Daily Archives

ଇଣ୍ଟରନ୍ୟାସନାଲ ହ୍ୟୁମାନ ରାଇଟସ୍ କାଉନସିଲ୍ ଦ୍ୱାରା ସୁନ୍ଦରଗଡ ସେବା ରତ୍ନ ସମ୍ମାନରେ ସମ୍ମାନୀତ ହେଲେ ଜୀବନ ସିଂ…

ରାଉରକେଲା, (ସସ୍ମିତା ପ୍ରଧାନ) : ଇସ୍ପାତ ସହର ରାଉରକେଲାର ଭଞ୍ଜ ଭବନ ପରିସରରେ ଆୟୋଜିତ ଇଣ୍ଟରନେସନାଲ ହ୍ୟୁମାନ ରାଇଟସ୍ କାଉନସିଲର ପ୍ରଥମ ସୁନ୍ଦରଗଡ ସେବା ରତ୍ନ ସମ୍ନାନ-୨୦୨୫ ଉତ୍ସବ ଅନୁଷ୍ଠିତ ହୋଇଯାଇଛି । ଏହି ଉତ୍ସବରେ ମୁଖ୍ୟଅତିଥି ଭାବେ ପୂର୍ବତନ ମନ୍ତ୍ରୀ ତଥା ରାଉରକେଲା ବିଧାୟକ
Read More...

ଏନ୍ଆଇଟି ରାଉରକେଲାର ୨୨ତମ ସମାବର୍ତ୍ତନ ଉତ୍ସବ : ୨୦୬୫ ଜଣଙ୍କୁ ମିଳିଲା ବିବିଧ ଡିଗ୍ରୀ

"ଶିକ୍ଷା ହେଉଛି ଜାତୀୟ ପ୍ରଗତିର ମୂଳଦୁଆ" : କାଓଲେ ରାଉରକେଲା, (ସସ୍ମିତା ପ୍ରଧାନ) : ଏନ୍ଆଇଟି ରାଉରକେଲାର ୨୨ତମ ସମାବର୍ତ୍ତନ ଉତ୍ସବ ମହାସମାରୋହରେ ପାଳିତ ହୋଇଯାଇଛି । ଏନ୍ଆଇଟିର ନିର୍ଦ୍ଦେଶକ ପ୍ରଫେସର କେ. ଉମା ମହେଶ୍ୱର ରାଓ ସ୍ୱାଗତ ଭାଷଣ ପ୍ରଦାନ ପୂର୍ବକ ବାର୍ଷିକ ବିବରଣୀ
Read More...

ବୈଶାଖ ମେଳାକୁ ୧୦ଲକ୍ଷ ଓ ପର୍ଯ୍ୟଟନ ସ୍ଥଳୀର ଉନ୍ନତି କରଣ ପାଇଁ ୧.୫ କୋଟି ଅନୁଦାନ

ମୁଖ୍ୟମନ୍ତ୍ରୀ ଓ ସଂସ୍କୃତି ମନ୍ତ୍ରୀଙ୍କୁ କୃତଜ୍ଞତା ଜଣାଇଲେ ନୃସିଂହନାଥ ମନ୍ଦିର କର୍ତୃପକ୍ଷ ପଦ୍ମପୁର, (ନିରୋଜ କୁମାର ପାଣୀ) : ବରଗଡ ଜିଲ୍ଲାର ଶ୍ରୀ ଶ୍ରୀ ନୃସିଂହନାଥ ମନ୍ଦିରକୁ ସରକାରୀ ସହାୟତା ପାଇଁ ରାଜ୍ୟ ସରକାରଙ୍କୁ ମନ୍ଦିର କର୍ତ୍ତୃପକ୍ଷ କୃତଜ୍ଞତା ଜ୍ଞାପନ କରିଛନ୍ତି ।
Read More...

ଯୋଗ ଓ ଐତିହ୍ୟର ମିଳନ : ଏଏସ୍‌ଆଇ ଐତିହ୍ୟସ୍ଥଳରେ ଅନ୍ତର୍ଜାତୀୟ ଯୋଗ ଦିବସ ପାଳନ

ନୂଆଦିଲ୍ଲୀ, (ପିଆଇବି) : ଶନିବାର ଦେଶବ୍ୟାପୀ ଅନ୍ତର୍ଜାତୀୟ ଯୋଗ ଦିବସ ପାଳନ ଉପଲକ୍ଷେ ଭାରତୀୟ ପ୍ରତ୍ନତତ୍ତ୍ୱ ସର୍ବେକ୍ଷଣ ସଂସ୍ଥା (ଏଏସ୍‌ଆଇ) ତତ୍ୱାବଧାନରେ ଥିବା ୮୧ଟି ଐତିହ୍ୟସ୍ଥଳରେ ଆୟୁଷ ମନ୍ତ୍ରଣାଳୟର ସହଯୋଗରେ ଯୋଗ ଶିବିର ଅନୁଷ୍ଠିତ ହୋଇଥିଲା । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ
Read More...

ବିଶ୍ଵ ମ୍ୟାଲେରିଆ ମାସ ତଥା ମ୍ୟାଲେରିଆ ନିରାକରଣ ୨୦୨୫ ବୈଠକ

ବଲାଙ୍ଗିର, (କେପିଏନ୍‌ଏସ୍‌) : ଆଜି ଅପରାହ୍ନରେ ବଲାଙ୍ଗିର ଜିଲ୍ଲା ମୁଖ୍ୟାଳୟ ସ୍ଥିତ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମିଳନୀ କକ୍ଷରେ ବିଶ୍ଵ ମ୍ୟାଲେରିଆ ମାସ ତଥା ମାଲେରିଆ ନିରାକରଣ ୨୦୨୫ ପାଇଁ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି । ଜିଲ୍ଲାପାଳ ତଥା ଜିଲ୍ଲା ମାଜିଷ୍ଟ୍ରେଟ ଗୌରୱ ଶୀୱାଜୀ
Read More...

ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଡେଲାଙ୍ଗ, (ଦିଲ୍ଲୀପ କୁମାର ଧାଉଡିଆ ) : ୧୧ତମ ଆନ୍ତର୍ଜାତୀୟ ଯୋଗ ଦିବସ ଅବସରରେ ସରସ୍ଵତୀ ଶିଶୁବିଦ୍ୟା ମନ୍ଦିର, ଡେଲାଙ୍ଗରେ ଯୋଗ ଅଭ୍ୟାସ ଶିବିର ଅନୁଷ୍ଠିତ ହୋଇଯାଇଛି । ପ୍ରାତଃ ୬:୩୦ରୁ ଏହି କାର୍ଯ୍ୟକ୍ରମ ଆରମ୍ଭ ହୋଇ ୮: ୩୦ ପର୍ଯ୍ୟନ୍ତ ଚାଲିଥିଲା । ପ୍ରଥମେ ତିନି ଥର ବ୍ରହ୍ମନାଦ
Read More...

ଭାରତୀୟ ଷ୍ଟେଟ୍ ବ୍ୟାଙ୍କ ଆର ବି ଓ ବଲାଙ୍ଗିର ପକ୍ଷରୁ ଶନିବାର ଏକ ସ୍ୱେଚ୍ଛାକୃତ ରକ୍ତଦାନ ଶିବିର ଅନୁଷ୍ଠିତ

ବଲାଙ୍ଗିର, (କେପିଏନ୍‌ଏସ୍‌) : ଭାରତୀୟ ଷ୍ଟେଟ୍ ବ୍ୟାଙ୍କ ଆର ବି ଓ ବଲାଙ୍ଗିର ପକ୍ଷରୁ ଶନିବାର ଏକ ସ୍ବେଚ୍ଛାକୃତ ରକ୍ତଦାନ ଶିବିର ଅନୁଷ୍ଠିତ ହୋଇଯାଇଛି । ଆସନ୍ତା ଜୁଲାଇ ୧ ତାରିଖରେ ଭାରତୀୟ ଷ୍ଟେଟ୍ ବ୍ୟାଙ୍କର ୭୦ତମ ପ୍ରତିଷ୍ଠା ଦିବସ ପାଳନ ଅବସରରେ ଏସ୍ ବି ଆଇ ଆର୍ ବି ଓ ବଲାଙ୍ଗିର ଆର୍
Read More...

ପତଞ୍ଜଳି ପରିବାର ଦ୍ୱାରା ବଲାଙ୍ଗିରରେ ବିଶ୍ୱ ଯୋଗ ଦିବସ

ବଲାଙ୍ଗିର, (ଦେବାଶିଷ ମିଶ୍ର) : ପତଞ୍ଜଳି ପରିବାର ବଲାଙ୍ଗିର ଆନୁକୁଲ୍ୟରେ ଜିଲ୍ଲାର ବିଭିନ୍ନ ସ୍ଥାନରେ ୧୧ତମ ଅର୍ନ୍ତରାଷ୍ଟ୍ରୀୟ ଯୋଗ ଦିବସ ମହାସମାରୋହରେ ପାଳିତ ହୋଇଯାଇଛି । ଜଗଦୀଶ ଯୋଗଲୟ ଟାରେ ଭାରତ ସ୍ୱାଭିମାନ ଜିଲ୍ଲା ପ୍ରଭାରୀ ରଘୁନାଥ ଷଡଙ୍ଗୀଙ୍କ ଅଧ୍ୟକ୍ଷତାରେ ଆୟୋଜିତ ଯୋଗ ଦିବସ
Read More...

କଂଗ୍ରେସର ସମ୍ବିଧାନ ବଂଚାଅ ସମାବେଶ

ବଲାଙ୍ଗିର, (ଦେବାଶିଷ ମିଶ୍ର) : ଲୋଇସିଂହା ନିର୍ବାଚନ ମଣ୍ଡଳି କଂଗ୍ରେସ ପକ୍ଷରୁ ପୁଇଁନ୍ତଲା ବ୍ଲକ ଅନ୍ତର୍ଗତ ଗଣ୍ଡବାହାଲ ଗ୍ରାମରେ ଗତ ବିଧାନସଭା କଂଗ୍ରେସ ପ୍ରାର୍ଥୀ ଓମ୍‌ ପ୍ରକାଶ କୁମ୍ଭାରଙ୍କ ନେତୃତ୍ୱରେ ଅନୁଷ୍ଠିତ ହୋଇଥିଲା । ଆୟୋଜିତ ସାଧାରଣ ସଭାରେ ଯୋଗ ଦେଇ ଜିଲ୍ଲା କିଶାନ କଂଗ୍ରେସ
Read More...