ଭାରତୀୟ ଷ୍ଟେଟ ବ୍ୟାଙ୍କ ଅଫ ଇଣ୍ଡିଆ ଜୟପାଟଣା ଶାଖା ପକ୍ଷରୁ ପ୍ରଧାନମନ୍ତ୍ରୀ ସୁରକ୍ଷା ବୀମା ରାଶି ପ୍ରଦାନ
ଜୟପାଟଣା, (ଶେଷଦେବ ବେହେରା) : ଆଜି ଭାରତୀୟ ଷ୍ଟେଟ ବ୍ୟାଙ୍କ ଅଫ ଇଣ୍ଡିଆ ଜୟପାଟଣା ଶାଖା ପକ୍ଷରୁ ଜଣେ ହିତାଧିକାରୀଙ୍କୁ ପ୍ରଧାନମନ୍ତ୍ରୀ ସୁରକ୍ଷା ବୀମା ରାଶି ପ୍ରଦାନ କରଯାଇଥିଲା । ଭାରତୀୟ ଷ୍ଟେଟ ବ୍ୟାଙ୍କ ଅଫ ଇଣ୍ଡିଆ ଜୟପାଟଣା ଶାଖା କାର୍ଯ୍ୟଳୟରେ ହିତାଧିକାରୀ ଉଦୟ କୁମାର ମହାରଣାଙ୍କୁ!-->…
Read More...
Read More...