କାରଖାନାରେ ଅଘଟଣ : ୧୫ ଫୁଟ ଉଚ୍ଚରୁ ପଡ଼ି ଶ୍ରମିକ ମୃତ୍ୟୁ ଅଭିଯୋଗ
ଅନୁଗୁଳ : ଅନୁଗୁଳ ଜିଲ୍ଲା ନିଶା ଶିଳ୍ପାଞ୍ଚଳ ଶ୍ରୀମେଟାଲିକ୍ କାରଖାନାରେ ଅଘଟଣ । ୧୫ ଫୁଟ ଉଚ୍ଚରୁ ପଡ଼ି ଶ୍ରମିକଙ୍କ ମୃତ୍ୟୁ ଅଭିଯୋଗ । ମୃତକ ହେଲେ ନାଲକୋ ଥାନା ଅନ୍ତର୍ଗତ ଅଞ୍ଚଳର କନ୍ୟାବେଡା ଗାଁର ବିକାଶ ଦାଶ(୩୦ ବର୍ଷ) । ସୂଚନା ମୁତାବକ, ବିକାଶ ରବିବାର ସକାଳେ ଏ' ସିଫ୍ଟ ଡ୍ୟୁଟି!-->…
Read More...
Read More...