Daily Archives

ଏୟାର ଇଣ୍ଡିଆ ଫ୍ଲାଇଟ୍ ଏଆଇ-୧୭୧: ବ୍ଲାକ୍ ବକ୍ସରୁ ତଥ୍ୟ ପୁନରୁଦ୍ଧାର ଏବଂ ତଦନ୍ତ ଉପରେ ଷ୍ଟାଟସ ରିପୋର୍ଟ

ନୂଆଦିଲ୍ଲୀ, (ପିଆଇବି) : ଆଇସିଏଓ ଚିକାଗୋ କନଭେନସନ୍ (୧୯୪୪)ର ଏକ ସ୍ୱାକ୍ଷରକାରୀ ଭାବରେ ଭାରତ ଆଇସିଏଓ ଅନୁବନ୍ଧ ୧୩ ଏବଂ ବିମାନ (ଦୁର୍ଘଟଣା ଏବଂ ଘଟଣାର ତଦନ୍ତ) ନିୟମ, ୨୦୧୭ ଅନୁଯାୟୀ ବିମାନ ଦୁର୍ଘଟଣାର ତଦନ୍ତ କରେ । ବିମାନ ଦୁର୍ଘଟଣା ତଦନ୍ତ ବ୍ୟୁରୋ (ଏଏଆଇବି) ଏହିପରି ତଦନ୍ତ ପାଇଁ
Read More...

ବଲାଙ୍ଗିର ବନଖଣ୍ଡ ବିଭାଗ କେନ୍ଦୁପତ୍ର ତରଫରୁ କେନ୍ଦୁପତ୍ର ତୋଳାଳୀମାନଙ୍କୁ ରଥଯାତ୍ରା ପୂର୍ବରୁ ପାରିଶ୍ରମିକ ପ୍ରଦାନ

ବଲାଙ୍ଗିର, (କେପିଏନ୍‌ଏସ୍‌) : ବଲାଙ୍ଗିର ଜିଲ୍ଲା ସଦର ବ୍ଲକ ଅନ୍ତର୍ଗତ ଖର୍ଲିକାନୀ ଗ୍ରାମରେ ବଲାଙ୍ଗିର ବନଖଣ୍ଡ ବିଭାଗ କେନ୍ଦୁପତ୍ର ତରଫରୁ କେନ୍ଦୁପତ୍ର ତୋଳାଳୀମାନଙ୍କୁ ସେମାନଙ୍କର ପାରିଶ୍ରମିକ ପ୍ରଦାନ କରାଯାଇଛି । କେନ୍ଦୁପତ୍ର ବିଭାଗ ବନଖଣ୍ଡ ଅଧିକାରୀ ପ୍ରଦୀପ ମିରାସେ ଦେବିଦାସ
Read More...

ଅନୁଦାନ ପାଇଁ ପଥପ୍ରାନ୍ତ ସଭା

ପାଟଣାଗଡ଼ : ଶୁକ୍ରବାର ଦିନ ଓଡ଼ିଶା ରାଜ୍ୟ ବେସରକାରୀ ଅଧ୍ୟାପକ କର୍ମଚାରୀ ସଂଘର ରାଜ୍ୟ ସଭାପତି ବିଶ୍ୱରଞ୍ଜନ ଦାଶଙ୍କ ଆହ୍ୱାନ କ୍ରମେ ବଲାଙ୍ଗିର ଜିଲ୍ଲାର ପାଟଣାଗଡ଼ ବ୍ଲକ ଅର୍ନ୍ତଗତ ଭଇଁଷାରେ ପଥପ୍ରାନ୍ତ ସଭା ଅନୁଷ୍ଠିତ ହୋଇଯାଇଛି । ଏହି ଅବସରରେ ବଲାଙ୍ଗିର ଜିଲ୍ଲା ପାଟଣାଗଡ଼ ଖଣ୍ଡ
Read More...

ଜଲିଆ ଗାଁରେ ୧୩ ଟିକିଆ ହାତୀ ପଲ ଭାଙ୍ଗିଦେଲେ ଘର : ଅଳ୍ପକେ ବର୍ତ୍ତିଲେ ପରିବାର

ପାଟଣାଗଡ଼: ବଲାଙ୍ଗିର ଜିଲ୍ଲା ପାଟଣାଗଡ଼ ଉପଖଣ୍ଡ ବେଲପଢା ବ୍ଳକ ଧୁମାଭଟା ପଞ୍ଚାୟତ ଜଲିଆ ଗାଁରେ ଗୁରୁବାର ବିଳମ୍ବିତ ରାତ୍ରିରେ ଗାଁର ଜନୈକ ଯୁବକଙ୍କ ପରିବାର ହାତୀ ଆକ୍ରମଣରୁ ଅଳ୍ପକେ ବର୍ତ୍ତି ଯାଇଛନ୍ତି । ଉକ୍ତ ହାତୀ ପଲ ତାଙ୍କ ଘର ଦ୍ଵାର ଭାଙ୍ଗିବା ସହ ଆବାସ ପତ୍ର ନଷ୍ଟ କରିଦେଇଥିବା
Read More...

ବିଶ୍ଵ ପ୍ରସିଦ୍ଧ ରଥଯାତ୍ରା ପାଇଁ ଉତ୍ସବମୁଖର ଶ୍ରୀକ୍ଷେତ୍ର : ରତ୍ନବେଦୀ ଛାଡ଼ି ଜନ୍ମବେଦୀକୁ ଯାତ୍ରା କରିବେ…

ପୁରୀ : ଆଜି ଶ୍ରୀଗୁଣ୍ଡିଚା ଯାତ୍ରା । ବଡ଼ଦେଉଳ ଛାଡ଼ି ବଡ଼ଦାଣ୍ଡକୁ ଆସୁଛନ୍ତି କାଳିଆ ସାଆନ୍ତେ । ଯାତ୍ରା ପାଇଁ କାହାରିକୁ ତର ନାହିଁ । ବଡ଼ଦେଉଳରେ ବଡ଼ଠାକୁରଙ୍କ ଯାତ୍ରା ପ୍ରସ୍ତୁତିରେ ବ୍ୟସ୍ତ ସେବକ ଓ ପ୍ରଶାସକ । ବାହାରେ ଉତ୍କଣ୍ଠିତ ରଥ, ପଥ ଓ ଭକ୍ତ । ୫୮ ଦିନ ଧରି ରୂପ ପାଉଥିଲେ ତିନି ରଥ
Read More...

ଟ୍ରାକ୍ଟର ତଳେ ଚାପି ହୋଇ ଚାଳକ ମୃତ : ପରିଚୟ ଅସ୍ପଷ୍ଟ

କେନ୍ଦୁଝର : କେନ୍ଦୁଝର ଜିଲ୍ଲା ତୁରୁମୁଙ୍ଗା ଥାନା ଅନ୍ତର୍ଗତ ଖିରେଇଟାଙ୍ଗିରି ନୂଆଗାଁ ରାସ୍ତାରେ ଶୁକ୍ରବାର ଜଣଙ୍କର ମୃତ୍ୟୁ ଘଟିଛି । ଟ୍ରାକ୍ଟର ତଳେ ଚାପି ହୋଇ ଚାଳକଙ୍କ ମୃତ୍ୟୁ ହୋଇଛି । ମୃତ ବ୍ୟକ୍ତିଙ୍କ ସଠିକ୍ ପରିଚୟ ମିଳପାରିନାହିଁ । ଖବର ପାଇ ତୁରୁମୁଙ୍ଗା ପୁଲିସ ପହଞ୍ଚି ତଦନ୍ତ
Read More...

ଗଞ୍ଜାମ, ଗଜପତିରେ ବର୍ଷା ଘଡ଼ଘଡ଼ି ସହ ୩୦ରୁ ୪୦ କିମି ବେଗରେ ପବନ ହୋଇପାରେ

ବ୍ରହ୍ମପୁର, (କେ.ସତ୍ୟନାରାୟଣ ରେଡ୍ଡୀ) : ଉତ୍ତର ପଶ୍ଚିମ ବଙ୍ଗୋପସାଗର ଓ ପାଶ୍ୱବର୍ତ୍ତି ଓଡ଼ିଶା ଏବଂ ପଶ୍ଚିମବଙ୍ଗ ରାଜ୍ୟର ଉପକୂଳ ଅଞ୍ଚଳ ଉପରେ ଲଘୁଚାପ ଜନିତ ବର୍ଷା ରହିଛି । ଏହା ଉତ୍ତର ଓଡ଼ିଶା ଏବଂ ସଂଲଗ୍ନ ଗାଙ୍ଗେୟ ପଶ୍ଚିମବଙ୍ଗ, ଝାଡ଼ଖଣ୍ଡ, ଛତିଶଗଡ଼ ଆଡ଼କୁ ଗତି କରିବ । ଏହାର ପ୍ରଭାବରେ
Read More...

ଛତ୍ରପୁରରେ ୫୮ତମ ଶାଖା ଭାବେ ବ୍ୟାଙ୍କ ଅଫ୍ ମହାରାଷ୍ଟ୍ରର ଶାଖା ଗଞ୍ଜାମ ଜିଲ୍ଲାପାଳଙ୍କ ଦ୍ଵାରା ଉଦ୍‌ଘାଟିତ

ବ୍ରହ୍ମପୁର, (କେ.ସତ୍ୟନାରାୟଣ ରେଡ୍ଡୀ) : ଭାରତ ସରକାରଙ୍କ ଦ୍ଵାରା ସ୍ଵୀକୃତି ଅଗ୍ରଣୀ ରାଷ୍ଟ୍ରାୟତ୍ତ ବ୍ୟାଙ୍କ, ବ୍ୟାଙ୍କ ଅଫ୍ ମହାରାଷ୍ଟ୍ରର ନୂତନ ଶାଖା ଗଞ୍ଜାମ ଜିଲ୍ଲାର ସଦର ମହକୁମା ଛତ୍ରପୁରଠାରେ ଉଦ୍‌ଘାଟିତ ହୋଇଯାଇଛି । ଏହି ନୂତନ ଶାଖାଟି ଗଞ୍ଜାମ ଜିଲ୍ଲାର ପଞ୍ଚମ ଏବଂ ରାଜ୍ୟର
Read More...

ପୁରୀ ବୀରଗୋବିନ୍ଦ ପୁରରେ ୪.୭୫ କୋଟି ବ୍ୟୟରେ ବିଭିନ୍ନ ସୌନ୍ଦର୍ଯ୍ୟମୂଳକ ପ୍ରକଳ୍ପ ଲୋକାର୍ପିତ କଳା, ଦକ୍ଷତା ବିକାଶ ଓ…

• କମ୍ୟୁନିଟି ହଲ, ବହୁମୁଖୀ ଦକ୍ଷତା ତାଲିମ କେନ୍ଦ୍ର, ଯୋଗକେନ୍ଦ୍ର, ଆଲୋକୀକରଣ ସହ ଶୌଚାଳୟ, ପାନୀୟ ଜଳର ସୁବିଧା, ପୋଖରୀ ସୌନ୍ଦର୍ଯ୍ୟକରଣ ଆଦି ପ୍ରକଳ୍ପ ଲୋକାର୍ପିତ• ୩ ଜୁନ୍ ୨୦୨୨ ମସିହାରେ ପ୍ରକଳ୍ପ ଗୁଡ଼ିକର ଭିତ୍ତିପ୍ରସ୍ତର ସ୍ଥାପନ କଲେ କେନ୍ଦ୍ରମନ୍ତ୍ରୀ• ବୀରଗୋବିନ୍ଦପୁର ଗ୍ରାମକୁ
Read More...

ଭୁବନେଶ୍ୱରରେ ଜରୁରୀକାଳୀନ ପରିସ୍ଥିତିର କଳା ଅଧ୍ୟାୟର ୫୦ ବର୍ଷ ପୂର୍ତ୍ତିର ଆଲୋଚନାଚକ୍ର ଅନୁଷ୍ଠିତ ଏମର୍ଜେନ୍ସି ଭଳି…

• କଂଗ୍ରେସ ଦ୍ୱାରା ଗଣତନ୍ତ୍ରକୁ କୁଠାରଘାତ ଇତିହାସର ୫୦ ବର୍ଷର କାହାଣୀ ଉପରେ ଆଲୋକପାତ• ୧୯୭୫ ଜୁନ୍ ୨୫ ତାରିଖରେ 'ଜରୁରୀକାଳୀନ ପରିସ୍ଥିତି' ଭାରତୀୟ ଗଣତନ୍ତ୍ର ଉପରେ କଂଗ୍ରେସ ଦ୍ୱାରା ଲଗାଯାଇଥିବା ଏକ କଳା ଫର୍ଦ୍ଦ, ଯାହାକୁ ଦେଶ କେବେ ଭୁଲିପାରିବ ନାହିଁ• ଗଣତାନ୍ତ୍ରିକ ଅଧିକାରର
Read More...