ଖୋର୍ଦ୍ଧା ରୋଡ୍-ବଲାଙ୍ଗିର ରେଳ ଲାଇନ ପ୍ରକଳ୍ପର ସୋନପୁର-ପୁରୁଣାକଟକ ରେଳ ସେକ୍ସନ ଯାଞ୍ଚ କଲେ ପୂର୍ବତଟ ରେଳପଥ…
ଭୁବନେଶ୍ୱର : ପୂର୍ବ ତଟ ରେଳପଥର ମହାପ୍ରବନ୍ଧକ ପରମେଶ୍ୱର ଫୁଙ୍କୱାଲ ଆଜି ଓଡିଶାର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ରେଳ ଭିତ୍ତିଭୂମି ପ୍ରକଳ୍ପ ଖୋର୍ଦ୍ଧା ରୋଡ୍-ବଲାଙ୍ଗିର ନୂତନ ଲାଇନର ନିର୍ମାଣାଧୀନ ସୋନପୁର-ପୁରୁଣାକଟକ ରେଳ ସେକ୍ସନ ନିରୀକ୍ଷଣ କରିଛନ୍ତି । ପୂର୍ବତଟ ରେଳପଥ ମୁଖ୍ୟାଳୟର ବରିଷ୍ଠ!-->…
Read More...
Read More...