Daily Archives

ଭଞ୍ଜନଗର ଗସ୍ତରେ ଆସି ସ୍ୱାସ୍ଥ୍ୟ ମନ୍ତ୍ରୀଙ୍କ ସମୀକ୍ଷା

ବ୍ରହ୍ମପୁର, (କେ.ସତ୍ୟନାରାୟଣ ରେଡ୍ଡୀ) : ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମାନ୍ୟବର ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ ଶନିବାର ଦିନିକିଆ ଭଞ୍ଜନଗର ଗସ୍ତରେ ଆସି ବିଭାଗୀୟ ସ୍ଵାସ୍ଥ୍ୟ ସମସ୍ୟା ଉପରେ ସମୀକ୍ଷା କରିଛନ୍ତି । ମାନ୍ୟବର ମନ୍ତ୍ରୀ ଶ୍ରୀ ମହାଲିଙ୍ଗ ପ୍ରଥମେ ମେଡିକାଲର ବିଭିନ୍ନ
Read More...

ନବବଧୂଙ୍କୁ ବୃକ୍ଷ ଦାନ କଲେ ସାମ୍ବାଦିକ

ପଦ୍ମପୁର, (ନିରୋଜ କୁମାର ପାଣୀ) : ପବିତ୍ର ନୃସିଂହନାଥ ପୀଠରେ ବିବାହ, ବ୍ରତ,ଏକୋଶିଆ, ବାଳ ପକା, ଇତ୍ୟାଦି ବର୍ଷ ସାରା ଲାଗିରହିଥାଏ । ଲୋକେ ପ୍ରଭୁ ନୃସିଂହନାଥଙ୍କୁ ଦର୍ଶନ ପାଇଁ ଆସି ପ୍ରକୃତିର ଗନ୍ତାଘର ନୃସିଂହନାଥ, ଗନ୍ଧମାର୍ଦନ ପର୍ବତର ମନଲୋଭା ଦୃଶ୍ୟ, ଜଳପ୍ରପାତର ରଙ୍ଗ ବେରଙ୍ଗ
Read More...

ସୁବର୍ଣ୍ଣପୁରରେ ବିଭିନ୍ନ ପ୍ରକଳ୍ପର ଉଦଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ

ସୋନପୁର : ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସୁବର୍ଣ୍ଣପୁର ଜିଲ୍ଲା ଗସ୍ତ କରି ୩୨୩ କୋଟିରୁ ଅଧିକ ଟଙ୍କା ମୂଲ୍ୟର ୫୬ ଟି ପ୍ରକଳ୍ପର ଉଦଘାଟନ ଓ ଭିତ୍ତିପ୍ରସ୍ତର ସ୍ଥାପନ କରିଛନ୍ତି । ପ୍ରଥମେ ସୁବର୍ଣ୍ଣପୁରଠାରେ ନିର୍ମାଣ ହୋଇଥିବା ସର୍କିଟ ହାଉସର ଶୁଭ ଉଦଘାଟନ କରିଥିଲେ । ପରେ ରାମେଶ୍ୱର
Read More...

ଫୁଲବାଣୀ ମେଡିକାଲ କଲେଜ ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ : ଚଳିତ ଶିକ୍ଷା ବର୍ଷରୁ ଆରମ୍ଭ ହେବ ପାଠପଢା

କନ୍ଧମାଳ, (ସୁରେନ୍ଦ୍ର କୁମାର ପାଣିଗ୍ରାହୀ) : ବହୁ ପ୍ରତୀକ୍ଷିତ ଫୁଲବାଣୀ ସରକାରୀ ଭେଷଜ ମହାବିଦ୍ୟାଳୟ ଓ ହସ୍ପିଟାଲ ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଶନିବାର ଦିନ ପ୍ରାୟ ୧୧ଟା ବେଳେ ମୁଖ୍ୟମନ୍ତ୍ରୀ ମାଦିକୁନ୍ଦାସ୍ଥିତ ରିଜର୍ଭ ପଡ଼ିଆରେ ପହଞ୍ଚିଥିଲେ । ଏହାପରେ ଫୁଲବାଣୀ ସହର
Read More...

ନିର୍ବାଚନ କମିଶନଙ୍କ ବକ୍ତବ୍ୟ : ମହାରାଷ୍ଟ୍ର ବିଧାନସଭା ନିର୍ବାଚନ ସମ୍ପର୍କରେ ରାହୁଲ ଗାନ୍ଧୀଙ୍କ ଭ୍ରମାତ୍ମକ ଦାବି…

ସୁନ୍ଦରଗଡ଼, (ସସ୍ମିତା ପ୍ରଧାନ) : ମହାରାଷ୍ଟ୍ର ବିଧାନସଭା ନିର୍ବାଚନ ସମ୍ପର୍କରେ ରାହୁଲ ଗାନ୍ଧୀଙ୍କ ଦ୍ୱାରା ଦିଆଯାଇଥିବା ଭ୍ରମାତ୍ମକ ଓ ଆଧାରହୀନ ମନ୍ତବ୍ୟ ପ୍ରତି ନିର୍ବାଚନ କମିଶନ ଗଭୀର ଭାବରେ ଅସନ୍ତୋଷ ବ୍ୟକ୍ତ କରୁଛି । ୧. ଶେଷ ୨ ଘଣ୍ଟାରେ ମତଦାନ ସମ୍ପର୍କରେ ଅଭିଯୋଗ :ପ୍ରତି
Read More...

ବରଗଡରେ ମୁସଲିମ ସମ୍ପ୍ରଦାୟ ପକ୍ଷରୁ ଇଦ ଉଲ ଜୁହା ମହାସମାରୋହରେ ପାଳିତ

ବରଗଡ଼, (ନିରୋଜ କୁମାର ପାଣୀ) : ତ୍ୟାଗ ଓ ବଳିଦାନର ପର୍ବ ଉଦ୍-ଉଲ-ଜୁହା ସମଗ୍ର ବିଶ୍ୱରେ ଆନନ୍ଦ ଉଲ୍ଲାସର ସହ ପାଳନ କରାଯାଉଥିବା ବେଳେ ବରଗଡରେ ମଧ୍ୟ ଅନୁରୂପ ଢ଼ଙ୍ଗରେ ପାଳନ ହୋଇଯାଇଛି । ଆଲ୍ଲାଙ୍କ ନିକଟରେ ନିଜକୁ ସମର୍ପଣ ଓ ଉତ୍ସର୍ଗୀକୃତ ମନୋଭାବ ନେଇ ଆଜି ନିଷ୍ଠାର ସହ ଏହି ପର୍ବକୁ ପାଳନ
Read More...

ଖଣ୍ଡାୟତ କ୍ଷତ୍ରିୟ ମହାସଭାର ବୈଠକ

ରାଉରକେଲା, (ସସ୍ମିତା ପ୍ରଧାନ) : ନିଖିଳ ଉତ୍କଳ ଖଣ୍ଡାୟତ କ୍ଷତ୍ରିୟ ମହାସଭା ଇସ୍ପାତ ନଗର କମିଟିର ଏକ ବୈଠକ ମହାସଭାର କାର୍ଯ୍ୟାଳୟଠାରେ ଅନୁଷ୍ଠିତ ହୋଇଯାଇଛି । ମହାସଭାର ସାଧାରଣ ସମ୍ପାଦକ ଶଶଧର ପାତ୍ରଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ବୈଠକରେ ଭୁବନେଶ୍ୱର ସ୍ଥିତ ନିଖିଳ ଓଡ଼ିଶା ଖଣ୍ଡାୟତ
Read More...

ଅବସରପ୍ରାପ୍ତ ସରକାରୀ କର୍ମଚାରୀ ସଂଘର ବୈଠକ

ବଲାଙ୍ଗିର, (ଦେବାଶିଷ ମିଶ୍ର) : ବଲାଙ୍ଗିର ସ୍ଥାନୀୟ ନୃସିଂହ ମନ୍ଦିର ପରିସରରେ ଅବସର ପ୍ରାପ୍ତ ସରକାରୀ କର୍ମଚାରୀ ସଂଘର ମାସିକ ବୈଠକ ସଭାପତି ଗୋବିନ୍ଦ ମିଶ୍ରଙ୍କ ସଭାପତିତ୍ୱରେ ଅନୁଷ୍ଠିତ ହୋଇଯାଇଛି । ଉକ୍ତ ସଭାରେ ସଂପାଦକ କୃଷ୍ଣଚନ୍ଦ୍ର ନାଥ ପୂର୍ବ ବୈଠକର ବିବରଣୀ ପାଠ କରିଥିଲେ ।
Read More...

ଲୋକ କଳା ସଂସ୍କୃତି ଗବେଷକମାନଙ୍କ ସମାବେଶ

ବଲାଙ୍ଗିର, (ଦେବାଶିଷ ମିଶ୍ର): ଭାରତ ସରକାରଙ୍କ ସଂସ୍କୃତି ମନ୍ତ୍ରଣାଳୟରୁ ସ୍ୱିକୃତୀ ପାଇଥିବା ପଶ୍ଚିମ ଓଡିଶାର ସମସ୍ତ କନିଷ୍ଠ ଏବଂ ବରିଷ୍ଠ ଲୋକ ସଂସ୍କୃତି ଗବେଷକ, ଯୁବ କଳାକାର ମେଧାବୃତ୍ତି ଏବଂ ସାଂସ୍କୃତିକ ପ୍ରତିଭା ଅନ୍ୱେଷଣ ମେଧାବୃତ୍ତିମାନଙ୍କ ଏକ ସମାବେଶ ପଶ୍ଚିମ ଓଡିଶା ଲୋକ
Read More...

ସକ୍ରିୟ କାର୍ଯ୍ୟକର୍ତ୍ତାଙ୍କ ସହ ଆଲେଚନା କଲେ ସରୋଜ

ପାଟଣାଗଡ : ଆଜି ପାଟଣାଗଡ ନିର୍ବାଚନ ମଣ୍ଡଳୀର ପୂର୍ବତନ ବିଧାୟକ ତଥା ବଲାଙ୍ଗିର ଜିଲ୍ଲା ବିଜୁ ଜନତା ଦଳର ସଭାପତି ଖପ୍ରାଖୋଲ ଗସ୍ତରେ ଯାଇଥିବା ଜଣାପଡ଼ିଛି । ପୂର୍ବତନ ବିଧାୟକ ଶ୍ରୀ ମେହେର ଖପ୍ରାଖୋଲ ଗସ୍ତରେ ଯାଇଥିବା ବେଳେ ଖପ୍ରାଖୋଲ ଗସ୍ତରେ ଯାଇ ଖପ୍ରାଖୋଲ ବ୍ଲକ ଅନ୍ତର୍ଗତ ୪ ନମ୍ବର
Read More...