Daily Archives

ହୃଦୟ ବିଦାରକ ଘଟଣା ; ଏକା ସାଙ୍ଗରେ ଜଳିଲା ୩ ଭାଇଙ୍କ ଜୁଇ

ନବରଙ୍ଗପୁର : ନବରଙ୍ଗପୁର ଜିଲ୍ଲା ଝରିଗାଁ ସିରାଗୁଡ଼ା ସାହିର ୩ ସଂପର୍କୀୟ ଭାଇଙ୍କ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ମୃତ୍ୟୁ ଘଟିଛି । ସେମାନେ ହେଲେ ସାଗର ଜୈନ, ଅଙ୍କୁର ଜୈନ ଓ କ୍ରିସ୍ ଜୈନ । ଏକା ସହିତ ୩ଟି ଜୁଇରେ ଜଳିଲା ୩ ଭାଇଙ୍କ ଚିତା । ଶୋକାକୁଳ ପରିବେଶରେ ସରିଲା ଶବଦାହ କାର୍ଯ୍ୟ ।
Read More...

କେସିଙ୍ଗା ରେଳ ଷ୍ଟେସନରେ ଅଘଟଣ : ଅଳ୍ପକେ ବର୍ତିଲେ ଯାତ୍ରୀ

ଅମହଦାବାଦ୍ - ପୁରୀ ସୁପରଫାଷ୍ଟ ଏକ୍ସପ୍ରେସ ବଗିରେ ଲାଗିଲା ନିଆଁ କେସିଙ୍ଗା, (ପ୍ରୀତେଶ ପଟେଲ) : ରେଳ ଷ୍ଟେସନରେ ଅଘଟଣ । ଅମହଦାବାଦ୍ - ପୁରୀ ସୁପରଫାଷ୍ଟ ଏକ୍ସପ୍ରେସ ବଗିରେ ଲାଗିଲା ନିଆଁ । ଅଳ୍ପକେ ବର୍ତିଲେ ଯାତ୍ରୀ । କଳାହାଣ୍ଡି ଜିଲ୍ଲା କେସିଙ୍ଗା ରେଳ ଷ୍ଟେସନରେ ଏଭଳି ଏକ ବଡ଼
Read More...

ସମ୍ବଲପୁରରେ ବିଶାଳ ବୃକ୍ଷରୋପଣ ଅଭିଯାନର ଶୁଭାରମ୍ଭ : ଗଛ ଲଗାଇଲେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ

ସମ୍ବଲପୁର : ଶନିବାର ସମ୍ବଲପୁର ପୋତାପାଲି ଠାରେ “ଏକ୍ ପେଡ୍ ମା’ କେ ନାମ ୨.୦” ଅଭିଯାନ ଅଧୀନରେ ଆୟୋଜିତ ବନ ମହୋତ୍ସବ ତଥା ବିଶାଳ ବୃକ୍ଷରୋପଣ ଅଭିଯାନର ଶୁଭାରମ୍ଭ ହୋଇଯାଇଛି । ଏହି କାର୍ଯ୍ୟକ୍ରମରେ ଯୋଗଦେଇ କେନ୍ଦ୍ର ଶିକ୍ଷା ମନ୍ତ୍ରୀ ତଥା ସମ୍ବଲପୁର ସାଂସଦ ଧର୍ମେନ୍ଦ୍ର ପ୍ରଧାନ ସାମାଜିକ
Read More...

ଅଧା ରହିଲା ଜଗା ଦର୍ଶନ : ‘ଆମ ବସ‘ ଧକ୍କାରେ ୩ ଯୁବତୀ ମୃତ

ଭୁବନେଶ୍ୱର : ପିପିଲି ଓଭରବ୍ରିଜ ନିକଟରେ ମର୍ମନ୍ତୁଦ ଦୁର୍ଘଟଣା । ‘ଆମ ବସ ’ ଧକ୍କାରେ ୩ ଯୁବତୀ ମୃତ । ୩ ଯୁବତୀ ସମ୍ପର୍କୀୟ ଭଉଣୀ । ୩ ଜଣ ଯୁବତୀ ସ୍କୁଟିରେ ଭୁବନେଶ୍ୱରରୁ ପୁରୀ ଜଗା ଦର୍ଶନରେ ଯାଉଥିଲେ । ଏହି ସମୟରେ ପିପିଲି ଓଭରବ୍ରିଜ ନିକଟରେ ସ୍କୁଟିକୁ ଏକ ଆମ ବସ୍ ଧକ୍କା ଦେଇଥିଲା ।
Read More...

ରଥଯାତ୍ରା ମହୋତ୍ସବ ଉପଲକ୍ଷେ ମାନବ ସେବାର ଅଦ୍ଭୁତ ସମ୍ମିଳନ

ବଲାଙ୍ଗିର, (କେପିଏନ୍‌ଏସ୍‌) : ସହଯୋଗ ଫାଉଣ୍ଡେସନ ଓ ଉତ୍କଳ ପ୍ରାଦେଶିକ ମାରୱାଡି ମହିଳା ସମ୍ମିଳନୀ, ବଲାଙ୍ଗିର ଶାଖା ତରଫରୁ ବିଶାଳ ସେବା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଏଥିରେ ହଜାର ହଜାର ଭକ୍ତଙ୍କୁ ବୁନ୍ଦି ପ୍ରସାଦ, ଶୀତଳ ପାଣି ଓ ନୂଆ ପୋଷାକ ବଣ୍ଟନ କରାଯାଇଥିଲା । ବଲାଙ୍ଗିର,
Read More...

ବରପାଲିପଡ଼ା ଭଗବତ ମନ୍ଦିରଠାରେ ବରିଷ୍ଠ ନାଗରିକ ମାନଙ୍କ ପାଇଁ ମାଗଣା ସ୍ଵାସ୍ଥ୍ୟ ଶିବିର

ବଲାଙ୍ଗିର, (କେପିଏନ୍‌ଏସ୍‌) : ଜୁନ୍ ୨୦୨୫ ଦିନ ଆୟୁଷ୍ମାନ ଆରୋଗ୍ୟ କେନ୍ଦ୍ର କନ୍ଧପାଲି ପଡା ଯାହା ରାଜେନ୍ଦ୍ର ଯୁବକ ସଂଘ ଦ୍ୱାରା ପରିଚାଳିତ ତରଫରୁ ଏକ ବରିଷ୍ଟ ନାଗରିକ ମାନଙ୍କ ପାଇଁ ସ୍ଵାସ୍ଥ୍ୟ ସେବା ଶିବିର ବରପାଳିପଡ଼ା (ଭଗବତ ମନ୍ଦିର) ଠାରେ ଅନୁଷ୍ଠିତ ହେଇଥିଲା । ଏହି ସ୍ୱାସ୍ଥ୍ୟ
Read More...

ସ୍ତ୍ରୀକୁ ଠେଙ୍ଗାରେ ପିଟି ପିଟି ମାରିଦେଲା ସ୍ୱାମୀ : ପୋଲିସ ଖୋଜୁଛି କାରଣ

ରାଉରକେଲା : ସୁନ୍ଦରଗଡ଼ ଜିଲ୍ଲା ଟାଙ୍ଗରପାଲି ଥାନା ଅଞ୍ଚଳରେ ଅଘଟଣ । ସ୍ତ୍ରୀକୁ ଠେଙ୍ଗାରେ ପିଟି ପିଟି ମାରିଦେଲା ସ୍ୱାମୀ । ମୃତ ସ୍ତ୍ରୀଙ୍କ ନାମ ସବିତା ମୁଣ୍ଡା ହୋଇଥିବା ବେଳେ ଅଭିଯୁକ୍ତ ସ୍ୱାମୀକୁ ଥାନାରେ ଅଟକ ରଖିଛି ପୋଲିସ । ଖବର ଅନୁଯାୟୀ, ଟାଙ୍ଗରପାଲି ଥାନା ଅଞ୍ଚଳର
Read More...

ସାଂସ୍କୃତିକ ଭରାରେ ଛତ୍ରପୁରରେ ଶ୍ରୀଗୁଣ୍ଡିଚା ଯାତ୍ରା ସମାହିତ

ବ୍ରହ୍ମପୁର, (କେ.ସତ୍ୟନାରାୟଣ ରେଡ୍ଡୀ) : ସାଂସ୍କୃତିକ ଭରା ମଧ୍ୟରେ ଛତ୍ରପୁରରେ ଶ୍ରୀଗୁଣ୍ଡିଚା ଯାତ୍ରା ଶୃଙ୍ଖଳିତ ଭାବେ ସମାହିତ ହୋଇଯାଇଛି । ସାଂସ୍କୃତିକ ଭରା ମଧ୍ୟରେ ଉତ୍ସଵ ମୁଖର ସହ ରାଜାଘରର ଶ୍ରୀ ଶ୍ରୀ ଜଗନ୍ନାଥ ମନ୍ଦିରର ରଥଯାତ୍ରା ଖୁବ୍ ଯାକଜମକ୍ ସମ୍ପନ୍ନ ହୋଇଯାଇଛି । ରଥ
Read More...

ଆନ୍ଧ୍ରରେ ଓଡ଼ିଆ ଯୁବତୀଙ୍କୁ ବଳାତ୍କାର ଉଦ୍ୟମ ବେଳେ ଛାତରୁ ଖସି ପୀଡ଼ିତା ଗୁରୁତର

ବ୍ରହ୍ମପୁର, (କେ. ସତ୍ୟନାରାୟଣ ରେଡ୍ଡୀ) : ଆନ୍ଧ୍ରରେ ଓଡ଼ିଆ ଯୁବତୀଙ୍କୁ ବଳାତ୍କାର ଉଦ୍ୟମ ହୋଇଥିବା ଖବର ମିଳିଛି । ଯୁବତୀଙ୍କୁ ବଳାତ୍କାର ଉଦ୍ୟମ ବେଳେ ଛାତରୁ ଖସି ପୀଡ଼ିତା ଗୁରୁତର ଆହତ ହୋଇଥିବା ଏକ ଅଦ୍ଭବନୀୟ ଘଟଣା ନାରୀକୁ ସମ୍ମାନ ମିଳିବା ବଦଳରେ ଅନ୍ୟ ଏକ ଲଜ୍ଜା ଜନକ ପରିସ୍ଥିତି
Read More...

ଗଞ୍ଜାମ ବ୍ଲକ ସହକାରୀ ନିର୍ବାହୀ ଯନ୍ତ୍ରୀ (ଏଇଇ) ସୁଶୀଲ୍ କୁମାର ପଣ୍ଡାଙ୍କ ଘରେ ଭିଜିଲାନ୍ସ ଚଢ଼ାଉ

ଆୟ ବହିର୍ଭୁତ ସମ୍ପତ୍ତି ଠୁଳ ଅଭିଯୋଗରେ ଶନିବାର ସର୍ଚ୍ଚ ୱାରେଣ୍ଟ ଜାରୀ ରହିଛି ବ୍ରହ୍ମପୁର, (କେ.ସତ୍ୟନାରାୟଣ ରେଡ୍ଡୀ) : ଗଞ୍ଜାମ ଜିଲ୍ଲାର ଗଞ୍ଜାମ ବ୍ଲକରେ ଅବସ୍ଥାପିତ ଥିବା ସହକାରୀ ନିର୍ବାହୀ ଯନ୍ତ୍ରୀ (ଏଇଇ) ସୁଶୀଲ୍ କୁମାର ପଣ୍ଡାଙ୍କଆୟ ବହିର୍ଭୁତ ସମ୍ପତ୍ତି ଠୁଳ ଅଭିଯୋଗରେ
Read More...