Daily Archives

ନୟାଗଡ଼ ମେଡିକାଲରେ ମହିଳାଙ୍କ ମୃତ୍ୟୁ ନେଇ ଉତ୍ତେଜନା : ପୋଲିସ ଫୋର୍ସ ମୁତୟନ

ନୟାଗଡ଼ : ନୟାଗଡ଼ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଉତ୍ତେଜନା । ଚିକିତ୍ସା ଅବହେଳାରୁ ମହିଳାଙ୍କ ମୃତ୍ୟୁ ହୋଇଥିବା ଅଭିଯୋଗ । ଯାହା ପରେ ଏହି ଘଟଣାକୁ ନେଇ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଚାପା ଉତ୍ତେଜନା ଦେଖାଯାଇଛି । ଖବର ଅନୁଯାୟୀ, ନୟାଗଡ଼ ବାଲୁଗାଁ ଗ୍ରାମର ସଞ୍ଜୟ କୁମାର ନାୟକଙ୍କ
Read More...

ପବିତ୍ର ରେଜାଙ୍ଗଲା ସହିଦ ମାଟି କଳସକୁ ବଲାଙ୍ଗିର ଜିଲ୍ଲାରେ ସ୍ୱାଗତ ସମ୍ବର୍ଦ୍ଧନା

ବଙ୍ଗୋମୁଣ୍ଡା, (ଅର୍ଜୁନ କୁମାର ହଂସ) : ୧୯୬୨ ମସିହା ନଭେମ୍ବର ୧୮ ତାରିଖରେ ଲଦାଖର ରେଜାଙ୍ଗଲାଠାରେ ହୋଇଥିବା ଭାରତ ଏବଂ ଚୀନ ଯୁଦ୍ଧରେ ୧୨୦ ଜଣ ଯାଦବ ବୀର ସୈନିକ ଚୀନର ପ୍ରାୟ ୩୦୦୦ ସୈନିକକୁ ମାରିଥିଲେ । ୧୨୦ରୁ ୧୧୪ ଜଣ ଅହୀର ଯାଦବ ଯବାନ ଦେଶ ପାଇଁ ଶହୀଦ ହୋଇଥିଲେ । ସେହି ପବିତ୍ର
Read More...

ବିଶ୍ୱ ପ୍ରସିଦ୍ଧ ସମ୍ବଲପୁର ଶୀତଳଷଷ୍ଠୀ ଯାତ୍ରା : ମହାଆଡ଼ମ୍ବରରେ ଦେବଦମ୍ପତିଙ୍କ ବିବାହ ସମ୍ପନ୍ନ

ସମ୍ବଲପୁର : ମର୍ତ୍ତ୍ୟରେ ସ୍ୱର୍ଗର ନୀତିକାନ୍ତି । ଦେବତା, ଦାନବ, ଗନ୍ଧର୍ବ, କିନ୍ନରଙ୍କ ସମାଗମରେ ସାରା ସମ୍ବଲପୁର ଦେବଭୂମି ପାଲଟିଛି । ସଂହାରକର୍ତ୍ତା ଦେବ ଦେବ ମହାଦେବ ଏବଂ ମାତା ପାର୍ବତୀଙ୍କ ଲୌକିକ ବିବାହର ସେହି ଇପ୍ସିତ ମୁହୂର୍ତ୍ତ ପାଇଁ ସଚରାଚର ସୃଷ୍ଟି ଏକାକାର ହୋଇଛି ।
Read More...

ବିଷାକ୍ତ ଛତୁଖାଇ ଗୋଟିଏ ପରିବାରର : ୩ ଗୁରୁତର

ରାୟଗଡ଼ା, (ଅକ୍ଷୟ କୁମାର ପିଡ଼ିସିକା) : ବିଷାକ୍ତ ଛତୁଖାଇ ଗୋଟିଏ ପରିବାରର ୩ ଗୁରୁତର । ଗୁରୁତରମାନେ ହେଲେ ରାମି ପେରିସିକା, ସିର୍ଦ୍ଧାଥ ପେରିସିକା, ଶିଶୁ ଦିଲ୍ଲୀପ ପେରିସିକା(୩) । ଏଭଳି ଘଟଣା ଦେଖିବାକୁ ମିଳିଛି କଲ୍ୟାଣସିଂହପୁର ବ୍ଲକ ସେରିଗୁମା ପଞ୍ଚାୟତର ତୁମ୍ବିତରାଇ ଗାଁରେ ।
Read More...

ନିଶାଦ୍ରବ୍ୟ ତଥା ଅପମିଶ୍ରିତ ବିଶାକ୍ତ ମାଦକଦ୍ରବ୍ୟ ବିରୋଧରେ ରାଜ୍ୟବ୍ୟାପୀ ସଚେତନତା ଅଭିଯାନ

ବଲାଙ୍ଗିର, (କେପିଏନ୍‌ଏସ୍‌) : ନିଶାଦ୍ରବ୍ୟ ତଥା ଅପମିଶ୍ରିତ ଓ ବିଶାକ୍ତ ମାଦକଦ୍ରବ୍ୟ ବିରୋଧରେ ରାଜ୍ୟବ୍ୟାପୀ ସଚେତନତା ଅଭିଯାନ ଆଜି ଅଭାଷୀ ମାଧ୍ୟମରେ ଜିଲ୍ଲାରେ ଆରମ୍ଭ ହୋଇଛି । ଜିଲ୍ଲା ମୁଖ୍ୟାଳୟର ଅସ୍ଵାନ କକ୍ଷରେ ଅଭାଷୀ କାର୍ଯ୍ୟକ୍ରମରେ ଜିଲ୍ଲାପାଳ ଗୌରୱ ଶିୱାଜୀ ଇସାଲୱାର, ଆରକ୍ଷୀ
Read More...

ଟେମେରୀରେ ଅବସର କାଳୀନ ବିଦାୟ ସମ୍ବର୍ଦ୍ଧନା

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ଉପଖଣ୍ଡ ପାଇକମାଲ ବ୍ଲକ ଅନ୍ତର୍ଗତ ଟେମେରୀ ସରକାରୀ ଉଚ୍ଚ ପ୍ରଥମିକ ବିଦ୍ୟାଳୟରେ ବିଦ୍ୟାଳୟର ସହକାରୀ ଶିକ୍ଷକ ଡୋଳାମଣି ପ୍ରଧାନଙ୍କ ଅବସର କାଳୀନ ବିଦାୟ ସମ୍ବର୍ଦ୍ଧନା ସଭା ଅନୁଷ୍ଠିତ ହୋଇଯାଇଛି । ପ୍ରଧାନ ଶିକ୍ଷକ ଲଳିତ ମୋହନ ଭୋଇଙ୍କ
Read More...

ସୁସ୍ଥ ସମାଜ ଗଠନ ପାଇଁ ତମ୍ବାଖୁ ବର୍ଜନ କରିବାକୁ ବରଗଡ଼ ମହିଳା ସମିତିର ଆହ୍ୱାନ

ବରଗଡ଼, (ନିରୋଜ କୁମାର ପାଣୀ) : ତମାଖୁ ରାକ୍ଷସ କାହାର ସ୍ୱପ୍ନ ଉଜାଡ଼ି ଦେଉଛି, ଆଉ କାହାର ସଂସାର । କିଏ ନିଜେ ରୋଗ ଯନ୍ତ୍ରଣାରେ ଛଟପଟ ତ ଆଉ କିଏ ଯେମିତି ପୂରା ପରିବାରକୁ ଭସାଇ ଦେଇଯାଇଛି ଅଥଳ ସମୁଦ୍ର ମଝିରେ । ତମାଖୁ ସେବନ ଦ୍ୱାରା ସମାଜରେ ପ୍ରତ୍ୟକ୍ଷ ଓ ପରୋକ୍ଷ ଭାବରେ ଅନେକ କ୍ଷତି
Read More...

ମୁରିବାହାଲରେ ବିକଶିତ କୃଷି ସଙ୍କଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ

୬ଜଣ ଅଗ୍ରଣୀ ଚାଷୀଙ୍କୁ କୃଷିକାର୍ଡ ପ୍ରଦାନ ମୁରିବାହାଲ, (ଦୁର୍ଗାନନ୍ଦ ମହାକୁର) : ବଲାଙ୍ଗିର ଜିଲ୍ଲା ମୁରିବାହାଲ ବ୍ଲକ କୃଷି ବିଭାଗ ତରଫରୁ ଶନିବାର ଦିନ ସ୍ଥାନୀୟ କଲ୍ୟାଣ ମଣ୍ଡପଠାରେ ବିକଶିତ କୃଷି ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଏହି ଅବସରରେ ମୁରିବାହାଲ
Read More...

ଶାନ୍ତି ଭବନରେ ହୁମାନିଟୀ ଫାଉଣ୍ଡେସନର ବସ୍ତ୍ର ବଣ୍ଟନ

ରାଉରକେଲା, (ସସ୍ମିତା ପ୍ରଧାନ) : ଆଜି ଦ ହୁମାନିଟି ଫାଉଣ୍ଡେସନ ତରଫରୁ ଟିମ୍ୱର କଲୋନୀ ଶାନ୍ତିଭବନ ଆଶ୍ରମରେ କିଛି ବସ୍ତ୍ର ଓ କିଛି ଶୁଖିଲା ଖାଦ୍ୟ ବଣ୍ଟନ କରାଯାଇଥିଲା । ଫାଉଣ୍ଡେସନର ପ୍ରେସିଡେଣ୍ଟ ଦୀପ୍ତି ସୁନ୍ଦରାୟ, ସମ୍ପାଦିକା ଲିନା ତ୍ରିପାଠୀ, ସମ୍ପାଦିକା ସୁଭଲକ୍ଷ୍ମୀ ପାତ୍ର,
Read More...

୩୯ ନୂତନ ହିତାଧିକାରୀମାନଙ୍କୁ ରାସନ୍ କାର୍ଡ ବଣ୍ଟନ

ରାଉରକେଲା, (ସସ୍ମିତା ପ୍ରଧାନ) : ଓଡ଼ିଶା ସରକାରଙ୍କ ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ଏବଂ ବିଜ୍ଞାନ ଓ ପ୍ରଯୁକ୍ତି ବିଦ୍ୟା ବିଭାଗର ମାନ୍ୟବର ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ରଙ୍କ ରାଉରକେଲା ଗସ୍ତର ୨ୟଦିନରେ ନୂତନ ଭାବେ ଅନ୍ତର୍ଭୁକ୍ତ ହୋଇଥିବା ହିତାଧିକାରୀମାନଙ୍କୁ ରାସନ୍
Read More...