Daily Archives

ମାଳିଶିରା ତେନ୍ତୁଳିଖୁଣ୍ଟି ଓ ସିରୋଲ ୩ଟି ପଞ୍ଚାୟତରେ ବିକାଶ ମେଳା କାର୍ଯ୍ୟକ୍ରମ ଅନୁଷ୍ଠିତ

ମୁରିବାହାଲ, (ଦୁର୍ଗାନନ୍ଦ ମହାକୁର) : ବଲାଙ୍ଗିର ଜିଲ୍ଲା ମୁରିବାହାଲ ବ୍ଲକର ବିଭିନ୍ନ ପଞ୍ଚାୟତରେ ପଞ୍ଚାୟତସ୍ତରୀୟ 'ସେବା ଓ ବିକାଶ ବାହାନ ଯାତ୍ରା' ଉପରେ ସଚେତନତା ଶିବିର ତଥା ସରକାରଙ୍କ ଏକ ବର୍ଷ ପୂର୍ତ୍ତି ଉପଲକ୍ଷେ ବିକାଶ ମେଳା କାର୍ଯ୍ୟକ୍ରମ ଅନୁଷ୍ଠିତ ହେଉଛି । ଗୁରୁବାର ମାଳିଶିରା,
Read More...

କେସିଙ୍ଗା ବ୍ଲକ ବେଲଖଣ୍ଡି ପଞ୍ଚାୟତରେ ପ୍ରାକୃତିକ ବିପର୍ଯ୍ୟୟର ମୁକାବିଲା ପାଇଁ ମକ୍ ଡ୍ରିଲ ଅନୁଷ୍ଠିତ

କେସିଙ୍ଗା, (ପ୍ରୀତେଶ ପଟେଲ) : କେସିଙ୍ଗା ବ୍ଲକ ବେଲାଖଣ୍ଡି ପଞ୍ଚାୟତରେ ପ୍ରତିବର୍ଷ ଭଳି ଚଳିତ ବର୍ଷ ମଧ୍ୟ ଗୁରୁବାର ଦିନ ବେଲଖଣ୍ଡି ସ୍ଥିତ ବହୁମୁଖୀ ବନ୍ୟା ଆଶ୍ରୟ ସ୍ଥଳୀରେ ପ୍ରାକୃତିକ ବିପର୍ଯ୍ୟୟର ମୁକାବିଲା କରିବା ନିମନ୍ତେ ମକଡ୍ରିଲ ବା ସାମୁହିକ ଅଭ୍ୟାସର ଶିବିର ଅନୁଷ୍ଠିତ ହୋଇଯାଇଛି
Read More...

ପୂର୍ବତନ ୟୁକେ ପ୍ରଧାନମନ୍ତ୍ରୀ ଟୋନି ବ୍ଲେୟାରଙ୍କ ସହ ସାକ୍ଷାତ କଲେ ଉପମୁଖ୍ୟମନ୍ତ୍ରୀ କେ. ଭି. ସିଂହ ଦେଓ

ଭୁବନେଶ୍ୱର : ଉପମୁଖ୍ୟମନ୍ତ୍ରୀ କେ ଭି ସିଂହଦେଓ ଗୁରୁବାର ୟୁକେର ପୂର୍ବତନ ପ୍ରଧାନମନ୍ତ୍ରୀ ତଥା ଟୋନି ବ୍ଲେୟାର ଇନଷ୍ଟିଚ୍ୟୁଟ୍ ଫର ଗ୍ଲୋବାଲ୍ ଚେଞ୍ଜ (ଟିବିଆଇ)ର କାର୍ଯ୍ୟକାରୀ ଅଧ୍ୟକ୍ଷ ଟୋନି ବ୍ଲେୟାରଙ୍କୁ ଦିଲ୍ଲୀର ତାଜ ପ୍ୟାଲେସ ହୋଟେଲରେ ଭେଟିଛନ୍ତି । ଉଭୟ ନେତାଙ୍କ ଉପସ୍ଥିତିରେ
Read More...

ସେବା ଓ ବିକାଶ ବାହାନ ଯାତ୍ରାରେ ବହୁ ଲୋକ ସାମିଲ

ବଙ୍ଗୋମୁଣ୍ଡା, (ଅର୍ଜୁନ କୁମାର ହଂସ) : ବଲାଙ୍ଗିର ଜିଲ୍ଲା ବଙ୍ଗୋମୁଣ୍ଡା ବ୍ଲକର କପିଲାଭଟା ଓ ଗନ୍ଧରାବନ୍ଧ ପଞ୍ଚାୟତରେ ସେବା ଓ ବିକାଶ ବାହନ ଯାତ୍ରା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ରାଜ୍ୟ ସରକାରଙ୍କ ଏକ ବର୍ଷ ପୂର୍ତ୍ତି ଅବସରରେ ଲୋକଙ୍କ ପାଇଁ ରହିଥିବା ସରକାରଙ୍କ ଜନହିତକର ଯୋଜନା
Read More...

ସୁନ୍ଦରଗଡ଼ଠାରେ ଓଡ଼ିଆ ଚଳଚ୍ଚିତ୍ର ‘ଦମନ’ ପ୍ରଦର୍ଶିତ

ସୁନ୍ଦରଗଡ଼, (ସସ୍ମିତା ପ୍ରଧାନ) : ରାଜ୍ୟ ସରକାରଙ୍କ ଏକ ବର୍ଷ ପୂର୍ତ୍ତି ପାଳନ ଅବସରରେ ଅବସରରେ ଜିଲ୍ଲା ପ୍ରଶାସନ ପକ୍ଷରୁ ବିଭିନ୍ନ କାର୍ଯ୍ୟକ୍ରମ ଆୟୋଜିତ ହୋଇଯାଇଛି ଏବଂ କେତେକ କାର୍ଯ୍ୟକ୍ରମ ଗୁଡ଼ିକ ଆଗକୁ ଆୟୋଜିତ ହେବ । ଏହି ପରିପ୍ରେକ୍ଷୀରେ ଆଜି ସ୍ଥାନୀୟ ସଂସ୍କୃତି ଭବନ ଠାରେ
Read More...

ବେକାରଙ୍କୁ ନିଯୁକ୍ତି ଦେବା ବଦଳରେ ରାଜ୍ୟ ସରକାର ଗୋଟିଏ ପରେ ଗୋଟିଏ କାରଖାନା ସିଲ କରୁଛନ୍ତି

କୁଆଁରମୁଣ୍ଡା ଅଞ୍ଚଳରେ ୫ ଟି କାରଖାନା ସିଲ ପରେ ଭୋକ ଉପାସରେ ୫ ହଜାର ପରିବାର ସଦସ୍ୟ।ସିଲ କରୁଥିବା ସମସ୍ତ କାରଖାନାର ଶ୍ରମିକଙ୍କୁ ସରକାର ଦିଅନ୍ତୁ ମାସିକିଆ ଦରମା ରାଉରକେଲା, (ସସ୍ମିତା ପ୍ରଧାନ) : ବର୍ଷକୁ ଦୁଇକୋଟି ବେକାରଙ୍କୁ କର୍ମ ନିଯୁକ୍ତି ଯୋଗାଇ ଦେବା ପାଇଁ ବିଜେପି ସରକାର
Read More...

ନିଟ୍‌ କୃତକାର୍ଯ୍ୟ ଛାତ୍ରୀଙ୍କୁ ମାଁ ମାହେଶ୍ୱରୀ ସେନା ତରଫରୁ ସମ୍ବର୍ଦ୍ଧନା

ବଲାଙ୍ଗିର, (ଦେବାଶିଷ ମିଶ୍ର) : ବଲାଙ୍ଗିର ସଦର ସୂର୍ଯ୍ୟନଗରରେ ରହୁଥିବା ଆଗଲପୁର ବ୍ଲକ ହରଭଙ୍ଗା ଗାଁର ମୂଳ ନିବାସୀ ଶିକ୍ଷକ ତ୍ରିନାଥ ପାତ୍ର ଓ କବିତା ପାତ୍ରଙ୍କ ସୁପୁତ୍ରୀ ପ୍ରତୀକ୍ଷା ପ୍ରିୟଦର୍ଶିନୀ ପାତ୍ର ସର୍ବ ଭାରତୀୟ ମେଡିକାଲ ଏଣ୍ଟ୍ରାନ୍ସ ପ୍ରବେଶିକା ପରୀକ୍ଷା ନିଟରେ ୬୮୪୮
Read More...

ରକ୍ତଦାନ କରି ରାହୁଲ ଗାନ୍ଧୀଙ୍କ ଜନ୍ମଦିନ ପାଳନ କଲା ଯୁବ କଂଗ୍ରେସ

ବଲାଙ୍ଗିର, (ଦେବାଶିଷ ମିଶ୍ର) : ଆଜି କଂଗ୍ରେସ ଦଳର ସର୍ବମାନ୍ୟ ଯୁବନେତା ତଥା ଦେଶର ବିରୋଧି ଦଳ ନେତା ରାହୁଲ ଗାନ୍ଧୀଙ୍କର ୫୬ତମ ଜନ୍ମ ଦିବସ ଅବସରରେ ବଲାଙ୍ଗିର ଯୁବ କଂଗ୍ରେସ ତରଫରୁ ବଲାଙ୍ଗିର ବିଧାନସଭା ନିର୍ବାଚନ ମଣ୍ଡଳୀ ସ୍ତରୀୟ ଯୁବ କଂଗ୍ରେସ ସଭାପତି ନାସୀର ଖାନଙ୍କ ନେତୃତ୍ୱରେ
Read More...

ଉଠୁନି ଧାନ, ଜିଲ୍ଲା ଯୋଗାଣ ଅଧିକାରୀଙ୍କ କାର୍ଯ୍ୟାଳୟ ଘେରିଲେ ଚାଷୀ

ସୁବର୍ଣ୍ଣପୁର : ଜିଲ୍ଲା ଯୋଗାଣ ଅଧିକାରୀଙ୍କ କାର୍ଯ୍ୟାଳୟ ଘେରିଲେ ଚାଷୀ । ଜିଲ୍ଲାରେ ଲଗାଣ ବର୍ଷା ଜାରି ରହିଥିଲେ ମଧ୍ୟ ମଣ୍ଡିରେ ପଡିରହିଛି ହଜାର ହଜାର କୁଇଣ୍ଟାଲ ଧାନ । ଧାନ ନ ଉଠିବାରୁ ଏହାର ପ୍ରତିବାଦରେ ଜିଲ୍ଲା ଯୋଗାଣ ଅଧିକାରୀଙ୍କ କାର୍ଯାଳୟ ଘେରିଛନ୍ତି ଚାଷୀ । କେଉଁଠି ଧାନ ଗଜା
Read More...

ହିତାଧିକାରୀଙ୍କୁ ୩୦୦ କୋଟି ଟଙ୍କାରୁ ଅଧିକ ମାର୍ଜିନ୍‍ ମନି ସବସିଡ୍‍ ବଣ୍ଟନ କରିଛନ୍ତି ଖଦି ଓ ଗ୍ରାମୋଦ୍ୟୋଗ ଆୟୋଗ

ପ୍ରଧାନମନ୍ତ୍ରୀ ରୋଜଗାର ସୃଜନ କାର୍ଯ୍ୟକ୍ରମ ଅଧୀନରେ ଦେଶର ୧୧: ୪୮୦ ହିତାଧିକାରୀଙ୍କୁ ବଣ୍ଟନ ନୂଆଦିଲ୍ଲୀ, (ପିଆଇବି) : ଖଦି ଓ ଗ୍ରାମୋଦ୍ୟୋଗ ଆୟୋଗ (କେଭିଆଇସି) ୧୭ ଜୁନ୍ ୨୦୨୫ରେ ଆଭାସି ମାଧ୍ୟମରେ ପ୍ରଧାନମନ୍ତ୍ରୀ ରୋଜଗାର ସୃଜନ କାର୍ଯ୍ୟକ୍ରମ ମ (ପିଏମଇଜିପି) ଅଧୀନରେ ଦେଶବ୍ୟାପୀ
Read More...