Daily Archives

ଖୋଲାନଠାରେ ଲୁହା ପରଗନା କନ୍ଧ ସମାଜ ଭବନ ଉଦଘାଟନ

ଯୋଗଦେଲେ ରାଜ୍ୟ ସଭା ସାଂସଦ ନିରଞ୍ଜନ ବିଶି ଟିଟିଲାଗଡ଼, (ସଞ୍ଜୟ କୁମାର ନାୟକ) : ଟିଟିଲାଗଡ଼ ବ୍ଲକ ଅନ୍ତର୍ଗତ ଖୋଲାନ ଗ୍ରାମରେ ରାଜ୍ୟ ସଭା ସାଂସଦ ନିରଞ୍ଜନ ବିଶିଙ୍କ ଅନୁଦାନ ପାଣ୍ଠିରୁ ଉତ୍କଳ କନ୍ଧ ସମାଜ, ଲୁହା ପର୍‌ଗନା କନ୍ଧ ସମାଜ ଭବନ ନିର୍ମାଣ କରାଯାଇଥିଲା । ତେବେ ନିର୍ମାଣ…
Read More...

ବୁର୍ଡାରେ ଶ୍ରୀ ଶ୍ରୀ ଠାକୁର ଅନୁକୂଳଚନ୍ଦ୍ରଙ୍କ ସତସଙ୍ଗ ସମାରୋହ

ଲୋଇସିଂହା, (ବିମଳେନ୍ଦୁ ସାହୁ) : ପରମ ପ୍ରେମମୟ ଶ୍ରୀ ଶ୍ରୀ ଠାକୁର ଅନୁକୂଳ ଚନ୍ଦ୍ରଙ୍କ ଅଣନାତି ତଥା ସତସଙ୍ଗର ପ୍ରଧାନ ଆଚାର୍ଯ୍ୟ ପୂଜ୍ୟ ବାବଇ ଦା 'ଙ୍କ ଶୁଭ ୫୮ତମ ଜନ୍ମ ମହୋତ୍ସବ ଲୋଇସିଂହା ସତସଙ୍ଗ ବିହାର, ବୁର୍ଡାଠାରେ ଅନୁଷ୍ଠିତ ହୋଇଯାଇଛି । ସତସଙ୍ଗ ବିହାର ପରିଚାଳନା କମିଟି…
Read More...

ମୁରିବାହାଲ ଓ ଲଖନା ପଞ୍ଚାୟତସ୍ତରୀୟ ବିକାଶ ମେଳା କାର୍ଯ୍ୟକ୍ରମ ଅନୁଷ୍ଠିତ

ମୁରିବାହାଲ, (ଦୁର୍ଗାନନ୍ଦ ମହାକୁର) : ବଲାଙ୍ଗିର ଜିଲ୍ଲା ମୁରିବାହାଲ ବ୍ଲକ ସଦର ପଞ୍ଚାୟତ ଓ ଲଖନା ପଞ୍ଚାୟତସ୍ତରୀୟ 'ସେବା ଓ ବିକାଶ ବାହାନ ଯାତ୍ରା' ଉପରେ ସଚେତନତା ଶିବିର ତଥା ବିକାଶ ମେଳା କାର୍ଯ୍ୟକ୍ରମ ରବିବାର ଅନୁଷ୍ଠିତ ହୋଇଯାଇଛି । ମୁରିବାହାଲ କଲ୍ୟାଣ ମଣ୍ଡପ ସମ୍ମୁଖରେ ଅନୁଷ୍ଠିତ…
Read More...

ଭାରତୀୟ ମଜଦୂର ସଙ୍ଘ ଦ୍ଵାରା ଅନୁବନ୍ଧିତ ଅଲ୍ ଓଡ଼ିଶା ସି.ଆର.ପି. ସଙ୍ଘ ଗଞ୍ଜାମଜିଲ୍ଲା ଶାଖା ପକ୍ଷରୁ ସାଧାରଣ ବୈଠକ

ବ୍ରହ୍ମପୁର, (କେ.ସତ୍ୟନାରାୟଣ ରେଡ୍ଡୀ) : ଗଞ୍ଜାମ ଜିଲ୍ଲାର ସଦର ମହକୁମା ଛତ୍ରପୁର ସ୍ଥିତ ଜିଲ୍ଲା ସଂସ୍କୃତି ଭବନ ସଭାଗୃହରେ ଭାରତୀୟ ମଜଦୂର ସଙ୍ଘ ଦ୍ଵାରା ସହଅନୁବନ୍ଧିତ ଅଲ୍ ଓଡ଼ିଶା ସି.ଆର.ପି. ସଙ୍ଘ ଗଞ୍ଜାମଜିଲ୍ଲା ଶାଖା ପକ୍ଷରୁ ଏକ ସାଧାରଣ ବୈଠକ ରବିବାର ଅନୁଷ୍ଠିତ ହୋଇଯାଇଛି ।…
Read More...

ଆସନ୍ତା ୧୭ରେ ମୁଖ୍ୟମନ୍ତ୍ରୀଙ୍କ ବଲାଙ୍ଗିର ଗସ୍ତ

ଆଇଏସଏସ ନିର୍ମାଣ କୃଷିବିଶ୍ୱବିଦ୍ୟାଳୟ, ଇକୋଟୁରିଜମ ଦାବି ରଖିଲା ଜିଲ୍ଲା ଉନ୍ନୟନ ପରିଷଦ ବଲାଙ୍ଗିର, (କେପିଏନ୍‌ଏସ୍‌) : ଆସନ୍ତା ଜୁନ ୧୭ ତାରିଖ ମଙ୍ଗଳବାର ଦିନ ଓଡିଶା ମୁଖ୍ୟମନ୍ତ୍ରୀ ମୋହନଚରଣ ମାଝୀ ବଲାଙ୍ଗିର ଜିଲ୍ଲା ଗସ୍ତରେ ଆସୁଛନ୍ତି । ପଥରଚେପା ପଡିଆଠାରେ ଆୟୋଜିତ କୃଷକ ଶକ୍ତି…
Read More...

ଇସ୍ପାତ ଫିଟନେସ ପାଥରେ ରଜ ମହୋତ୍ସବ ପାଳନ

ରାଉରକେଲା, (ସସ୍ମିତା ପ୍ରଧାନ) : ରାଉରକେଲା ସେକ୍ଟର ୧୯ ସ୍ଥିତ ଇସ୍ପାତ ଫିଟନେସ ପାଥଠାରେ ରଜ ମହୋତ୍ସବ ମହାସମାରୋହରେ ପାଳିତ ହୋଇଯାଇଛି । ଫିଟନେସ ପାଥର ବରିଷ୍ଠ ସଦସ୍ୟ ନିମାଇଁ ଚରଣ ରାୟଙ୍କ ସଭାପତିତ୍ୱରେ ଆୟୋଜିତ ଏହି ମହୋତ୍ସବରେ ଆରଏସପିର କାର୍ମିକ ବିଭାଗର ନିର୍ବାହୀ ନିର୍ଦ୍ଦେଶକ…
Read More...

ବଜ୍ରପାତରେ ଛତ୍ରପୁର ବ୍ଲକ ଅନ୍ତର୍ଗତ ଚିକଲଖଣ୍ଡି ଅଞ୍ଚଳରେ ୫୦ରୁ ଅଧିକ ଛେଳି ମୃତ : ଚାଷୀ ହତାଶ

ବ୍ରହ୍ମପୁର, (କେ.ସତ୍ୟନାରାୟଣ ରେଡ୍ଡୀ) : ପବିତ୍ର ରଜସଂକ୍ରାନ୍ତି ଅବସରରେ ଦ୍ୱିତୀୟ ଦିବସର ରଜପର୍ବ ଆନନ୍ଦ ଉତ୍ସାହର ସହ ପାଳନ କରାଯାଇଥିବା ବେଳେ ଛତ୍ରପୁର ଅଞ୍ଚଳରେ ଚାଷୀକୁଳ ଉପରେ ଅନେକ କ୍ଷତି ପହଞ୍ଚାଇଥିବା ନେଇ ଏହି ଅଞ୍ଚଳରେ ରଜପର୍ବ ଏକ ପ୍ରକାର ଫିକା ପଡ଼ିଯାଇଛି । ରବିବାର ଅପରାହ୍ନ…
Read More...

ପଞ୍ଚାୟତ ସ୍ତରୀୟ ସମ୍ବିଧାନ ସଚେତନତା ସଭା ଅନୁଷ୍ଠିତ

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ନିକଟସ୍ଥ ଚାରପାଳି ପଞ୍ଚାୟତଠାରେ ପଞ୍ଚାୟତ ସ୍ତରୀୟ ସମ୍ବିଧାନ ସଚେତନତା ସଂଗଠନ ତରଫରୁ ଏକ ସମ୍ବିଧାନ ସଚେତନତା ସଭା ଅନୁଷ୍ଠିତ ହୋଇଯାଇଛି । ଏହି ସଭାରେ ମୁଖ୍ୟ ଅତିଥିଭାବେ କ୍ଷେତ୍ରୀ ଲୁହାର, ମୁଖ୍ୟବକ୍ତା ଦିନବନ୍ଧୁ କୁମ୍ଭାର ସମ୍ମାନିତ…
Read More...

ମହିଳା ଶାନ୍ତିଲତା ଦାସଙ୍କ ପରଲୋକ

ବଲାଙ୍ଗିର, (ଦେବାଶିଷ ମିଶ୍ର) : ବଲାଙ୍ଗିର ମାଲପଡା ନିବାସୀ ଶାନ୍ତିଲତା ଦାସଙ୍କ ପରଲୋକ ହୋଇଯାଇଛି । ମୃତ୍ୟୁବେଳକୁ ତାଙ୍କୁ ୮୬ ବର୍ଷ ହେଉଥିଲା । ସେ କିଛି ଦିନ ହେଲା ବାଦ୍ଧକ୍ୟଜନିତ ସମସ୍ୟାରେ ପୀଡିତ ଥିଲେ । ଚିକିତ୍ସାଧୀନ ଅବସ୍ଥାରେ ଭୁବନେଶ୍ୱର ସ୍ଥିତ ଏକ ଘରୋଇ ହସ୍ପିଟାଲରେ ତାଙ୍କର…
Read More...

ମାସିକ ରଚନା ସନ୍ଧ୍ୟା କାର୍ଯ୍ୟକ୍ରମରେ ନାଟ୍ୟଭୂଷଣ ଜଗଦାନନ୍ଦଙ୍କ ସହ ଅନ୍ତରଙ୍ଗ ଆଳାପ

ବଲାଙ୍ଗିର, (କେପିଏନ୍‌ଏସ୍‌) : ଦୁଃଖ ହେଉଛି ଆମର ସବୁଠାରୁ ଅନ୍ତରଙ୍ଗ ସାଥି ଆଉ ଏହି ଦୁଃଖକୁ ଆହୁରି ଆପଣାର କରିବା ପାଇଁ ତା ସହ ମିଶି ନିଜ କର୍ମମୟ ଜୀବନକୁ ସରଳ କରିବାର ବାଟ ଦେଖାଏ ନାଟକ । ସମୟ ପରିବର୍ତ୍ତନ ହେଉଛି, ଦର୍ଶକଙ୍କ ରୁଚି ବି ପରିବର୍ତ୍ତନ ହେଉଛି, ନାଟକର ମୁଳ ଉଦ୍ଦେଶ୍ୟକୁ…
Read More...