ୟ ଖୁବ୍ ଶୀଘ୍ର ସାରିବାକୁ ସ୍ଥାନୀୟ ଜନସାଧାରଣ ଦାବୀ କରିଛନ୍ତି । ପ୍ରକାଶ ଯୋଗ୍ୟ ଯେ' ଛତ୍ରପୁର ବଜାର ମେନ୍‌ ରୋଡ଼ର ନର୍ଦ୍ଧମା ନାଳ ପ୍ରାୟ ଏକ ବର୍ଷ ପାଖାପାଖି ହେବ, ଭାଙ୍ଗି ଭୁଷୁଡି ପଡ଼ି
Read More...

ପଦ୍ମପୁର ସରସ୍ଵତୀ ଶିଶୁ ବିଦ୍ୟାମନ୍ଦିରରେ ମେଧାବୀ ଛାତ୍ରଛାତ୍ରୀଙ୍କୁ ଅଭିନନ୍ଦନ

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିର ସମସ୍ତ ଛାତ୍ରୀଛାତ୍ର ମାଟ୍ରିକ ପରୀକ୍ଷାରେ ଉତ୍ତୀର୍ଣ୍ଣ ହୋଇଛନ୍ତି । ଏନେଇ ଶୁକ୍ରବାର ଶିଶୁ ମନ୍ଦିର ପରିସରରେ ସଂପୃକ୍ତ ବିଦ୍ୟାଳୟର ମେଧାବୀ ଛାତ୍ରଛାତ୍ରୀ ଅଭିନନ୍ଦନ ଉତ୍ସବ ଅନୁଷ୍ଠିତ ହୋଇଛି । ମାଟ୍ରିକ
Read More...

ଡକାୟତି ମାମଲାରେ ୮ଜଣଙ୍କୁ ୭ ବର୍ଷ ଜେଲ ଦଣ୍ଡାଦେଶ

ବାଲିଗୁଡା, (ସୁରେନ୍ଦ୍ର କୁମାର ପାଣିଗ୍ରାହୀ) : କନ୍ଧମାଳ ଜିଲ୍ଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ ସାରଙ୍ଗଡ଼ ଥାନା ଅଞ୍ଚଳରେ ୨୦୨୩ ମସିହାରେ ଏକ ଡକାୟତି ଗ୍ୟାଙ୍ଗ ମନୋଜ ଦଣ୍ଡିଆଙ୍କ ଘର ଭିତରେ ପଶି ସୁନା, ରୂପା ଅଳଙ୍କାର ସହ ଟଙ୍କା ଲୁଟି ନେଇଥିଲେ । ଏହି ଘଟଣାର ଶୁଣାଣୀ ଶୁକ୍ରବାର ମାନ୍ୟବର
Read More...

ବୈଶାଖ ମେଳା ବିଶ୍ୱଶାନ୍ତି ମହାଯଜ୍ଞ ତୃତୀୟ ଦିବସରେ : ୨୬ହଜାର ୩୦୦ ବୀଜ ମନ୍ତ୍ର ଜପ ରଙ୍ଗୋଲି କାର୍ଯ୍ୟକ୍ରମ ଅନୁଷ୍ଠିତ

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଶ୍ଚିମ ଓଡ଼ିଶାର ପ୍ରସିଦ୍ଧ ପୁଣ୍ୟ ପୀଠ ଗନ୍ଧମାର୍ଦ୍ଦନ ପର୍ବତର ପାଦଦେଶରେ ଥିବା ନୃସିଂହନାଥ ପୀଠରେ ବୈଶାଖ ମେଳା ଶୁକ୍ରବାର ବିଶ୍ୱଶାନ୍ତି ମହାଯଜ୍ଞ ତୃତୀୟ ଦିନସରେ ୨୬ହଜାର ୩୦୦ ନୃସିଂହ ବୀଜ ମନ୍ତ୍ର ଜପ ହୋଇଯାଇଛି । ପଣ୍ଡିତ ଡ଼ିଗ୍ରୀଧର ଦେବତାଙ୍କ ସହ
Read More...

ଓଡ଼ିଶା ପ୍ରତି ବି ବିପଦ ଆଶଙ୍କା ରହିଛି : ସତର୍କ ରହିବାକୁ କହିଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ

ବଲାଙ୍ଗିର, (କେପିଏନ୍‌ଏସ୍‌) : ଭାରତ ପାକିସ୍ତାନ ମଧ୍ୟରେ ଚାଲିଥିବା ଯୁଦ୍ଧ ପରିସ୍ଥିତିରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଗୁରୁତ୍ୱପୂର୍ଣ୍ଣ ସୂଚନା ଦେଇଛନ୍ତି । ମୁଖ୍ୟମନ୍ତ୍ରୀ କହିଛନ୍ତି ରାଜ୍ୟର ସମ୍ବେଦନଶୀଳ ସ୍ଥାନରେ ସୁରକ୍ଷା ବ୍ୟବସ୍ଥା ବଢ଼ାଯାଇଛି । ଚାନ୍ଦିପୁର କ୍ଷେପଣାସ୍ତ୍ର ଘାଟି ଓ
Read More...

ସମ୍ଭାବ୍ୟ ବନ୍ୟାର ସଫଳ ମୁକାବିଳା ପାଇଁ ଜିଲ୍ଲା ସ୍ତରୀୟ ପ୍ରାକୃତିକ ବିପର୍ଯ୍ୟୟ କମିଟି ପ୍ରସ୍ତୁତି ବୈଠକ ଅନୁଷ୍ଠିତ

ବିପର୍ଯ୍ୟୟର ଅତ୍ୟନ୍ତ ଗୁରୁତର ପ୍ରଭାବକୁ ଧ୍ୟାନରେ ରଖି ସମସ୍ତ ବିଭାଗ ପ୍ରସ୍ତୁତ ରହିବାକୁ ଜିଲ୍ଲାପାଳଙ୍କ ଆହ୍ୱାନଜିରୋ କାଜୁଆଲିଟି ଉପରେ ଗୁରୁତ୍ୱାରୋପ ସୁବର୍ଣ୍ଣପୁର, (କେପିଏନ୍‌ଏସ୍‌) : ଜିଲ୍ଲାରେ ସମ୍ଭାବ୍ୟ ବନ୍ୟା ପରିସ୍ଥିତିର ସଫଳ ମୁକାବିଲା ପାଇଁ ଜିଲ୍ଲାପାଳ ସୁବର୍ଣ୍ଣପୁର
Read More...

ପ୍ରୟାସ ପ୍ରାୟୋଜିତ ଚିନ୍ତା ପ୍ରତିମା ବହୁଭାଷୀ ନାଟ୍ୟ ମହୋତ୍ସବର ଦ୍ଵିତୀୟ ଦିବସ ରେ ଭରତ ବାକ୍ୟ ମଞ୍ଚସ୍ଥ

ରାଉରକେଲା, (ସସ୍ମିତା ପ୍ରଧାନ) : ନାଟ୍ୟାନୁଷ୍ଠାନ ପ୍ରୟାସର ଚିନ୍ତା ପ୍ରତିମା ବହୁଭାଷୀ ନାଟକ ମହୋତ୍ସବରେ ଦ୍ୱିତୀୟ ଦିବସରେ ନାଟକ ଭରତ ବାକ୍ୟ ମଞ୍ଚସ୍ଥ ହୋଇଯାଇଛି । ନାଟ୍ୟକାର ଡ଼ଃ ନିବେଦିତା ଜେନାଙ୍କ ରଚିତ ହରପ୍ରସାଦ ପଟ୍ଟନାୟକ ନିର୍ଦ୍ଦେଶିତ ତଥା ଭୁବନେଶ୍ୱର କଳାକାର ଥିଏଟର ଦ୍ୱାରା
Read More...

ସାହିତ୍ୟ ପରିଷଦର ମାସିକ ସାରସ୍ଵତ ସମାବେଶ ଅନୁଷ୍ଠିତ

ରାଉରକେଲା, (ସସ୍ମିତା ପ୍ରଧାନ) : ରାଉରକେଲା କଲେଜ, ରାଉରକେଲା ଆନୁକୂଲ୍ୟରେ ଅଖିଳ ଭାରତୀୟ ସାହିତ୍ୟ ପରିଷଦ, ରାଉରକେଲା ଶାଖା ଆୟୋଜିତ ମାସିକ ସାରସ୍ୱତ ସମାବେଶ ମହାବିଦ୍ୟାଳୟ ପରିସରରେ ଅନୁଷ୍ଠିତ ହୋଇଯାଇଛି । ପରିଷଦର ସଭାପତି ତଥା ରାଉରକେଲା କଲେଜର ଅଧ୍ୟକ୍ଷ ଡ. ରବୀନ୍ଦ୍ର କୁମାର ଜେନାଙ୍କ
Read More...