Daily Archives

ସମ୍ବଲପୁର କୃଷି ଭବନର ଉଦଘାଟନ କଲେ କେନ୍ଦ୍ରମନ୍ତ୍ରୀ
‘କୃଷି ଭବନ’ କୃଷି କ୍ଷେତ୍ରକୁ ନୂଆ ପରିଚୟ ଦେବ –

• ଡବଲ ଇଞ୍ଜିନ ସରକାର ଲମ୍ବା ସମୟ ଧରି ଥିବା ଓଡ଼ିଶାର ମୌଳିକ ଆବଶ୍ୟକତାକୁ ପୂରଣ କରୁଛନ୍ତି• ଓଡ଼ିଶାର ଗରିବ, ଚାଷୀ, ମହିଳା, ଯୁବକଙ୍କ କଲ୍ୟାଣ ଏବଂ ଶିଶୁଙ୍କୁ ଉପଯୁକ୍ତ ପୋଷଣ ପ୍ରଦାନ କରିବା ଦିଗରେ ଡବଲ ଇଞ୍ଜିନ ସରକାର ସମର୍ପିତ• କୃଷି ଭବନ ପରିସରରେ “ମାଆ ପାଇଁ ଗଛଟିଏ” ଅଭିଯାନରେ
Read More...

କାମ ଚାଲିଥିବା ବେଳେ ଭୁଶୁଡ଼ିଲା କୋଠା : ୩ ଶ୍ରମିକ ମୃତ

ଭୁବନେଶ୍ୱର: ଭୁବନେଶ୍ୱର ପୋଖରୀପୁଟ ଲିଙ୍ଗରାଜ ବିହାରରେ ଅଘଟଣ । ଏକ ପୁରୁଣା ଘର ଭାଙ୍ଗିବା ବେଳେ ଛାତ ଭୁଶୁଡ଼ିପଡ଼ିବାରୁ ୩ଜଣ ଶ୍ରମିକ ଚାପି ହୋଇଯାଇଥିଲେ । ଚାପି ହୋଇଯାଇଥିବା ଶ୍ରମିକଙ୍କ ମଧ୍ୟରୁ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ଅନ୍ୟ ଦୁଇ ଶ୍ରମିକଙ୍କୁ ଗୁରୁତର ଅବସ୍ଥାରେ କ୍ୟାପିଟାଲ
Read More...

ଆର୍‌ଆର୍‌ କଲୋନୀ ହାଇସ୍କୁଲରେ ବିଧାୟକ କଳିକେଶ ନାରାୟଣ ସିଂହଦେଓ

ବଲାଙ୍ଗିର, (କେପିଏନ୍‌ଏସ୍‌) : ଆର୍‌ଆର୍‌ କଲୋନୀ ହାଇସ୍କୁଲରେ ବଲାଙ୍ଗିର ବିଧାୟକ କଳିକେଶ । ଆଜି ବିଧାୟକ କଳିକେଶ ନାରାୟଣ ସିଂହଦେଓ ବଲାଙ୍ଗିର ସହରର ଲର୍କିପାଲି ସ୍ଥିତ ଆର୍‌ଆର୍‌ କଲୋନୀ ହାଇସ୍କୁଲକୁ ପରିଦର୍ଶନ କରିଛନ୍ତି । ଦୀନର୍ଘ ଦିନରୁ ଏହି ଆର୍‌ ଆର୍‌ କଲୋନୀରେ ଥିବା ହାଇସ୍କୁଲଟି
Read More...

ଭାରସାମ୍ୟ ହରାଇ ଓଲଟିଲା ଲୁହା ପ୍ଲେଟ୍ ବୋଝେଇ ଟ୍ରେଲର୍‌ : ଡ୍ରାଇଭର ଗୁରୁତର

କଟକ : ବିଳମ୍ୱିତ ରାତିରେ ଭାରସାମ୍ୟ ହରାଇ ରାସ୍ତା କଡକୁ ଓଲଟିଲା ଲୁହା ପ୍ଲେଟ୍ ବୋଝେଇ ଟ୍ରେଲର୍‌ । ଏହି ଦୁର୍ଘଟଣାରେ ଗାଡ଼ିର ଚାଳକ ଗୁରୁତର ହୋଇଛନ୍ତି । ଘଟଣାସ୍ଥଳରେ ପୁଲିସ ପହଞ୍ଚି ଟ୍ରେଲର୍‌ଟିକୁ ଉଦ୍ଧାର କରି ଘଟଣାର ତଦନ୍ତ ଚଳାଇଛି । କଟକ ଜିଲ୍ଲା ତିଗିରିଆ ଥାନା ଅନ୍ତର୍ଗତ ଖୁଣ୍ଟୁଣି
Read More...

ଶଙ୍ଖ ନଦୀ କୂଳରୁ ଅଜଣା ଯୁବକଙ୍କ ମୃତଦେହ ଉଦ୍ଧାର : ହତ୍ୟା ସନ୍ଦେହ

ଜଗତସିଂହପୁର : ଜଗତସିଂହପୁର ଜିଲ୍ଲା ଏରସମା ବ୍ଲକ୍ ଗଡହରିଷପୁର ପଞ୍ଚାୟତ ଅନ୍ତର୍ଗତ ଶଙ୍ଖ ନଦୀ କୂଳରୁ ଜଣେ ଅଜଣା ଯୁବକଙ୍କ ମୃତଦେହ ଉଦ୍ଧାର ହୋଇଛି । ଯୁବକଙ୍କ ଶରୀରର ବିଭିନ୍ନ ସ୍ଥାନରେ କ୍ଷତ ଥିବାର ଜଣାପଡିଛି । ଯୁବକଙ୍କୁ ହତ୍ୟା କରି ନଦୀ କୂଳରେ ଫୋପାଡି ଦିଆଯାଇଥିବାର ସନ୍ଦେହ କରାଯାଉଛି
Read More...

୫୭୫.୭୭ କୋଟି ଟଙ୍କାର ସଡ଼କ ସୁରକ୍ଷା ସମ୍ପର୍କିତ ୫୫ଟି କାର୍ଯ୍ୟକ୍ରମ ଓ ପ୍ରକଳ୍ପର ଶୁଭାରମ୍ଭ

ଘରୁ ବାହାରିବା ଠାରୁ ଫେରିବା ପର୍ଯ୍ୟନ୍ତ ସଡ଼କର ସମସ୍ତ ନିୟମ ପାଳନ କରନ୍ତୁ, ସୁରକ୍ଷିତ ଭାବେ ଘରକୁ ଫେରିବାକୁ ନିଶ୍ଚିତ କରନ୍ତୁ - ମୁଖ୍ୟମନ୍ତ୍ରୀ ଭୁବନେଶ୍ୱର : ଦୁର୍ଘଟଣା କେବଳ ପରିବାର କି ରାଜ୍ୟ ନୁହେଁ ସମଗ୍ର ଅର୍ଥନୀତି ଉପରେ ଗଭୀର ପ୍ରଭାବ ପକାଇଥାଏ । ଏହା କୌଣସି ବ୍ୟକ୍ତିଗତ
Read More...

ବିକଶିତ କୃଷି ସଂକଳ୍ପ ଅଭିଯାନର ୬ଷ୍ଠ ଦିନରେ ପୁଣେର ନାରାୟଣ ଗାଁ ଓଠାରେ କୃଷକମାନଙ୍କ ସହ ଆଲୋଚନା କଲେ କେନ୍ଦ୍ର କୃଷି ଓ…

ନକଲି ସାର ଓ କୀଟନାଶକ ଉତ୍ପାଦନ କରି ଚାଷୀଙ୍କୁ ଯୋଗାଉଥିବା କମ୍ପାନୀ କିମ୍ବା ବ୍ୟକ୍ତିମାନଙ୍କ ବିରୁଦ୍ଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବା ଲାଗି ଏକ କଠୋର ଆଇନ ପ୍ରଣୟନ କରିବା ଦିଗରେ ସରକାର ଅଗ୍ରସର ହେଉଛନ୍ତି : ଶିବରାଜ ସିଂହ ଚୌହାନ ନୂଆଦିଲ୍ଲୀ, (ପିଆଇବି) : କେନ୍ଦ୍ର କୃଷି ଏବଂ
Read More...

ଯୁବପିଢ଼ିଙ୍କ ସଶକ୍ତିକରଣ ପାଇଁ ମୋଦୀ ସରକାରଙ୍କ ପ୍ରୟାସ

ନୂଆଦିଲ୍ଲୀ, (ପିଆଇବି) : ଅମୃତ ପିଢ଼ି ଅର୍ଥାତ୍ ଦେଶର ଯୁବବର୍ଗଙ୍କ ସ୍ୱପ୍ନକୁ ସାକାର କରିବା ସହିତ ସେମାନଙ୍କ ପାଇଁ ଅପାର ସୁଯୋଗ ସୃଷ୍ଟି କରିବା ଏବଂ ସେମାନଙ୍କ ମାର୍ଗରେ ଆସୁଥିବା ସବୁ ବାଧା ଦୂର କରିବା ସରକାରଙ୍କ ସଂକଳ୍ପ ବୋଲି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ କହିଥିଲେ । ଏହାକୁ ସାକାର
Read More...

ଶାହା ଚାରିଟେବୁଲ ଟ୍ରଷ୍ଟ ପକ୍ଷରୁ ବୃକ୍ଷ ରୋପଣ

ବ୍ରହ୍ମପୁର, (କେ.ସତ୍ୟନାରାୟଣ ରେଡ୍ଡୀ) : ଉନ୍ନତ ପ୍ରାକୃତିକ ଶୋଭାବର୍ଦ୍ଧନ ସହ ମୁକ୍ତ ବିଶୁଦ୍ଧ ଜଳବାୟୁର ଆନୟନ ନିମନ୍ତେ ଏବଂ ପରିବେଶ ସୁରକ୍ଷା କରିବା ଦିଗରେ ଶାହା ଚାରିଟେବୁଲ ଟ୍ରଷ୍ଟ ପକ୍ଷରୁ ବୃକ୍ଷ ରୋପଣ ବିହିତ ପଦକ୍ଷେପ ଗ୍ରହଣ କରାଯାଇଛି । ଏହି ଟ୍ରଷ୍ଟ ପକ୍ଷରୁ ଗଞ୍ଜାମ ଜିଲ୍ଲାର
Read More...

କେରାଣ୍ଡିତୋଳାର ଶୀତଳଷଷ୍ଠୀ ଯାତ୍ରାକୁ ବିଧାୟକଙ୍କ ପରିଦର୍ଶନ

ବ୍ରହ୍ମପୁର, (କେ.ସତ୍ୟନାରାୟଣ ରେଡ୍ଡୀ) : ଛତ୍ରପୁର ବ୍ଲକ ଅନ୍ତର୍ଗତ କେରାଣ୍ଡିତୋଳା ନାରାୟଣପୁର ଗ୍ରାମରେ ସମାହିତ ହୋଇଆସୁଥିବା ପ୍ରସିଦ୍ଧ ଶିବବିବାହ ଓ ଶୀତଳ ଷଷ୍ଠୀ ଉତ୍ସବ ଅବସରରେ ଆୟୋଜିତ ପର୍ବ ସମ୍ଭାରରେ ଛତ୍ରପୁର ବିଧାୟକ କୃଷ୍ଣଚନ୍ଦ୍ର ନାୟକ ମୁଖ୍ୟଅତିଥି ରୂପେ ଯୋଗଦେଇଛନ୍ତି । ଏହି
Read More...