Daily Archives

ଦେଓଗାଁ ବ୍ଲକ ସ୍ତରୀୟ କର୍ମଶାଳା ନିଶା ନୁହେଁ ଜୀବନ ଉଦଯାପିତ

ଦେଓଗାଁ, (ମନୀଷ କୁମାର ସାହୁ) : ଦେଓଗାଁ ପଞ୍ଚାୟତ ସମିତି ଉଚ୍ଚ ବିଦ୍ୟାଳୟ ପରିସରରେ ମଙ୍ଗଳବାର ଦିନ ତୁଷୁରା ଅବକାରୀ ବିଭାଗ ପକ୍ଷରୁ ନିଶା ନୁହେ ଜୀବନ ଶିର୍ଷକ କର୍ମଶାଳା ଅନୁଷ୍ଠିତ ହୋଇଥିଲା । ଏହି କର୍ମଶାଳାରେ ଦେଓଗାଁ ବ୍ଲକର ବିଭିନ୍ନ ହାଇସ୍କୁଲରୁ ୬୦ରୁ ଅଧିକ ଛାତ୍ରଛାତ୍ରୀ ଭାଗ
Read More...

ଜିଲ୍ଲାପାଳଙ୍କ ଅଫିସ ସମ୍ମୁଖରେ ସମ୍ବିଧାନ ବଞ୍ଚାଅ ସମାବେଶ

ମୟୂରଭଞ୍ଜ, (ଦେବସ୍ମିତ ଚୌଧୁରୀ) : ଆଜି ମୟୂରଭଞ୍ଜ ଜିଲ୍ଲା(ପୂର୍ବ) କଂଗ୍ରେସ କମିଟି ତତଫରୁ, ସଂଯାଜିକା ସରସ୍ୱତୀ ହେମ୍ବ୍ରମ୍, ପୂର୍ବତନ ସାଂସଦ ସୁଶ୍ରୀ ସୁଶୀଳା ତିରୀୟା ଏବଂ ଜିଲ୍ଲାର ପର୍ଯ୍ୟବେକ୍ଷକ ପଞ୍ଚାନନ ମଣ୍ଡଳଙ୍କ ପୌରହିତ୍ୟରେ ଏକ ହଜାରରୁ ଅଧିକ କଂଗ୍ରେସ କର୍ମୀମାନଙ୍କ ବିଶାଳ
Read More...

ଜିଲ୍ଲା ସ୍ୱାସ୍ଥ୍ୟ ସମିତି ପକ୍ଷରୁ ତମାଖୁ ମୁକ୍ତ ବିଦ୍ୟାଳୟ ସମ୍ପର୍କିତ ଏକ ଦିବସୀୟ ତାଲିମ କାର୍ଯ୍ୟକ୍ରମ ଅନୁଷ୍ଠିତ

ବାରିପଦା, (ଦେବସ୍ମିତ ଚୌଧୁରୀ) : ଆଜି ବାରିପଦାଠାରେ ଜିଲ୍ଲା ମୁଖ୍ୟ ଚିକିତ୍ସା ଓ ଜନସ୍ୱାସ୍ଥ୍ୟ ଅଧିକାରୀ ଡା. କିଶୋର କୁମାର ଆଚାର୍ଯ୍ୟଙ୍କ ଅଧ୍ୟକ୍ଷତାରେ ତମାଖୁ ମୁକ୍ତ ବିଦ୍ୟାଳୟ ଲାଗି ଶିକ୍ଷକମାନଙ୍କ ନିମନ୍ତେ ଏକଦିବସୀୟ ତାଲିମ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଏହି ଅବସରରେ
Read More...

ଯାଜପୁରରେ ଦିଲ୍ଲୀ ଯୁବତୀଙ୍କୁ ଅସଦାଚରଣ ଘଟଣା : ବିଷାକ୍ତ ଫଳ ଖାଇ ଅଟକ ଯୁବକ ଅସୁସ୍ଥ

ଯାଜପୁର : ଓଡ଼ିଶା ବୁଲିବାକୁ ଆସିଥିବା ଦିଲ୍ଲୀ ଯୁବତୀଙ୍କୁ ଦଶରଥପୁରରେ ଅସଦାଚରଣ ଅଭିଯୋଗରେ ଜଣେ ଯୁବକ ଅଟକ ଥିବାବେଳେ ଜଣେ ଫେରାର । ଅଟକ ଯୁବକ ବିଷାକ୍ତ ଫଳ ଖାଇ ଅସୁସ୍ଥ ହୋଇଛନ୍ତି । ତାଙ୍କୁ ଯାଜପୁର ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି । ସୂଚନାଯୋଗ୍ୟ ଯେ, ଯାଜପୁର
Read More...

ଖଲ୍ଲିକୋଟ କଲେଜ ଯୁକ୍ତଦୁଇ ଛାତ୍ରଛାତ୍ରୀଙ୍କୁ କାହ୍ନା ଚାରିଟେବୁଲ ଟ୍ରଷ୍ଟ ତରଫରୁ ଭବ୍ୟ ସମ୍ବର୍ଦ୍ଧନା

ବ୍ରହ୍ମପୁର, (କେ.ସତ୍ୟନାରାୟଣ ରେଡ୍ଡୀ) : ଯୁକ୍ତଦୁଇ ଉଚ୍ଚମାଧ୍ୟମିକ ବିଦ୍ୟାଳୟ (ଖଲ୍ଲିକୋଟ କଲେଜ୍) ପରିସରରେ ଅନୁଷ୍ଠିତ ଅଧ୍ୟକ୍ଷଙ୍କ ପ୍ରକୋଷ୍ଠରେ କାହ୍ନା ଚାରିଟେବୁଲ ଟ୍ରଷ୍ଟ ତରଫରୁ କୃତ୍ତି ବିଦ୍ୟାର୍ଥିଙ୍କୁ ଏକ ଭବ୍ୟ ସମ୍ବର୍ଦ୍ଧନା କାର୍ଯ୍ୟକ୍ରମ ଆୟୋଜିତ ହୋଇଥିଲା । ସର୍ବପ୍ରଥମେ
Read More...

ନବୀନଙ୍କ ଆଶୁ-ଆରୋଗ୍ୟ କାମନା କରି ଦୀପଦାନ

ବ୍ରହ୍ମପୁର, (କେ.ସତ୍ୟନାରାୟଣ ରେଡ୍ଡୀ) : ଓଡିଶାବାସୀଙ୍କ ପ୍ରିୟଭାଜନ ହୋଇ ଆସିଥିବା ବିଧାନସଭାର ବିରୋଧୀ ଦଳର ନେତା, ବିଜେଡ଼ି ସୁପ୍ରିମୋ ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଚିକିତ୍ସାଧୀନରେ ଅଛନ୍ତି । ତାଙ୍କର ଆଶୁ ଆରୋଗ୍ୟ କାମନା କରି ଛତ୍ରପୁର ନିର୍ବାଚନ ମଣ୍ଡଳୀ ବିଜେଡି
Read More...

ସର୍ପ ଦଂଶନ ଓ ବଜ୍ରପାତ ନିମନ୍ତେ ସତର୍କତା ସଚେତନତା

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ରାଜ ବୋଡ଼ାସମ୍ବର ବ୍ଲକ ଅନ୍ତର୍ଗତ ବିଭିନ୍ନ ସ୍କୁଲରେ ସର୍ପ ଦଂଶନ ଓ ବଜ୍ରପାତ ନିମନ୍ତେ ସତର୍କତା ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଆଷାଢ ମାସରେ ମୁଖ୍ୟତଃ ସର୍ପ ଦଂଶନ ଓ ଅଚାନକ ବିଜୁଳି ଘଡଘଡି ଯୋଗୁଁ ଅନେକ ଧନ ଜୀବନ ହାନି
Read More...

ଶ୍ରୀ ଚୈତନ୍ୟ ସଂକୀର୍ତ୍ତନ ମହାସଂଘ କଲ୍ୟାଣ ଟ୍ରଷ୍ଟ ପଞ୍ଜିକୃତ

ବଲାଙ୍ଗିର, (କେପିଏନ୍‌ଏସ୍‌) : ବଲାଙ୍ଗିର ଜିଲ୍ଲା ବିଭିନ୍ନ ଗ୍ରାମର ୧୧୨ ଟି ସଂକିର୍ତ୍ତନ ଦଳ ଦିର୍ଘ ଦିନ ହେଲା ତାଙ୍କ ମହାସଂଘର ଗୋଟିଏ କଲ୍ୟାଣ ଟ୍ରଷ୍ଟ ପଞ୍ଜିକୃତ କରି ସଂକୀର୍ତ୍ତନ କଳାକୁ ଆଗେଇ ନେବା ପାଇଁ ଇଛା ପ୍ରକାଶ କରିଥିଲେ । ସମାଜ ସେବୀ ଶ୍ରୀକର ମିଶ୍ରଙ୍କ ପ୍ରେରଣା ପାଇ ଏକ ୨୯
Read More...

ପ୍ରୟାତ ମୁରଲିଧର ପରିଜାଙ୍କ ସପ୍ତମ ସ୍ମୃତି ଚାରଣ ସଭା

ରାଉରକେଲା, (ସସ୍ମିତା ପ୍ରଧାନ) : ରାଉରକେଲାର ବିଶିଷ୍ଟ ଜନନାୟକ ପ୍ରୟାତ ମୁରଲିଧର ପରିଜାଙ୍କ ସପ୍ତମ ସ୍ମତି ଚାରଣ ସଭା ଓ ସ୍ମାରକୀ ବକ୍ତୃତା ପ୍ରତିଯୋଗିତା ସେକ୍ଟର ୫ ସ୍ଥିତ ଆଦର୍ଶ ସାହିତ୍ୟ ଘରଠାରେ ଅନୁଷ୍ଠିତ ହୋଇଯାଇଛି । ମୁରଲୀଧର ପରିଜା ସ୍ମୃତି କମିଟିର ସଭାପତି କୁଞ୍ଜବିହାରୀ ରାଉତଙ୍କ
Read More...

ରାଉରକେଲାର ବିକାଶ ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ସ୍ମାରକ ପତ୍ର

ରାଉରକେଲା, (ସସ୍ମିତା ପ୍ରଧାନ) : ଗତ ୫ ତାରିଖରେ ଓଡ଼ିଶା ସରକାର କ୍ୟାବିନେଟ୍‍ କମିଟି ସହରୀ ବିକାଶ ଯୋଜନାରେ ଅତିରିକ୍ତ ୬୦୦୦ କୋଟି ଖର୍ଚ୍ଚ କରିବା ପାଇଁ ମଞ୍ଜୁର କରିଛନ୍ତି । ଅର୍ଥନିତୀର ବିକାଶ ସହ ଦାରିଦ୍ର୍ୟ ଦୂରୀକରଣ ତଥା କର୍ମନିଯୁକ୍ତି ପାଇଁ ସହରର ବିକାଶ ଅପରିହାର୍ଯ୍ୟ । ଓଡ଼ିଶାରେ
Read More...