Daily Archives

ଯୁବକଙ୍କୁ ପଥରରେ ଛେଚି ହତ୍ୟା ଅଭିଯୋଗ : ରାସ୍ତାକଡ଼ରୁ ମୃତଦେହ ଉଦ୍ଧାର ପୋଲିସର ଛାନବିନ ଆରମ୍ଭ

କନ୍ଧମାଳ, (ସୁରେନ୍ଦ୍ର କୁମାର ପାଣିଗ୍ରାହୀ): ଯୁବକଙ୍କୁ ପଥରେ ଛେଚି ହତ୍ୟା କରିବା ପରେ ରାସ୍ତାକଡ଼ରେ ଫିଙ୍ଗିଦେଲେ ଦୁର୍ବୃତ୍ତ । କନ୍ଧମାଳ ଜିଲ୍ଲା ଫିରିଙ୍ଗିଆ ବ୍ଲକ କେଳାପଡ଼ା ପଞ୍ଚାୟତର ରାଜେନ୍ଦ୍ର ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଏବଂ ଭୃଙ୍ଗିଯୋଡି ବିଦେଶୀ ମଦ ଦୋକାନ ମଝିରେ ରାସ୍ତା କଡରୁ
Read More...

ମାସ ମାସ ଧରି ଖୋଲୁନି ରାଜସ୍ୱ ନିରୀକ୍ଷକଙ୍କ କାର୍ଯ୍ୟାଳୟ : ଅଞ୍ଚଳବାସୀ ସେବା ପାଇବାରୁ ବଞ୍ଚିତ

ବାଲିଗୁଡ଼ା, (ସୁରେନ୍ଦ୍ର କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲ୍ଲା କ. ନୁଆଗାଁ ତହସିଲ ଅନ୍ତର୍ଗତ ବଣ୍ଡଗୁଡ଼ା ପଞ୍ଚାୟତରେ ଥିବା ରାଜସ୍ୱ ନିରୀକ୍ଷକଙ୍କ କାର୍ଯ୍ୟାଳୟ ମାସ ମାସ ଧରି ଖୋଲୁ ନ ଥିବାରୁ ଅଞ୍ଚଳବାସୀ ସେବା ପାଇବାରୁ ବଞ୍ଚିତ ହୋଇ ହନ୍ତସନ୍ତ ହେଉଥିବା ଦେଖିବାକୁ ମିଳିଛି । ଘଣ୍ଟା
Read More...

ବଡସାଇମରା ହାଇସ୍କୁଲରେ ବ୍ଲକ ଓଷ୍ଟା ସଂଘର ସମ୍ବର୍ଦ୍ଧନା ସଭା ବୈଠକ ଅନୁଷ୍ଠିତ

ମୁରିବାହାଲ, (ଦୁର୍ଗାନନ୍ଦ ମହାକୁର) : ବଲାଙ୍ଗିର ଜିଲ୍ଲା ମୁରିବାହାଲ ବ୍ଲକ ଓଡ଼ିଶା ମାଧ୍ୟମିକ ଶିକ୍ଷକ ସଂଘ(ଓଷ୍ଟା)ର ଏକ ବୈଠକ ଶୁକ୍ରବାର ବଡ଼ସାଇମରା ଗ୍ରାମସ୍ଥିତ ସ୍ଵାମୀ ବିବେକାନନ୍ଦ ଉଚ୍ଚ ବିଦ୍ୟାଳୟରେ ଅନୁଷ୍ଠିତ ହୋଇଯାଇଛି । ଏହି ବୈଠକରେ ବଲାଙ୍ଗିର ଜିଲ୍ଲା ମାଧ୍ୟମିକ ଶିକ୍ଷକ
Read More...

ଚଣାବାହାଲ ଗ୍ରାମରେ ନବନିର୍ମିତ ମାହେଶ୍ୱରୀ ମନ୍ଦିରର ପ୍ରତିଷ୍ଠା ଉତ୍ସବ ଅନୁଷ୍ଠିତ

ମୁରିବାହାଲ, (ଦୁର୍ଗାନନ୍ଦ ମହାକୁର) : ବଲାଙ୍ଗିର ଜିଲ୍ଲା ମୁରିବାହାଲ ବ୍ଲକ ଚଣାବାହାଲ ଗ୍ରାମ ତଳିପଡ଼ାରେ ଥିବା ଡୁମାଳ ସମାଜର ଅଧିଷ୍ଠାତ୍ରୀ ଦେବୀ ମାଁ ମାହେଶ୍ୱରୀଙ୍କ ନବନିର୍ମିତ ମନ୍ଦିରର ପ୍ରତିଷ୍ଠା ଉତ୍ସବ ଶୁକ୍ରବାର ଅନୁଷ୍ଠିତ ହୋଇଯାଇଛି । ମନ୍ଦିରର ବରିଷ୍ଠ ଦେହେରୀ ତଥା କର୍ତ୍ତା
Read More...

ଗୁଡିଘାଟ ଓ ଇଚ୍ଛାପଡ଼ା ପଞ୍ଚାୟତସ୍ତରୀୟ ‘ସେବା ଓ ବିକାଶ ବାହାନ ଯାତ୍ରା’ ସଚେତନତା ଶିବିର ଅନୁଷ୍ଠିତ

ମୁରିବାହାଲ, (ଦୁର୍ଗାନନ୍ଦ ମହାକୁର) : ବଲାଙ୍ଗିର ଜିଲ୍ଲା ମୁରିବାହାଲ ବ୍ଲକ ଗୁଡିଘାଟ ଓ ଇଛାପଡା ଗ୍ରାମ ପଞ୍ଚାୟତସ୍ତରୀୟ 'ସେବା ଓ ବିକାଶ ବାହାନ ଯାତ୍ରା' ଉପରେ ସଚେତନତା ଶିବିର ଶୁକ୍ରବାର ଅନୁଷ୍ଠିତ ହୋଇଯାଇଛି । ଗୁଡିଘାଟ ପଞ୍ଚାୟତରେ ବିଡିଓ ବାସନ୍ତୀ ସେଠୀଙ୍କ ତତ୍ୱାବଧାନରେ ଅନୁଷ୍ଠିତ
Read More...

ବିଏସଏଫ ପକ୍ଷରୁ ସର୍ଚ୍ଚ ଅପରେସନ ବେଳେ ବିଭିନ୍ନ ପ୍ରକାର ମାଓ ସାମଗ୍ରୀ ଜବତ : ସର୍ଚ୍ଚ ଅପରେସନ ଜାରୀ

ବାଲିଗୁଡା, (ସୁରେନ୍ଦ୍ର କୁମାର ପାଣିଗ୍ରାହୀ) : କନ୍ଧମାଳ ଜିଲ୍ଲା ବାଲିଗୁଡ଼ା ଥାନା ଅନ୍ତର୍ଗତ ଖମଣଖୋଲ ଅଞ୍ଚଳରେ ମାଓ ସଙ୍ଗଠନ ଏକତ୍ରିତ ହେଉଥିବା ନେଇ ଗୁଇନ୍ଦା ପକ୍ଷରୁ ମିଳିଥିବା ସୂଚନାକୁ ଆଧାର କରି ଖମଣଖୋଲ ପଞ୍ଚାୟତର କାନିବାଲି ଗାଁ ନିକଟସ୍ଥ ଜଙ୍ଗଲରେ ଖମନଖୋଲ ସ୍ଥିତ ବିଏସଏଫ ୧୩୬
Read More...

ଅଖିଳ ଭାରତୀୟ ସାହିତ୍ୟ ପରିଷଦର ମାସିକ ସାହିତ୍ୟ ଆସର ଶ୍ରୀ ଜଗନ୍ନାଥ ଚେତନା ମାନବ ସମାଜକୁ ରସାମୃତ କରିଛି

ରାଉରକେଲା, (ସସ୍ମିତା ପ୍ରଧାନ) : ଅଖିଳ ଭାରତୀୟ ସାହିତ୍ୟ ପରିଷଦ, ରାଉରକେଲା ଶାଖା ଓ ରାଉରକେଲା କଲେଜ, ରାଉରକେଲାର ମିଳିତ ଆନୁକୂଲ୍ୟରେ ମାସିକ ସାରସ୍ଵତ ସମାବେଶ କଲେଜ ପରିସରରେ ଅନୁଷ୍ଠିତ ହୋଇଯାଇଛି । ପରିଷଦର ସଭାପତି ତଥା ରାଉରକେଲା କଲେଜର ଅଧ୍ୟକ୍ଷ ଡ. ରବୀନ୍ଦ୍ର କୁମାର ଜେନାଙ୍କ
Read More...

ରାଉରକେଲା କଲେଜରେ ଯୁକ୍ତ ୩ କଳା ଓ ବାଣିଜ୍ୟର ଇ ଆଡମିଶନ ଆରମ୍ଭ

ରାଉରକେଲା, (ସସ୍ମିତା ପ୍ରଧାନ) : ରାଉରକେଲା କଲେଜ, ରାଉରକେଲାରେ ଯୁକ୍ତ ୩ କଳା ଓ ବାଣିଜ୍ୟ ବିଭାଗରେ ଇ ଆଡମିଶନ ଆରମ୍ଭ ହୋଇଛିଫ ଏହି ଆଡ଼ମିଶନ ଫେଜ ୧ର ପ୍ରଥମ ରାଉଣ୍ଡ ୧୩,୧୬ ଓ ୧୭ ତାରିଖ ଦିନ ହେବ । ସେହିପରି ଦ୍ୱିତୀୟ ପର୍ଯ୍ୟାୟ ଆସନ୍ତା ୨୩,୨୪ ଓ ୨୫ ତାରିଖ ଦିନ ହେବ । ଏସଆରସି ରେ
Read More...

ସୁଭାଷିନୀ ହୋତାଙ୍କ ୬୭ ବର୍ଷ ବୟସରେ ପରଲୋକ

ବଲାଙ୍ଗିର, (କେପିଏନ୍‌ଏସ୍‌) : ବଲାଙ୍ଗିରର ବୟୋଜ୍ୟେଷ୍ଠା ସାରସ୍ୱତ ସାଧିକା ମାଲପଡ଼ା ନିବାସୀ ସୁଭାଷିନୀ ହୋତାଙ୍କ ୬୭ ବର୍ଷ ବୟସରେ ଶୁକ୍ରବାର ଦିନ ସକାଳେ ଦିଲ୍ଲୀର ଏକ ଘରୋଇ ହସ୍ପିଟାଲରେ ପରଲୋକ ହୋଇଯାଇଛି । ହୃଦୟ ଜନିତ ରୋଗରେ ସେ ପୀଡିତା ହୋଇ ସେଠାରେ ଅସ୍ତ୍ରୋପଚାର ପାଇଁ ଭର୍ତ୍ତି
Read More...

ମୋବାଇଲ ନେଟୱାର୍କ ପାଇଁ ଜିଲ୍ଲାପାଳଙ୍କୁ ଭେଟିଲେ ଗ୍ରାମବାସୀ

ବଲାଙ୍ଗିର, (ଦେବାଶିଷ ମିଶ୍ର) : ବଲାଙ୍ଗିର ବ୍ଲକ ଅନ୍ତର୍ଗତ ଶିକାଛିଡା ଗ୍ରାମ ପଂଚାୟତବାସୀ ଦିର୍ଘ ଦିନ ହେବ ମୋବାଇଲ ନେଟୱାର୍କ ଯୋଗୁଁ ଅନେକ ହଇରାଣ ହେଉଛନ୍ତି । ଛାତ୍ରଛାତ୍ରୀମାନେ ଅନ୍‌ ଲାଇନ କ୍ଲାସ କରିପାରୁନାହାନ୍ତି, ବ୍ୟାଙ୍କ ସୁବିଧାରୁ ମଧ୍ୟ ବଂଚିତ ହେବାକୁ ପଡୁଛି, ସରକାରଙ୍କ
Read More...