ଶୁକ୍ରବାର ଓଡ଼ିଶା ଆସିବେ ପ୍ରଧାନମନ୍ତ୍ରୀ : ଜଗିବେ ୧୩୩ ପ୍ଲାଟୁନ୍ ଫୋର୍ସ
ଭୁବନେଶ୍ୱର : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଓଡ଼ିଶା ଗସ୍ତ ପାଇଁ ସୁରକ୍ଷା ପ୍ରସ୍ତୁତି ଶେଷ ପର୍ଯ୍ୟାୟରେ ପହଞ୍ଚିଛି । ଏସ୍ପିଜି (ସ୍ପେସାଲ ପ୍ରୋଟେକ୍ସନ ଗ୍ରୁପ୍) କମାଣ୍ଡୋଙ୍କ ସହ ମିଶି ବ୍ଲୁ ବୁକ୍ ଅନୁସାରେ କମିଶନରେଟ୍ ପୁଲିସ ସୁରକ୍ଷାର ବ୍ଲୁ ପ୍ରିଣ୍ଟ୍ ପ୍ରସ୍ତୁତ କରିଛି ।!-->…
Read More...
Read More...